-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ପକ୍ଷରୁ ଜଳ ଛତ୍ର ର ଶୁଭ ଉଦଘାଟନ

10-Apr-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଆୟୋଜିତ   ଜଳ ଛତ୍ର ସେବା କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର ସଦର ଥାନା ଅଧିକାରୀ ଶ୍ରୀ ନିରଞ୍ଜନ ଦାଶ ଓ ପ୍ରାକ୍ତନ ନଗରପାଳ ଶ୍ରୀ ପ୍ରକାଶ ସାହୁ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦଘାଟନ କରି ସଂଗଠନ ର ଏଇ ମହତ କାର୍ଯ୍ୟ କୁ ପ୍ରଶଂସା କରିଥିଲେ l ଆସନ୍ତl କାଲି ଠାରୁ  ଲୋକଙ୍କୁ ପାଣି ବାଣ୍ଟିବା ପାଇଁ ସୋନପୁର ଥାନା ପକ୍ଷରୁ ଦୁଇ ଜଣ କର୍ମଚାରୀ ଙ୍କୁ ସ୍ୱତନ୍ତ୍ର ନିଯୁକ୍ତି ଦିଆଯିବା ସହିତ ପୋଲିସ ପକ୍ଷରୁ  ଏଇ ଶିବିର କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ଥାନା ଅଧିକାରୀ ଶ୍ରୀ ଦାଶ ପ୍ରକାଶ କରିଥିବା ବେଳେ  ଖୁବ ଶୀଘ୍ର ପୌର ପରିଷଦ ପକ୍ଷରୁ ମଧ୍ୟ ସହର ର ସବୁ ୱାର୍ଡ ର ମୁଖ୍ୟ ଛକ ମାନଙ୍କ ରେ ଜଳ ଛତ୍ର ଶିବିର ମାନ ଆରମ୍ଭ କରାଯାଇ ଥଣ୍ଡା ପାନୀୟ ର ମଧ୍ୟ ସୁ -ବ୍ୟବସ୍ଥା କରାଯିବ ବୋଲି ପ୍ରାକ୍ତନ ପୌରାଧ୍ୟକ୍ଷ ଶ୍ରୀ ସାହୁ ମତ କହିଥିଲେ l ଏବଂ ସ୍ୱଚ୍ଛ ଭାରତ ର ଏଇ ମହତ ଅଭିଯାନ କୁ ପୌର ପରିଷଦ ପକ୍ଷରୁ ଆବଶ୍ୟକୀୟ ସହାୟତା ପ୍ରଦାନ କରାଯିବ ବୋଲି କହିଥିଲେ l ସଂଗଠନ ର ସଭାପତି ଲଷ୍ମୀ ନାରାୟଣ ମେହେର ଙ୍କ ସଭାପତିତ୍ୱ ଓ  ସମ୍ପାଦକ ମନୋରଞ୍ଜନ ତ୍ରିପାଠୀ ଙ୍କ

ସଂଯୋଜନା ରେ ଅନୁଷ୍ଠିତ ଏହି ସଭାରେ ମନୋଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ଏହି ମହତ କାର୍ଯ୍ୟକ୍ରମ ରେ ବରିଷ୍ଠ ସଭ୍ୟ ବିନୋଦ ମେହେର, ବୃନ୍ଦାବନ ରଥ, ପଦ୍ମାବତୀ ମେହେର, ଇନ୍ଦୁମତୀ ପୁରୋହିତ, ଜୟନ୍ତୀ ରଥ, ପ୍ରମୋଦ ସାହୁ, ଲଡ଼ୁ କିଶୋର ମଲ୍ଲିକ, ଚୌଧୀରି ବିଭାର, ନାରାୟଣ ରଥ,  ରାଜେଶ ଦଳେଇ, ପ୍ରମୁଖ ସହଯୋଗ କରି ଲୋକଙ୍କୁ ପାଣି ବାଣ୍ଟିଥିଲେ l ଅତିଥି ଶ୍ରୀ ଦାଶ ଓ ଶ୍ରୀ ସାହୁ ଙ୍କୁ ଫୁଲ ତୋଡ଼ା ଓ ଉପଢୌକନ ପ୍ରଦାନପୂର୍ବକ ସଂଗଠନ ପକ୍ଷରୁ ଶ୍ରୀମତୀ ପଦ୍ମାବତୀ ମେହେର ଓ ଇନ୍ଦୁ ମତି ପୁରୋହିତ ଙ୍କ ଦ୍ୱାରା ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026

You Might Also Like