-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||     

HOME   ଜିଲ୍ଲା

ସୁନାମୁଦି ବାପୁଜୀ ହାଇସ୍କୁଲ ରେ ଅଭାବନୀୟ କାଣ୍ଡ : ପ୍ରାର୍ଥନା ସମୟରେ ବିଳମ୍ବ ଯୋଗୁଁ ଛାତ୍ରୀଙ୍କୁ ଦଣ୍ଡ: ସହେ ଥର ଉଠବସ ବେଳେ ବେହୋସ୍ ହେଲେ ଛାତ୍ରୀ

11-Apr-2022



ବଲାଙ୍ଗୀର/ଖପ୍ରାଖୋଲ :(ବସନ୍ତ ମେହେର ): ପାଟଣାଗଡ ବ୍ଲକ ଅନ୍ତର୍ଗତ ସୁନାମୁଦି ସ୍ଥିତ ବାପୁଜୀ ହାଇସ୍କୁଲରେ ଆଜି ପ୍ରାର୍ଥନା ସମୟରେ ଏକ ଅଘଟଣ ଘଟିଥିବା ଦେଖିବାକୁ ମିଳିଛି । ଛାତ୍ରୀମାନଙ୍କ କହିବା ଅନୁସାରେ, ଆଜି ସକାଳ ୭ଟା ସମୟରେ ସୁନାମୁଦି ସ୍ଥିତି ବାପୁଜୀ ହାଇସ୍କୁଲରେ ପ୍ରତିଦିନ ଭଳି ପ୍ରାର୍ଥନା ହେଉଥିଲା । କିନ୍ତୁ କିଛି ଛାତ୍ରୀ ପ୍ରାର୍ଥନା ସମୟରେ ବିଳମ୍ବ କରିଥିବାରୁ ଭୂଗୋଲ ଶିକ୍ଷକ ବିକାଶ ଧରୁଆ ଛାତ୍ରୀ ମାନଙ୍କୁ ରାଗି ଯାଇ 

ଏକଶହ ଥର କାନ ଧରି ଉଠବସ ହେବା ପାଇଁ କହିଥିଲେ । ପ୍ରାର୍ଥନା ସମୟରେ ୬୦ ଜଣ ଛାତ୍ରୀ ଉପସ୍ଥିତ ଥିବା ବେଳେ ୭ ଜଣ ଛାତ୍ରୀ ବେହୋସ ହୋଇ ତଳେ ପଡିଯାଇଥିଲେ । ସେମାନେ ବିଶେଶ୍ଵରୀ ମେହେର, ରାଖୀ କୁଅଁର, ପ୍ରିୟଙ୍କା ହନୁମାନ, ଗିତାଞ୍ଜଳି କାଲସାଏ, ଶ୍ରୀୟା ରଣା, ଶ୍ରୃତି ସାହୁ, ସୁନାଞ୍ଜଳି ଦାସ ବୋଲି ଜଣାପଡିଛି । ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ପାଟଣାଗଡ଼ ଡାକ୍ତରଖାନା ଅଣାଯାଇ ଚିକିତ୍ସିତ କରାଯାଇଥିବା ବେଳେ ୬ ଜଣଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ ଥିବା ବେଳେ ଜଣେ ଛାତ୍ରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାର ସିଡିଏମ୍‌ଓ ପିତବାସ ସା ସୂଚନା ଦେଇଛନ୍ତି । ବଲାଙ୍ଗିରକୁ ମିଟିଂ ପାଇଁ ଯାଇଥିବାରୁ ପ୍ରଧାନ ଶିକ୍ଷକ ହାଇସ୍କୁଲରେ ଅନୁପସ୍ଥିତ ଥିବା ଜଣାପଡିଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026

You Might Also Like