-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||     

HOME   ଜିଲ୍ଲା

ତପସ୍ଵିନୀ ମେହେର ବିନିକା ଏନଏସି ଉପାଧ୍ୟକ୍ଷା

07-Apr-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଥରେ ନୁହେଁ କି ଦୁଇଥର ନୁହେଁ ଲଗାତାର ୩ଥର ଉପାଧ୍ୟକ୍ଷ ହୋଇ ହ୍ୟାଟ୍ରିକ ଅର୍ଜନ କରିବା ପରେ ପୁଣିଥରେ ନୂଆଁ ଇନିଂସ ଆରମ୍ଭ କରିଛନ୍ତି ତପସ୍ଵିନୀ ମେହେର ।ବିନିକା ଏନଏସି ୧୨ନଂ ୱାର୍ଡର ବିଜେଡ଼ି ବିଜୟୀ ପ୍ରାର୍ଥୀନୀ ତପସ୍ଵିନୀ ଆଜି ନିର୍ଦ୍ଵନ୍ଦରେ ବିନିକା ଏନଏସି ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ।ତାଙ୍କର ଏହି ସଫଳତା ପାଇଁ ମାନ୍ୟବର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ଶ୍ରେୟ ଦେଇଥିବା ବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ପୌର ପରିଷଦର ସମସ୍ତ କାଉନସିଲର,ବିଜୁ ଜନତା ଦଳର କର୍ମୀ,ବିଜ୍ଞାପିତ ପରିଷଦ ବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ।ସୂଚନା ଯୋଗ୍ୟ ଯେ ୨୦୦୩-୦୮ପୌର ପରିଷଦ ନିର୍ବାଚନରେ ତପସ୍ଵିନୀ ପ୍ରଥମେ ବିନିକା ୭ନଂ ୱାର୍ଡରୁ ସ୍ଵାଧୀନ କାଉନସିଲର ପ୍ରାର୍ଥୀନୀ ଭାବେ ବିଜୟୀ ହୋଇଥିଲେ। ପରେ ପରେ ୨୦୦୮-୧୩ ନିର୍ବାଚନରେ ୮ନଂ ୱାର୍ଡରୁ,୨୦୧୩-୧୮ ନିର୍ବାଚନରେ ୧୨ନଂ ୱାର୍ଡରୁ ବିଜୟୀ ହୋଇ ଲଗାତାର ୩ଥର ଯାକ ଉପାଧ୍ୟକ୍ଷ ଭାବେ ଦାୟିତ୍ଵ ତୁଲାଇଥିଵାରୁ ପୁଣି ୨୦୨୨  ନିର୍ବାଚନରେ ୧୨ନଂ ୱାର୍ଡରୁ ବିଜୟୀ ହୋଇଥିବା ତପସ୍ଵିନୀଙ୍କ ଅଭିଜ୍ଞତାକୁ ଦୃଷ୍ଟିରେ ରଖି ଉପାଧ୍ୟକ୍ଷ ପଦରେ ଅଳଙ୍କୃତ ହୋଇଥିବା ଜଣାପଡିଛି ।ତେବେ ଏହି ପଦ ମିଳିବା ପରେ ଶ୍ରୀମତୀ ତପସ୍ଵିନୀ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ସଫଳତାର ସହ କାର୍ଯ୍ୟକାରୀ କରିବା ଦିଗରେ,ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର ବିକାଶର ଅଗ୍ରଗତି ଦିଗରେ ଏବଂ ଅଞ୍ଚଳବାସୀଙ୍କ ସ୍ବପ୍ନ ବିନିକାକୁ ସବ ଡିଭିଜନ ମାନ୍ୟତା ପ୍ରଦାନ ଦିଗରେ ଦାବି କରିବା ସହ ସଂଗ୍ରାମ ଜାରି ରଖିବେ ବୋଲି ଶ୍ରୀମତୀ ତପସ୍ଵିନୀ ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି । ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026

You Might Also Like