-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ପମ୍ପ ହାଉସ ରୁ ତାର ଚୋରୀ , ପାନୀୟଜଳ ଯୋଗାଣ ଠପ ।

10-Apr-2022



ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଗ୍ରାମ୍ଯ ଜଳ ଯୋଗାଣ ପମ୍ପ ହାଉସ ର ତାଲା ଭାଙ୍ଗି କେହି ଅଜଣା ଦୁର୍ବୃତ ୦୮ ତାରିଖ ଶୁକ୍ରବାର ବିଳମ୍ବିତ ରାତିରେ ଷ୍ଟାର୍ଟର ଠାରୁ ଇଣ୍ଟେକୱେଳ ପର୍ଯ୍ୟନ୍ତ ଯାଇଥିବା ୩ ଫେଜ ତାର ଚୋରୀ କରି ନେଇ ଯିବାରୁ ଶନିବାର ସିନ୍ଧେକେଲାର ଜଳ ଯୋଗାଣ ଠପ ହୋଇଯାଇଛି। ଅଭିଯୋଗ ଅନୁଯାଇ ଷ୍ଟାର୍ଟର ରୁ ଇଣ୍ଟେକୱେଳ ପର୍ଯ୍ୟନ୍ତ ଯାଇଥିବା ୧୬ ଏମଏମ ର ପାଖାପାଖି ୨ ଶହ ମିଟର ତାର ଚୋରି ହୋଇଥିବା ବେଳେ ତାର ଆନୁମାନିକ ମୂଲ୍ଯ ଏକ ଲକ୍ଷ ଟଙ୍କା ଉପରେ ହେବ । ସିନ୍ଧେକେଲାର ଜୀବନ ବିନ୍ଦୁ କୁହା ଯାଉଥିବା ଏହି ପ୍ରକଳ୍ପ ଦ୍ବାରା ଦିଆ ଯାଉଥିବା ପାଇପ ପାଣୀ ଉପରେ ପଞ୍ଚାୟତ ମୁଖ୍ୟାଳୟର ଅଧାରୁ ଅଧିକ ଲୋକଙ୍କ ପାନୀୟଜଳ ଆବଶ୍ୟକତା ପୂରଣ ହୋଇଥାଏ। ବର୍ତ୍ତମାନ ସମୟରେ ଅତ୍ୟଧିକ ଗରମ ବଢି ଚାଳିଥିବାରୁ ଲୋକେ ପାନୀୟଜଳ ପାଇଁ ଏବେ ଚିନ୍ତାରେ। କାହିଁକିନା ସିନ୍ଧେକେଲା ପଞ୍ଚାୟତ ମୁଖ୍ୟାଳୟର ତିନୋଟି ଦିଗରେ ବଡବଡ ପାହାଡ ଦଣ୍ଡାୟମାନ ଥିବାବେଳେ ଦକ୍ଷିଣ ଦିଗରେ ବିସ୍ତିର୍ଣ୍ଣ ଉନ୍ଦେର ନଦୀର ଶୁଖିଲା ବାଳୁକା ରାଶି ଏହି ଛୋଟିଆ ସହର କୁ ଆହୁରୀ ଗରମ ଅନୁଭୂତ କରାଇବାରେ ସହାୟକ ହୋଇଥାଏ। ଏମିତିରେ ଘର ମାନଙ୍କରେ ଥିବା କୁଅ, ଡିପ ବୋରୱେଳ , ନଳକୂପ ପ୍ରାୟତଃ ଅଚଳ କହିଲେ ଭୁଲହେବ ନାହିଁ ବନ୍ଧ ପୋଖରୀରେ ଅବସ୍ଥା ନ କହିଲେ ଭଲ ଏମିତିରେ ତାର ଚୋରିକୁ ନେଇ ଜନ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁନେଇ ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରବାଲ ପମ୍ପ ହାଉସରେ ପ୍ରଶାସନ ତରଫରୁ ଏକ ରାତ୍ର ଜଗୁଆଳୀ ବ୍ୟବସ୍ଥା କରିବା ପାଇଁ ଆମ ଜରିଆରେ ଦାବି କରିଛନ୍ତି। ସରପଞ୍ଚଙ୍କ ପରାମର୍ଶ କ୍ରମେ ପମ୍ପ ଡ୍ରାଇଭର ରମେଶ ପଧାନ ସିନ୍ଧେକେଲା ଥାନାରେ ଅଭିଯୋଗ କଲାପରେ ସିନ୍ଧେକେଲା ପୋଲିସ ଅଧିକ ତଦନ୍ତ ଜାରୀ ରଖିଥିବା ଏଏସଆଇ ଆଦିତ୍ଯ ସାହୁ କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026

You Might Also Like