-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||     

HOME   ଜିଲ୍ଲା

ବିପର୍ଯୟ ପ୍ରଶମନ ତାଲିମ ଶିବିର ଅନୁଷ୍ଠିତ

12-Apr-2022



ବୌଦ୍ଧ (ପ୍ରେରଣା ଖବର) : ଆଜି ସକଲେ ହରଭଙ୍ଗା  ବ୍ଲକ  ଅଧିନସ୍ଥ  ସରସରା  ଗ୍ରାମ ପୋଖରୀରେ ରାଷ୍ଟ୍ରୀୟ ବିପର୍ଯୟ ପ୍ରଶମନ ଦଳ, ମୁଣ୍ଡଳୀ, କଟକ ଓଡ୍ରାଫ ଟିମ, ବୌଦ୍ଧ, ଅଗ୍ନିଶମ ସେବା ସଂସ୍ଥା, ବୌଦ୍ଧ ଙ୍କ ଏକ ମିଳିତ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ  ବାବା  ବୈଦ୍ୟନାଥ ନୋଡାଲ ଉଚ୍ଚ  ବିଦ୍ୟାଳୟ ର ଛାତ୍ରଛାତ୍ରୀ, ମଡେଲ ଡିଗ୍ରୀ ମହାବିଦ୍ୟାଳୟ, ବୌଦ୍ଧ ର ଛାତ୍ରଛାତ୍ରୀ, ସରସରା ର ଜନ ସାଧାରଣ ବହୁ ସଂଖ୍ୟା ରେ ଯୋଗ ଦେଇଥିଲେ l ଏନ. ଆର. ଡି. ଏଫ. ର ଇନ୍ସପେକ୍ଟର ବିଶ୍ୱନାଥ ଚୌଧୁରୀ, ସବ -ଇନ୍ସପେକ୍ଟର ପ୍ରସାଦ ଙ୍କ ସହ ଅନ୍ୟ ସୁରକ୍ଷା ଦଳ ଏହି କାର୍ଯ୍ୟକ୍ରମ ରେ ସାଧନ କର୍ମୀ ଭାବେ ବିଭିନ୍ନ ଜୀବନ ରକ୍ଷl କାରି କୌଶଳ ଉପରେ  ଟ୍ରେନିଂ ପ୍ରଦାନ କରିଥିଲେ l ମୁଖ୍ୟତଃ  ବନ୍ୟା, ବାତ୍ୟା, ଭୂମିକମ୍ପ ସମୟରେ ନିଜ ନିଜ ଜୀବନ କୁ କିଭଳି ବଞ୍ଚାଇ ପାରିବା, ବିଭିନ୍ନ ପ୍ରକାର ଦୁର୍ଘଟଣା ସ୍ଥଳରୁ ସେମାନଙ୍କୁ  କିପରି ବଞ୍ଚା ଯାଇ ପାରିବ ତାର କୌଶଳ କୁ ପ୍ରଦର୍ଶନ କରିଥିଲେ l ବୌଦ୍ଧ ଜ଼ିଲ୍ଲା ରେ ଗତ ଏପ୍ରିଲ 4ତାରିଖ  ଠାରୁ ଏହା ଆରମ୍ଭ ହୋଇ 16ତାରିଖପର୍ଯ୍ୟନ୍ତ ଚାଲିବ l ଏହି ସମସ୍ତକାର୍ଯ୍ୟକ୍ରମ କୁ ଜ଼ିଲ୍ଲା ଜରୁରୀ କାଳିନ  ଅଧିକାରୀ  ଅବନୀକାନ୍ତ  ସାହୁ ତଦାରଖ କରିବା ସହ ପରିଚାଳନା କରିଥିଲେ l ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର, ଅତିରିକ୍ତ ଜ଼ିଲ୍ଲାପାଳ ବବିତା ରାଣୀ ଦଳବେହେରା, ଜ଼ିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ, ପ୍ରିନସିପାଲ, ମୋଡେଲ ଡିଗ୍ରୀ ମହାବିଦ୍ୟାଳୟ  ରବୀନ୍ଦ୍ର

କୁମାର ସାହୁ, ଅଧ୍ୟାପକ /ଅଧ୍ୟାପିକା  ଶ୍ରୁତି ବେଦବାକ, ପ୍ରଜ୍ଞl ପରିମିତା, ଦେବସ୍ମିତା ମହାନ୍ତି, ରୁଷି ନାଥ ନାୟକ, ମୃତ୍ୟୁଞ୍ଜୟ ପ୍ରଧାନ, ସୁଦାମ ଭୋଇ, ଦୀପକ କୁମାର ସାହୁ, ଶୁଭକାନ୍ତ ସ୍ୱାଇଁ, ସୁଜିତ ପ୍ରଧାନ (ସହାୟକ ), ଶିକ୍ଷକ, ବାବା ବୈଦ୍ୟନାଥ ନୋଡାଲ ହାଇସ୍କୁଲ ଶିକ୍ଷକ ପ୍ରଭୁଦତ୍ତ ବେହେରା, ଏସ. ପ୍ରଧାନ ପ୍ରମୁଖ ଯୋଗ ଦେଇ ସହଯୋଗ କରିଥିଲେ lଏହି ସମସ୍ତ କାର୍ଯ୍ୟକ୍ରମ କୁ ଜ଼ିଲ୍ଲା ଜରୁରୀ କାଳୀନ ବିଭାଗ, ବୌଦ୍ଧ ର ଅଶୋକ କୁମାର ରଥ  ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026

You Might Also Like