-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||     

HOME   ଜିଲ୍ଲା

ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିର ତରଫରୁ "ନାରୀ ପ୍ରତିଭା ସମ୍ମାନ -୨୦୨୨" ସମ୍ପନ୍ନ

11-Apr-2022



ବଲାଙ୍ଗିର (ପ୍ରେରଣା ଖବର) ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିର ତରଫରୁ "ନାରୀ ପ୍ରତିଭା ସମ୍ମାନ -୨୦୨୨" ସ୍ଥାନୀୟ ସରୋଜିନୀ ରେସିଡେନ୍ସିରେ ଅନୁଷ୍ଠିତ ହୋଇଛି l ଏହି ସମାରୋହରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି, ମୁଖ୍ୟ ବକ୍ତା ଭାବରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ଗାଳ୍ପିକା ଗାୟତ୍ରୀ ସରାଫ, ସମ୍ମାନିତ ଅତିଥି ଭାବରେ "ପହରା"ରା ମୁଖ୍ୟ ସମ୍ପାଦିକା ପଲ୍ଲବୀ ହୋତା, ତେଜସ୍ୱିନୀର ପ୍ରତିଷ୍ଠାତା ତଥା ସମ୍ପାଦିକା ଲିଲି ପଟେଲ ପ୍ରମୁଖ ମଞ୍ଚାସିନ ଥିଲେ l ଅନୁଷ୍ଠାନ ର ସଭାପତି ରାମଚନ୍ଦ୍ର ପଟେଲ ସ୍ୱାଗତ ଭାଷଣ ଦେଇଥିଲେ l ଏହି ସମାରୋହରେ ସାହିତ୍ୟ, କଳା ଓ ସମାଜସେବା ପାଇଁ ବିଭିନ୍ନ ପ୍ରତିଭାଙ୍କୁ ସମ୍ଭର୍ଦ୍ଧିତ କରାଯାଇଥିଲା l ଡ. ଜ୍ୟୋତିର୍ମୟୀ ସାହୁ, ସୁଜାତା ନାଏକ, ସାବିତ୍ରୀ ସାହୁ, ଜ୍ୟୋତ୍ସ୍ନା ଦାସ, ଜ୍ୟୋତିରାଣୀ ମିଶ୍ର, କବିତା ମିଶ୍ର, ଜ୍ୟୋତ୍ସ୍ନା ରାଣୀ ଭୋଇ, ସଂଯୁକ୍ତା ପରିଛା ଙ୍କୁ ସମ୍ଭର୍ଦ୍ଧିତ କରାଯାଇଥିଲା l ଆଶ୍ମି ମିଶ୍ର, ସାଞ୍ଚି ସିଂ ଙ୍କୁ ଶିଶୁ ପ୍ରତିଭା ସମ୍ମାନ ଓ ସୁହିତା ସଲୋନି ପଟେଲ ଙ୍କୁ ବହୁମୁଖୀ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଥିଲା l ସମାଜସେବା ପାଇଁ ନାରୀଶକ୍ତି ଫାଉଣ୍ଡେସନ, ମାହେଶ୍ୱରୀ ମହିଳା ଶାଖା ଓ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ସଂଗଠନ ଙ୍କୁ ସମ୍ଭର୍ଦ୍ଧିତ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ସୁଶାନ୍ତ ପଟେଲ, ଜଗବନ୍ଧୁ ପଟେଲ, ରାଜକିଶୋର ନାଏକ, ସୋମନାଥ ମିଶ୍ର,ମିତା ରାଉତ, ନୂତନ ନାୟକ, ଲିଲା ରାଉତ,ସ୍ଵାଗତିକା ପଟେଲ,ରଶ୍ମିତା ସାଏ, ରଞ୍ଜିତା ପାଣିଗ୍ରାହୀ, ରଶ୍ମିରେଖା ଦାନୀବିଜୁଲତା ପଟେଲ, ସୁଦେଷ୍ଣା ରାଉତ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସାହାଯ୍ୟ କରିଥିଲେ l ସଭା ଶେଷରେ ଅନୁଷ୍ଠାନର ଉପଦେଷ୍ଟା ହେମନ୍ତ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026

You Might Also Like