-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||     

HOME   ଜିଲ୍ଲା

ଓଡିଶା ଗୁଡିଆ ସମାଜର ବରଗଡ ଜିଲ୍ଲା କମିଟୀ ଗଠିତ

10-Apr-2022



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ସ୍ଥିତ ଗଣେଶ ମନ୍ଦିର ପରିସର ମଧ୍ୟରେ ଆଜି ଶନିବାର ଦିନ ଓଡିଶା ଗୁଡିଆ ସମାଜର ବରଗଡ ଜିଲ୍ଲା କମିଟୀ ଗଠନ କରାଗଲା । ଓଡିଶା ଗୁଡିଆ ସମାଜର ମୁଖ୍ୟ ଉପଦେଷ୍ଟା ରାଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରୀ ସଭାପତି ବିଶ୍ୱନାଥ ସାହୁ ଏବଂ ଯୁବ ସଂଗଠନର ଉପସଭାପତି ଅର୍ଜୁନ ସାହୁ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ପ୍ରଥମେ ସମସ୍ତ ଅତିଥିବୃନ୍ଦ ଶ୍ରୀଗଣେଶ ଠାକୁର ଙ୍କ ଫଟୋ ଚିତ୍ରରେ ପୁ୍‌ଷ୍ପମାଲ୍ୟ ଅର୍ପଣ କରିବା ସହ ଦୀପ ପ୍ରଜ୍ୱଳନ କରିଥିଲେ । ପରେ ଉପସଭାପତି ଶ୍ରୀଯୁକ୍ତ ସାହୁ ଏହି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଉପଦେଷ୍ଟା ରାଜେନ୍ଦ୍ର ଆଜ୍ଞା ଜିଲ୍ଲା କମିଟୀ ଗଠନର ଆବଶ୍ୟକତା ଏବଂ କାର୍ଯ୍ୟକାରୀତା ବିଷୟରେ ଆଲୋକପାତ କରିଥିଲେ । ରାଜ୍ୟ କାର୍ଯ୍ୟକାରୀ ସଭାପତି ବିଶ୍ୱନାଥ ସାହୁ ଜିଲ୍ଲା କମିଟୀ ଗଠନ କରିବା ପାଇଁ ସମସ୍ତ ସଦସ୍ୟମାନଙ୍କୁ ପ୍ରସ୍ତାବ ଦେଇଥିଲେ ।

ପରେ  ସର୍ବ ସମ୍ମତି କ୍ରମେ ବରପାଲି ବ୍ଲକର ମନୋଜ ସାହୁ ବରଗଡ ଜିଲ୍ଲା ସଭାପତି ଭାବେ ପୁନଃ ମନୋନୀତ ହୋଇଥିଲେ । ଉପସଭାପତି ଭାବେ ସୁବ୍ରତ ସାହୁ(ବରଗଡ), ଭବାନୀ ଶଙ୍କର ସାହୁ(ଅମ୍ବାଭୋନା) ଏବଂ ପ୍ରଶାନ୍ତ କୁମାର ସାହୁ(ସୋହେଲା)ଙ୍କୁ ମନୋନୟନ କରାଯାଇଥିଲା । ସେହିପରି ଜିଲ୍ଲାର ସାଧାରଣ ସଂପାଦକ ଭାବେ ବିଜେପୁର ବ୍ଲକର ପହଣ୍ଡି ଗ୍ରାମର ଶିବିଲ ସାହୁଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଥିଲା । ସହ ସଂପାଦକ ଭାବେ ଅଶୋକ ସାହୁ(ଭଟଲି) ଏବଂ ବରଗଡର ସୁଶିଲ କୁମାର ସାହୁଙ୍କୁ ମନୋନୀତ କରାଯାଇଥିଲା । କୋଷାଧ୍ୟକ୍ଷ ଭାବେ ବରଗଡର ଅଶୋକ କୁମାର ସାହୁ ମନୋନୀତ ହୋଇଥିବା ସ୍ଥଳେ ଭେଡେନର ରାକେଶ କୁମାର ସାହୁ, ରେମଣ୍ଡାର ସୁବ୍ରତ କୁମାର ସରାଫ ଏବଂ ବରଗଡର ସେବାରାମ ସାହୁଙ୍କ ସଭ୍ୟଭାବେ ମନୋନୀତ କରାଯାଇଥିଲା । ଶେଷରେ ଓଡିଶା ଗୁଡିଆ ସମାଜର ପ୍ରଚାର ପ୍ରସାର ବିଭାଗର ସଦସ୍ୟ ରୀତୁରାଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026

You Might Also Like