-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ସଇଁତଳା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ୧୮ ଦଫା ଦାବି ନେଇ ବିକ୍ଷୋଭ

18-Nov-2020



ସଇଁତଳା, (ପ୍ରେରଣା ଖବର) - ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ୧୮ ଦଫା ଦାବି ନେଇ ବିକ୍ଷୋଭ କରାଯାଇଥିଲା ।ଆଦିବାସୀମାନଙ୍କ ନାରେ  ଷଡ଼ଯନ୍ତ୍ର, ବିକାଶ ନାରେ ଆଦିବାସି ମାନଙ୍କୁ ବିସ୍ଥାପନ, ସମ୍ପତ୍ତିକୁ ସମାପ୍ତ ଚକ୍ରାନ୍ତ, ନକଲି ଓ ମିଥ୍ଯା ମାମଲା,ଲକଡାଉନ ସମୟରେ ଲୋକଙ୍କ ମୌଳିକ ଆଧିକା ଉଲଂଘନ, ଭୂ ମାଫିଆଙ୍କ ଅତ୍ୟାଚାର, ଧାର୍ମିକ ସ୍ୱାଧିନତାରୁ ବଞ୍ଚିତ, ନକ୍ସାଲାଇଟ ଭାବେ ଦେଖିବା, ଆଦିବାସୀଙ୍କ ବିଛ୍ଛନ୍ନ କରଣ,ମହାପୁରୁଷଙ୍କୁ ବିକ୍ରୃତ କରିବାର ଷଡ଼ଯନ୍ତ୍ର ରୁ ମୁକ୍ତି ପାଇଁ ଆଜି ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ    କରିଥିଲେ । ଯଦି ଆଦିବାସୀମାନଙ୍କୁ ଅଧିକାରୁ ବଞ୍ଚିତ କରାଯାଏ ତାହାହେଲେ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଥିଲେ। ଏ ନେଇ ତହସିଲଦାରଙ୍କ ଜରିଆରେ ଦେଶର ରାଷ୍ଟ୍ରପତିଙ୍କ ନିକଟକୁ ଏକ ସ୍କାରକ ପତ୍ର ପ୍ରଦାନ କରାଯାଇଛି । ଏହି ଆନ୍ଦୋଳନ ଗ୍ରାମ,ବ୍ଲକ, ତହସିଲ ସମେତ ବିଭିନ୍ନ ଉପଖଣ୍ଡ ସ୍ତରୀୟରେ ମଧ୍ୟ କରାଯିବ ବୋଲି ଚେତାଵନୀ ଦେଇଛି ଆଦିବାସୀ ଏକତା ପରିଷଦ ।ଖୁସିରାମ ଜାନୀ--ଜିଲ୍ଲା ସଭାପତି ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ସୁଶାନ୍ତ ଭୋଈ--ଜିଲ୍ଲା ସଭାପତି ରାଷ୍ଟ୍ରୀୟ ଆଦିବାସୀ ଛାତ୍ରସଙ୍ଘ ରାଜେନ୍ଦ୍ର ଭୋଇ,ବସୁଦେବ ପ୍ରଧାନୀ,ଦାମୋଦର ମାଝୀ,ବେଣୁଧର  ଭୋଇ,ନିମାଈ ଚରଣ ଭୋଇ ଏଡଭୋକେଟ ଜଗେଶ୍ୱର ଜାନୀ, ଏଡଭୋକେଟ ଗୋକୁଳ ଗଣ୍ଡା,ଲକ୍ଷ୍ମୀ କାନ୍ତ ଭୋଇ ଙ୍କ ସମେତ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like