-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ସରପଞ୍ଚଙ୍କ ଅଜବ ସର୍ତ - ଶାରୀରିକ ସଂପର୍କ ରଖିଲେ ମିଳିବ ସରକାରୀ ଘର!!

18-Nov-2020



କଲାହାଣ୍ଡି (ପ୍ରେରଣା ଖବର) -:ଶାରୀରିକ ସଂପର୍କ ରଖିଲେ ମିଳିବ ସରକାରୀ ଘର। ଜଣେ ଅସହାୟ ଯୁବତୀଙ୍କୁ ଆବାସ ଯୋଜନାରେ ସାମିଲ କରାଇ ଦେବାର ପ୍ରତିଶ୍ରୁତି ଏଭଳି ଉଦ୍ୟମ କରିଥିଲେ ସରପଞ୍ଚ ବାବୁ। ଏଥିପାଇଁ ବାରମ୍ବାର ପ୍ରେମ ନିବେଦନ ସହ ଶାରୀରିକ ସଂପର୍କ ରଖିବାକୁ ଉଦ୍ୟମ କରିଥିବାରୁ କଳାହାଣ୍ଡି ଜିଲ୍ଲା ସାଲେପାଲି ପଞ୍ଚାୟତର କଛାରପାଲି ସରପଞ୍ଚଙ୍କୁ ଏହା ମହାଙ୍ଗା ପଡ଼ିଛି!!ମ.ରାମପୁର ଥାନାରେ ଏନେଇ ଯୁବତୀ ଜଣକ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଶାସକ ଦଳର ସମର୍ଥକ ବୋଲାଉଥିବା ସରପଞ୍ଚ ରମେଶ ସାହୁଙ୍କୁ ଡାକି ପଚରାଉଚରା କରୁଛି। ନିଜେ କେସିଙ୍ଗା ଏସଡିପିଓ ଘଟଣାର ତଦନ୍ତ କରୁଛନ୍ତି। ଯୁବତୀଙ୍କ ଅଭିଯୋଗ ଅନୁସାରେ-ସେ ଅତି ଗରିବ ଶ୍ରେଣୀର ହୋଇଥିବାରୁ ଘରଟିଏ ପାଇଁ ସରପଞ୍ଚଙ୍କୁ ନିବେଦନ କରିଥିଲେ। ତେବେ ସରପଞ୍ଚ ଘର ଦେବା ବାହାନାରେ ତାଙ୍କ ଫୋନ୍ ନମ୍ବର ନେଇ ସେଥିରେ ପ୍ରେମ ନିବେଦନ କରିବା ସହ ତାଙ୍କ ଘରକୁ ଆସି ଶାରୀରିକ ସଂପର୍କ ରକ୍ଷା କରିବାକୁ ବାଧ୍ୟ କରିଥିଲେ। ଏମିତିକି ଏକଥା କାହାରି ଆଗରେ ପ୍ରକାଶ କଲେ ଜୀବନରୁ ମାରି ଦେବାର ଧମକ ମଧ୍ୟ ଦେଇଥିଲେ!!: ସରପଞ୍ଚଙ୍କ ଏଭଳି ଅଶାଳୀନ ଆଚରଣରେ ଅତିଷ୍ଠ ହୋଇ ଶେଷରେ ଯୁବତୀ ଜଣକ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଥିଲେ। ତେଣେ ସାଲେପାଲି ସରପଞ୍ଚ କିନ୍ତୁ ଏସବୁ ଘଟଣାକୁ ଅସ୍ୱୀକାର କରିବା ସହ ତାଙ୍କ ବିରୋଧରେ ଏହା ତାଙ୍କ ବିରୋଧୀଙ୍କ ଷଡ଼ଯନ୍ତ୍ର ବୋଲି କହିଛନ୍ତି। ତେବେ ପୋଲିସ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ଜାରି ରଖିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like