-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ଶିଶୁ ମନ୍ଦିର ଲଖମରା ଆନୁକୁଲ୍ୟରେ ସାପଲହର ଠାରେ ଶ୍ରୀ ରାମନବମୀ ଉତ୍ସବ ପାଳିତ

11-Apr-2022



ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପାଇକମାଲ ବ୍ଳକ ଅଧିନସ୍ଥ ଲଖମରା ଗ୍ରାମଠାରେ ଥିବା ଶିଶୁ ମନ୍ଦିର ଆନୁକୁଲ୍ୟରେ ନିକଟସ୍ଥ ବାଦିକଟା ଗ୍ରାମପଞ୍ଚାୟତ ର ସବୁଠାରୁ ଜନବହୁଳ ଗ୍ରାମ ସାପଲହର ଠାରେ ଶ୍ରୀରାମ ନବମୀ ଉତ୍ସବ ଶିଶୁ ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ଶ୍ରୀମାନ ଜନାର୍ଦ୍ଦନ ସାହା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ତଥା ଶିଶୁ ମନ୍ଦିର ର ସମସ୍ତ ଗୁରୁଜୀ ଗୁରୁମା ଏବଂ ସ୍କୁଲ ରେ ଅଧ୍ୟୟନ ରତ ଭାଇଭଉଣୀ ମାନଙ୍କୁ ନେଇ ଶ୍ରୀରାମ ନବମୀ ଖୁବ ସୁନ୍ଦର ଭାବେ ପାଳିତ ହୋଇଯାଇଛି ।ଏକ ଶୋଭାଯାତ୍ରାରେ ବାଦିକଟା ଗ୍ରାମପଞ୍ଚାୟତ ର ସରପଞ୍ଚ ଶ୍ରୀମତୀ ସବିତା ସାହୁ ଏବଂ ସମିତି ସଭ୍ୟ ଶ୍ରୀମାନ ଦୁଷ୍ମନ୍ତ ପ୍ରଧାନ ଦୀପ ପ୍ରଜ୍ବଳନ କରି ଶ୍ରୀରାମ ନବମୀ ଉତ୍ସବ କୁ ଆଗେଇ ନେଇଥିଲେ । ଶ୍ରୀରାମ, ମାଁ ସୀତା ଭ୍ରାତା ଲକ୍ଷ୍ମଣ ଙ୍କ ସମେତ ଶ୍ରୀରାମ ଙ୍କ ଭକ୍ତ ଶ୍ରୀ ହନୁମାନ ଏବଂ ଅନ୍ୟାନ୍ୟ ଭୂମିକାରେ କୁନିକୁନି ଛାତ୍ର ଛାତ୍ରୀ ମାନେ ସୁସଜ୍ଜିତ ହୋଇ ନଗର ପରିକ୍ରମା କରିଥିଲେ । ଶୋଭାଯାତ୍ରା ସମୟରେ ଗ୍ରାମର ସମସ୍ତ ପରିବାର ଜଳପୂର୍ଣ୍ଣ କଳସ, ଧୂପ ଦୀପ ଦେଇ ସ୍ୱାଗତ କରିବା ଦେଖିବାକୁ ମିଳିଥିଲା ।ଏ ଅବସରରେ ପଦ୍ମପର ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ଶ୍ରୀମାନ ପ୍ରଦୀପ ପୁରୋହିତ ଯୋଗଦାନ ପୂର୍ବକ ଆୟୋଜକ ତଥା କୁନିକୁନି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ସଫଳତା ଶିର୍ ରେ ଏହି ଉତ୍ସବ କୁ ଆଗେଇ ନେବାପାଇଁ ଗ୍ରାମର ଯୁବଗୋଷ୍ଠୀ ର ସଦସ୍ୟ ସର୍ବଶ୍ରୀ:-ହାରାଧନ ପ୍ରଧାନ, ହରେକୃଷ୍ଣ ସାହୁ,ସୁବଳ ସାହୁ, ଆଶିଷ ସାହୁ,ଋକ୍ମଣ ସରାଫ, କିଶୋର ପ୍ରଧାନ, ଜୟପ୍ରକାଶ ବଢ଼େଇ,ରଘୁମଣୀ ପ୍ରଧାନ, ନବୀନ ପ୍ରଧାନ,ବିଦୁର ପ୍ରଧାନ ଙ୍କ ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like