-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||     

HOME   ଜିଲ୍ଲା

ୟୁଟୁବ ରେ ମୁକ୍ତିଲାଭ ଓଡ଼ିଆ ଫିଲ୍ମ  "ଆତ୍ମନ"

12-Apr-2022



ବଲାଙ୍ଗିର(ପ୍ରେରଣା ଖବର) : ସ୍କୁଲରେ ପାଠ ପଢ଼ୁଥିବା ଗୋଟିଏ ପିଲା ଅତ୍ମନ l ଯାହାକୁ କିଡନାଫ କରିନିଆଯାଏ ବଳି ଦେବା ପାଇଁ l ଏପଟେ ଅତ୍ମନର ବାପା ଅବିନାଶ ବାବୁ ପୋଲିସ ପ୍ରଶାସନର ଦ୍ୱାରସ୍ଥ ହୁଅନ୍ତି ନିଜ ପୁଅକୁ ଫେରାଇ ଆଣିବା ପାଇଁ l କିନ୍ତୁ ବିଫଳ ପୋଲିସ ଠାରୁ କୌଣସି ସାହାଯ୍ୟ ନ ପାଇ ହତାଶ ହୋଇ ଅତ୍ମନ ପଢ଼ୁଥିବା ସ୍କୁଲର ଚେୟାରମ୍ୟାନର ସହଯୋଗ ଆଶା କରନ୍ତି l ଏପଟେ ଅତ୍ମନ ନିଜର ଉପସ୍ଥିତ ବୁଦ୍ଧି ଖଟାଇ ତାନ୍ତ୍ରିକ ଠାରୁ ଖସି ପଳାଇ ଆସୁଥିବା ବେଳେ ସ୍କୁଲ ଚେୟାରମ୍ୟାନ ବାସ୍ତବ ରାୟ ମରଣ ମୁହଁରୁ ଉଦ୍ଧାର କରି ଆଣନ୍ତି ଅତ୍ମନକୁ l
ତେବେ ସ୍ନେହା ଆର୍ଟ କ୍ରିଏସନରେ ମୁକ୍ତିଲାଭ କରିଥିବା କ୍ଷୁଦ୍ର ଚଳଚ୍ଚିତ୍ର ଦର୍ଶକଙ୍କୁ ନିଶ୍ଚିତ ଭାବରେ ଭଲ ଲାଗିବ l ଏହି ଫିଲ୍ମ ମାଧ୍ୟମରେ ଯେଉଁ ଶିଶୁ ବଳି ଭଳିଆ ଅନ୍ଧବିଶ୍ୱାସ ରହିଛି ସେ ବିଷୟରେ ଦର୍ଶାଯାଇଛି l ଫିଲ୍ମ ମାଧ୍ୟମରେ ସମାଜକୁ ଗୋଟିଏ ସୁନ୍ଦର ମେସେଜ ଦିଆଯାଇଛି l ବର୍ତମାନ ମଧ୍ୟ ବଳି ପ୍ରଥା ପରି ଅନ୍ଧବିଶ୍ୱାସ ଶିଶୁବଳି ପରି ଅପରାଧ ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳୁଛି l ସେହିପରି ଅନ୍ଧବିଶ୍ୱାସଠୁ ଦୁରେଇ ରହିବାକୁ ଫିଲ୍ମ ମାଧ୍ୟମରେ ମେସେଜ ଦିଆଯାଇଛି lଏହି ଫିଲ୍ମ ର ପ୍ରଯୋଜକ ଗୋବର୍ଦ୍ଧନ ଭୋଇ ନିର୍ଦେଶକ ହିମାଂଶୁ ଖମାରି ଅଭିନୟ ଅଶୋକ ମିଶ୍ର କପିଳେଶ୍ଵରର ଖମାରି, ବାବୁ ପୂଜାରୀ କ୍ଷମାନିଧି ମିଶ୍ର ଶତାବ୍ଦୀ ମହାପାତ୍ର   ଓ କୁନି କଳାକାର ଆତ୍ମନ  ଅଭିନୟ କରିଛନ୍ତି ପ୍ରଚାର ପ୍ରସାର ଦାୟିତ୍ୱ ରେ ଅଛନ୍ତି ଯୁବ ସାମ୍ବାଦିକ ରାଧାକ୍ରିଷ୍ଣ ମିଶ୍ର l
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026

You Might Also Like