-+91-9937148622 |

prerana_bgr@rediffmail.com |

  Tuesday 25th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||     

HOME   ଜିଲ୍ଲା

ସୋନପୁର ପ୍ରିମିୟର ଲିଗ ୨୦୨୨: ମଣ୍ଟୁ ୱାରିୟର୍ସ ଚାମ୍ପିଅନ

11-Apr-2022



 ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ,, ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘ ଆନୁକୂଲ୍ୟରେ ଚାଲିଥିବା ସ୍ଥାନୀୟ ଗାନ୍ଧୀ ପଡିଆରେ ସୋନପୁର ପ୍ରିମିୟର ଲିଗ ୨୦୨୨ ଗତକାଲି ଉଦଯାପିତ ହୋଇଯାଇଛି l ଗତକାଲି ଅନୁଷ୍ଠିତ ଫାଇନାଲ ମ୍ୟାଚ ରେ ମଣ୍ଟୁ ୱାରିୟର୍ସ ବଗଳା ୱାରିୟର୍ସ ଦଳକୁ ପରାସ୍ତ କରି ଚାମ୍ପିଅନ ହୋଇଛି l ମଣ୍ଟୁ ୱାରିୟର୍ସ ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭର ରେ ୧୯୯ ରନ ସଂଗ୍ରହ କରିଥିଲେ l ଦଳ ପକ୍ଷରୁ ଅଭିନାଶ ନାୟକ ୬୬ରନ, ଆଶିଷ ମଲ୍ଲିକ ୬୨ ରନ, ଉମାଶଙ୍କର ହୋତା ୩୪ ରନ ଓ ସୌରଭ ତାରିଆ ୧୮ ରନ ସ୍କୋର କରିଥିଲେ l ବଗଳା ୱାରିୟର୍ସ ଦଳ ପକ୍ଷରୁ ଗୌରବ ରାଉତ ୨ ଟି, ବି. ପୁରୁଷୋତ୍ତମ ପାତ୍ର, ରାକେଶ ସାହୁ ଓ ପ୍ରତାପ ସାହୁ ପ୍ରତ୍ୟେକ ୧ ଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ l ଜବାବରେ ବଗଳା ୱାରିୟର୍ସ ଦଳ ସମସ୍ତ ଉଇକେଟ ହରାଇ ମାତ୍ର ୧୪୫ ରନ ସଂଗ୍ରହ କରିବାକୁ ସମର୍ଥ ହୋଇଥିଲେ l ଦଳ ପକ୍ଷରୁ ପ୍ରଶାନ୍ତ ବିଶି ୭୧ ରନ, ଜ୍ୟୋତିରଞ୍ଜନ ପାତ୍ର ୨୮ ରନ ସ୍କୋର କରିଥିଲେ l ମଣ୍ଟୁ ୱାରିୟର୍ସ ଦଳ ପକ୍ଷରୁ ବାଦଲ ସରଦେଶୀ ନିସାଦ ୩ ଟି, ଉମାଶଙ୍କର ହୋତା ୩ ଟି ଏବଂ ମନୋଜ ଓ ସୌରଭ ତରିଆ ଦୁଇଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ l ମଣ୍ଟୁ ୱାରିୟର୍ସ ଦଳ ର ଅଭିଳାଷ ନାୟକ ଟୁର୍ଣ୍ଣାମେଣ୍ଟ ର ଶ୍ରେଷ୍ଠ ଖେଳାଳୀ, ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଓ ଶ୍ରେଷ୍ଠ କ୍ୟାଚ ଧରିଥିବା ଖେଳାଳୀ ଭାବରେ ପୁରସ୍କୃତ ହୋଇଥିଲେ l ଉମାଶଙ୍କର ହୋତା ଙ୍କୁ ମ୍ୟାନ ଅଫ ଦି ଫାଇନାଲ ଓ ଶ୍ରେଷ୍ଠ ବୋଲର ପୁରସ୍କାର ପ୍ରଦାନ କରାଯାଇଥିଲା l ସୋନପୁର ତହସିଲଦାର ନବୀନ କିଶୋର ପାଢ଼ୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଚାମ୍ପିଅନ ଦଳକୁ ପୁରସ୍କାର ସହ ଟ୍ରଫି ପ୍ରଦାନ କରିଥିଲେ l ସମ୍ମାନୀତ ଅତିଥି ଭାବରେ ସାମାଜିକ କର୍ମୀ ଡକ୍ଟର ଆଭାଷ ବାବୁ ଓ ସମାଜସେଵୀ ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ l ସୋନପୁର ପ୍ରିମିୟର ଲିଗ କ୍ରିକେଟ ର ଅଧ୍ୟକ୍ଷ ବି. ସତ୍ୟନାରାୟଣ ରାଓ ବିବରଣୀ ପ୍ରଦାନ କରିଥିଲେ l ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘ ସଭାପତି ରାମଶଙ୍କର ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ l ଲିଗ୍ ର ସଭାପତି ବି. ସୁଦର୍ଶନ ପାତ୍ର, ସମ୍ପାଦକ ରଞ୍ଜନ ରାୟ, ଜିଲ୍ଲା କ୍ରିକେଟ ସଂଘ ସମ୍ପାଦକ ପ୍ରଦୀପ ସେଠି ଉଦଯାପନୀ ସମାରୋହ ରେ ଉପସ୍ଥିତ ଥିଲେ l ଶ୍ୟାମସୁନ୍ଦର ପଣ୍ଡା ଓ ଶ୍ରୀବନ୍ତ କୁମାର ନାୟକ ମ୍ୟାଚ ପରିଚାଳନା କରିଥିଲେ l ଦୀନେଶ ଘିବେଲା ଓ ବିଶ୍ୱନାଥ ନାୟକ ସ୍କୋରର ଦାୟିତ୍ୱ ତୁଲାଇଥିଲେ l ଅଚ୍ୟୁତ ମିଶ୍ର, ବି. ଏସ. ରାଓ ଓ ସରୋଜ ନନ୍ଦ ଧାରା ବିବରଣୀ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026

You Might Also Like