-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||     

HOME   ଜିଲ୍ଲା

ବିଜେଡି ନିର୍ବାଚନୀ ସଭାରେ କୋଭିଡ ନିୟମ କୁ ଫୁ... ଆଉ ଧାର୍ମିକ କାର୍ଯ୍ୟକ୍ରମ ରେ ନିୟମ କଡାକଡି ରାଜ୍ୟ ସରକାରଙ୍କ ଦୋମୁହାଁ ନୀତି କୁ ଦର୍ଶାଉଛି

18-Nov-2020



 ସମ୍ବଲପୁର, (ସଂଜୀବ କୁମାର ପାଣିଗ୍ରାହୀ) - ଆଉ ଦୁଇ ଦିନ ପରେ ସୂର୍ଯ୍ୟ ଦେବତାଙ୍କ ଉପାସନା ର ମୁଖ୍ୟ ପର୍ବ ଛଟ୍ ପୂଜା । ବିହାର, ଝାରଖଣ୍ଡ, ଉତ୍ତର ପ୍ରଦେଶ ର କୋଟି କୋଟି ଲୋକଙ୍କର ଏହା ଆସ୍ଥା ବିଶ୍ୱାସ ର ଏହା ଏକ ମୁଖ୍ୟ ପୂଜା । ଦେଶ ଭିତରେ ଓ ଦେଶ ବାହାରେ ଯିଏ ଯେଉଁଠି ଥିଲେ ବି ବହୁ ନୀତି ନିୟମ ଓ ଆଡମ୍ବର ସହକାରେ ଶ୍ରଦ୍ଧାଳୁମାନେ କରିଥାନ୍ତି ଏହି ପୂଜା । ନିଜ ଅଞ୍ଚଳରେ ରହିଥିବା ସମୁଦ୍ର, ନଦୀ, ନାଳ, କେନାଲ, ପୋଖରୀ ର ଜଳ ରେ ପ୍ରବେଶ କରି ଜଳ ମଧ୍ୟରେ ରହି ସୂର୍ଯ୍ୟ ଦେବତା ଙ୍କୁ ଜଳାର୍ଘ୍ୟ ସହିତ ଧୂପ ଦୀପ ନୈବେଦ୍ୟ ପ୍ରଦାନ କରି ପାଳନ କରିଥାନ୍ତି ଏହି ପୂଜା । କିନ୍ତୁ ଚଳିତ ବର୍ଷ କୋଭିଡ କଟକଣା ଲାଗୁ ରହିଥିବାରୁ ଏହି ପୂଜା କୁ ଘରେ ରହି ପାଳନ କରିବାକୁ ରହିଛି ସରକାରୀ ନିର୍ଦ୍ଦେଶ । 
         ଗତ କିଛି ଦିନ ପୂର୍ବେ ଛଟ୍ ପୂଜାରେ କୋଭିଡ କଟକଣା କୁ କିଛି ମାତ୍ରାରେ କୋହଳ ପାଇଁ ସମ୍ବଲପୁରର ଛଟ୍ ପୂଜା ମିଳିତ କ୍ରିୟାନୁଷ୍ଠାନ କମିଟି ତରଫରୁ ସରକାର ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । କିନ୍ତୁ ସରକାରଙ୍କ ତରଫରୁ କୌଣସି ପଦକ୍ଷେପ ଗ୍ରହଣ କରାନଯିବାରୁ ଆଜି ପୁଣି କ୍ରିୟାନୁଷ୍ଠାନ କମିଟିର ପଦାଧିକାରୀ ଓ ସଦସ୍ୟ ଗଣ ସମ୍ବଲପୁର ଜିଲ୍ଲା ପ୍ରଶାସନ ଙ୍କୁ ସାକ୍ଷାତ କରିଛନ୍ତି ।
          ସମ୍ବଲପୁର ବିଜେପି ଜିଲ୍ଲା ସଭାପତି *ଶ୍ରୀଯୁକ୍ତ ଗିରିଶ ପଟେଲ* ଙ୍କ ନେତୃତ୍ୱରେ ସମ୍ବଲପୁର ଛଟ୍ ପୂଜା ମିଳିତ କ୍ରିୟାନୁଷ୍ଠାନ କମିଟିର ପଦାଧିକାରୀମନେ ସମ୍ବଲପୁର ଉପଖଣ୍ଡିୟ ମାଜିଷ୍ଟ୍ରେଟ ଙ୍କୁ ସାକ୍ଷାତ କରିଥିଲେ । ପୋଲିସ ଉପସ୍ଥିତି ରେ କୋଭିଡ ନିୟମ ପାଳନ କରି ଘାଟରେ ହିଁ ସୂର୍ଯ୍ୟ ଦେବତାଙ୍କୁ ଜଳାର୍ଘ୍ୟ ପ୍ରଦାନ କରିବାକୁ ଓ ପୂଜା ଅର୍ଚନା କରିବାକୁ ଅନୁମତି ଦେବା ପାଇଁ ପାଇଁ ଅନୁରୋଧ କରିଥିଲେ । କିନ୍ତୁ ଉପଖଣ୍ଡିୟ ମାଜିଷ୍ଟ୍ରେଟ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ତ୍ତାବଳି ଓ ନିୟମାବଳୀ ଅନୁସାରେ ଘରେ ରହି ହିଁ ପୂଜାର୍ଚନା ହୋଇପାରିବ ବୋଲି ସୂଚନା ଦେଇଥିଲେ । 
      ସମ୍ବଲପୁର ଛଟ୍ ପୂଜା ମିଳିତ କ୍ରିୟାନୁଷ୍ଠାନ କମିଟି ତରଫରୁ ଲରପଙ୍କ ବିହାରୀପଡା ର ଶିବଲାଲ ସାହାଣୀ* ନାଲେଶ୍ୱର ଧାମ ବରେଇପାଲି ର ମଙ୍ଗଳ ଚୌଧୁରୀ* ଚନ୍ଦନନଗର ମନ୍ଦଲିଆ ପୂଜା କମିଟି ର  ମୁନ୍ନା ତିୱାରୀ ଓ ଶିବଶମ୍ଭୁ ୟାଦବ କ୍ଷେତ୍ରଜପୁର କ୍ରିଷ୍ଣାନଗର ପୂଜା କମିଟି ର ମନୋଜ ସିଂ, ବିଜେପି କ୍ଷେତ୍ରୀୟ ଗଣମାଧ୍ୟୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ସକ୍ରିୟ ସଦସ୍ୟ ଶିବ ଦିୱାନ, ନିଳାମ୍ବର ସିକନ୍ଦର, ସନ୍ତୋଷ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026

You Might Also Like