-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଲ ମହାବିଦ୍ୟାଳୟ ଠାରେ ଓଡିଶା ଦକ୍ଷତା ବିକାଶ

08-Apr-2022



କଣ୍ଟାମାଳ (ପ୍ରେରଣା ଖବର) କଣ୍ଟାମାଲ ବ୍ଲକ  ସ୍ଥିତ  ପଂଚାୟତ ମହାବିଦ୍ୟାଳୟ, କଣ୍ଟାମାଲ ଠାରେ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ଜ଼ିଲ୍ଲା ପ୍ରଶାସନ, ବୌଦ୍ଧ ର ମିଳିତ ସହଯୋଗ ରେ ଅନୁଷ୍ଠିତ ହୋଇଯାଇଛି l ଏହି କ୍ଷୁଦ୍ର ନିଯୁକ୍ତି ମେଳା କଣ୍ଟାମାଲ ପଂଚାୟତ କଲେଜ ପ୍ରାଙ୍ଗଣ ରେ ସକାଳ  ୧୦ଘଣ୍ଟା ଠାରୁ  ଅପରାହ୍ନ ୨ ଘଣ୍ଟା  ପର୍ଯ୍ୟନ୍ତ ଚାଲିଥିଲା l ଏହି ମେଳା ରେ ରାଜ୍ୟ ତଥା ରାଜ୍ୟ ବାହାରର  ୧୬ ଟି ନିଯୁକ୍ତିଦାତା ଏବଂ ୧୫ ଟି ତାଲିମ ପ୍ରଦାନକାରୀ  ସଂସ୍ଥା ଯୋଗ ଦେଇଥିଲେ l ମୁଖ୍ୟ ଅତିଥି  ଭାବେ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ଯୋଗ ଦେଇ କୌଣସି କାମ କୁ ଛୋଟ ନ ଭାବି  ଆଗ୍ରହ ର ସହିତ କରିବା ଉଚିତ ବୋଲି ନିଜ ବକ୍ତବ୍ୟ ରଖିଥିଲେ l ଜ଼ିଲ୍ଲା କର୍ମ ନିୟୋଜନ ଅଧିକାରୀ ସୁଶାନ୍ତ କୁମାର ନାୟକ ଏହି ମେଳା ର ଆଭିମୁକ୍ଷ୍ୟ ଏବଂ ନିଯୁକ୍ତି ଦାତା ଏବଂ ତାଲିମ ପ୍ରଦାନ କାରୀ ସଂସ୍ଥା ବିଷୟରେ ବକ୍ତବ୍ୟ ରଖିଥିଲେ l ସି. ଡି. ପି. ଓ, କଣ୍ଟାମାଲ  ଜ୍ୟୋସ୍ନା ରାଣୀ ପାଢ଼ୀ, ରାଜୀବ ଦାଶ  ଏହି ମେଳା ରେ ଯୋଗ ଦେଇ ଯୁବକ ଯୁବତୀ ମାନଙ୍କୁ ଉତ୍ସାହିତ କରିଥିଲେ l ଏହି କାର୍ଯ୍ୟକ୍ରମ କୁ କଣ୍ଟାମାଲ ମହାବିଦ୍ୟାଳୟ ର ସଂସ୍କୃତ  ଅଧ୍ୟାପକ  ପୌଲସ୍ତି ପ୍ରଧାନ  ପରିଚl ଳ ନା କରିଥିବା ବେଳେ ଜ଼ିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ମେଳା ରେ ୩୧୭ଟି ଆବେଦନକl ରି ନିଜ ନାମ ପଞ୍ଜିକୃତ  କରିଥିଲେ l ଏତଦ ବ୍ୟତୀତ ପାଖ ଆଖ  ଅଂଚଳ ର ବହୁ ଯୁବକ ଯୁବତୀ  ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like