-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

ଅଗ୍ନି କାଣ୍ଡରେ ଲକ୍ଷାଧିକ ସମ୍ପତି ନଷ୍ଟ

18-Nov-2020



ସାଲେପୁର, (ଦୀପକ କୁମାର ଷଡଙ୍ଗୀ) ଏହି ଭଳି ଘଟଣା ଦେଖି ବା ପାଇଁ ମିଳିଛି କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ କୁଳସମିତଙ୍ଗା ଗ୍ରାମର ଅଜିତ୍ କୁମାର ସାହୁଙ୍କ ଘରେ। ଆଜି କୌଣସି କ୍ରମେ ନିଆଁ ଲାଗି ସମସ୍ତ ଆସବା ପତ୍ର ପୋଡି ଜଳି ନଷ୍ଟ ହୋଇ ଯାଇଛି। ଯାହା ଦ୍ଵାରା ନିଜର ଜୀବିକା ହରାଇ ବସିଛନ୍ତି ସମ୍ପୂର୍ଣ୍ଣ ପରିବାର। ଘରେ କେହି ନଥିବା ବେଳେ ଏହି ଭଳି ଘଟଣା ଘଟିଥିବା ସୂଚନା ମିଳିଛି। ନିଆଁ ଲାଗି ଯିବା ଫଳରେ ସ୍ଥାନୀୟ ପଡୋଶୀ ପାଣି ପକାଇ ନିଆଁକୁ କିଛି କ୍ଷଣ ପାଇଁ ଆୟତ କରିଥିଲେ, ଘଟଣା ସ୍ଥଳରେ ଦମକଳ ବାହିନୀ ଗାଡ଼ି ପହଞ୍ଚି ନିଆଁ ଲିଭାଇ ଥିଲା। ଅଜିତ୍ ଙ୍କ ପରିବାର ଏକ ମାତ୍ର ରୋଜଗାର ଥିଲା ଏହି ଲୁଗା ବୁଣା ତନ୍ତ ଯାହା ଆଜି ନିଆଁ ଲାଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ଅଗ୍ନି କାଣ୍ଡ କିଭଳି ଘଟିଲା ତାହା ଜଣା ପଡିନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like