-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||     

HOME   ଜିଲ୍ଲା

ସୁନାମଧନ୍ୟ ଦାଶ୍ କାଠିଆ ଗୁରୁ ଇନ୍ଦ୍ରମଣି ଭୋଇ ଙ୍କ ପରଲୋକ।

10-Apr-2022



କର୍ଲାମୁଣ୍ଡା,(ପ୍ରଦିପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜପୁର ପଞ୍ଚାୟତର ସୁନାମଧନ୍ୟ ଦାଶ୍ କାଠିଆ ଗୁରୁ ଇନ୍ଦ୍ରମଣି ଭୋଇ( ୭୦) ଙ୍କ  ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି। ତାଙ୍କ ପରଲୋକ ଖବର ପାଇବା ପରେ କର୍ଲାମୁଣ୍ଡା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ।  ଦୀର୍ଘ ୫୦ ବର୍ଷ ଧରି ଲୋକ କଳା ସହିତ ପ୍ରତ୍ୟକ୍ଷ ଭାବେ ଜଡ଼ିତ ଥିଲେ।ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ଅନୁଷ୍ଠାନ ଦ୍ୱାରା ସେ ସଂମ୍ମାନୀତ ହୋଇ ଏ ଅଞ୍ଚଳକୁ ଗୌରବନିତ କରିଥିଲେ।ତାଙ୍କ ବିୟୋଗରେ ଗ୍ରାମର ବିଭିନ୍ନ ସଂଘ, ଅନୁଷ୍ଠାନ,  ପ୍ରେସ୍‌ କ୍ଲବ ଓ ବ୍ଲକ କଳା ଓ ସଂସ୍କୃତି ସଙ୍ଘତଥା ଜିଲ୍ଲା କଳା ଓ ସଂସ୍କୃତି  ,ରାଜନୈତିକ ବ୍ୟକ୍ତି ବିଶେଷ ଗଭୀର ଶୋକ ପ୍ରକାଶ କରିଛନ୍ତି।ତେବେ ଭୋଇଙ୍କ ପରିବାର ରେ ସ୍ତ୍ରୀ ଓ ବଢ଼ିଲା ଝିଅ ଅଛନ୍ତି, ପରିବାରରେ  ଆର୍ଥିକ ଅବସ୍ଥା ଭଲ ନ ଥିବାରୁ  ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026

You Might Also Like