-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||     

HOME   ଜିଲ୍ଲା

ସୋନପୁର ଜିଲ୍ଲା ଅଭିମୁଖେ ଯାତ୍ରା ସମୟ ରେ ....

10-Apr-2022



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ମୋ ଜନ୍ମ ସ୍ଥାନ ସୋନପୁର ଗଲାବେଳେ ଯାହା ଦେଖିଲି ତାହା ଲେଖୁଛି । ସୋନପୁର ଜିଲ୍ଲା ଇତିହାସ ପୃଷ୍ଠା ର ଜନକ କହିଲେ ଅତ୍ୟୁକ୍ତି ହେବ ନାହିଁ  ସ୍ୱର୍ଗତ ପୂର୍ବତନ ବିଧାୟକ ଶ୍ରୀମାନ କୁନ୍ଦୁରୁ କୁଶଲ ଙ୍କୁ ।ସେ ତାଙ୍କ ଜୀବନ କୁ ଜଳାଞ୍ଜଳୀ ଦେଇ ସୋନପୁର ଇତିହାସ କୁ ଓଡ଼ିଶା ପ୍ରଦେଶ ମାନଚିତ୍ର ରୁ ବଦଳାଇ ଦେଇ ତାଙ୍କ ବିଧାୟକ ଜୀବନ ଭିତରେ ପ୍ରଥମେ ସୋନପୁର ଜିଲ୍ଲା ମାନ୍ୟତା, ସୋନପୁର ମହାନଦୀ ରେ ସ୍ଥାୟୀ ଭାବେ ପୋଲ ଟିଏ ନିର୍ମାଣ,ତେଲ ନଦୀ ରୁ ମହାନଦୀ କୂଳକୂଳେ ଲିଙ୍କ ରୋଡ ନିର୍ମାଣ ର ଏକ ଜ୍ୱଳନ୍ତ ଉଦାହରଣ ।ହେଲେ ତାଙ୍କ ପରେ ବିଧାୟକ ତଥା ମନ୍ତ୍ରୀ ଭାବେ ଏବଂ ବର୍ତ୍ତମାନର ଅର୍ଥମନ୍ତ୍ରୀ ଭାବେ ବିବେଚିତ ଶ୍ରୀମାନ ନିରଞ୍ଜନ ପୂଜାରୀ ଙ୍କ ସମୟ ର ଦୃଶ୍ୟ ଦେଖିଲେ ଆଖି ରୁ ଅଶୃଧାର ଝରିପଡେ । ସ୍ୱର୍ଗତ କୁଶଲ ଯାହା ଚାହିଁଥିଲେ ତାହା ଆଶାଓ ଆକାଂକ୍ଷା ସବୁ ଏକାବେଳକେ ଚୁରମାର ହୋଇ ସାରିଛି । ତାଙ୍କ ଅଭିଲାଷ ଓ ଆକାଂକ୍ଷା କୁ ପୂରଣ କରିବା ପାଇଁ ତାଙ୍କ ବଂଶଜ ତଥା ତାଙ୍କ ଜାତି ଭାଇ ଙ୍କ ହାତରେ ବିଜୁ ଜନତା ଦଳ ର ସାଂଗଠନିକ ଦାୟିତ୍ଵ ନ ଦେଇ ଦଳର ପୁରୁଖାନେତା,ଯେ କି ସୋନପୁର ଜିଲ୍ଲା ର ଦାୟିତ୍ଵ ବୁଝାବୁଝି କରୁଛନ୍ତି ଶ୍ରୀମାନ ନିରଞ୍ଜନ ପୂଜାରୀ ଯେକି ବର୍ତ୍ତମାନ ଓଡ଼ିଶା ସରକାର ଙ୍କ ଅର୍ଥମନ୍ତ୍ରୀ ତାଙ୍କ ହାତରେ ନ୍ୟସ୍ତ କରି ସେ ଇତଧାମ ତ୍ୟାଗ ପରେ ଏଠାରେ ସାଂଗଠନିକ ସ୍ତରରେ ଦୁର୍ବଳତା ପରି ମନେ ହୁଏ  । ହେଲେ ସୋନପୁର ମ୍ୟୁନିସିପାଲିଟି ସହର କୁ ବଲାଙ୍ଗୀର ପଟରୁ ଗଲାବେଳେ କୁଞ୍ଜଛକ ପର୍ଯ୍ୟନ୍ତ ର ରାସ୍ତା ର ଦୃଶ୍ୟ ଦେଖିଲେ ସତରେ ତାହା ଗ୍ରୀନିଜ ବୁକ୍ ରେ ସ୍ଥାନିତ ହୋଇଯିବ ସବୁଦିନ ପାଇଁ । ସୋନପୁର ଜିଲ୍ଲାପାଳ ଏଦିଗରେ ଦୃଷ୍ଟି ଦେବେ କି ?


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026

You Might Also Like