-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

କଙ୍କଡା ଜୋର ବୁଡି ପ୍ରକଳ୍ପର ପୁନରୁଦ୍ଧାର ଦାବି

13-Apr-2022



ବଲାଙ୍ଗୀର,:ଦାଦନ ପ୍ରବଣ ବଲାଙ୍ଗୀର ଜିଲ୍ଲା ରୁ ଦାଦନ ସମସ୍ୟା ଓ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ର ସ୍ଥାୟୀ ପ୍ରତିକାର ପାଇଁ କୋଟି,କୋଟି ଟଙ୍କା ବ୍ୟୟ ବରାଦ କରି ସରକାର କଙ୍କଡା ଜୋର ବୁଡି ପ୍ରକଳ୍ପର ନିର୍ମାଣ କରିଥିଲେ । ଏହି ପ୍ରକଳ୍ପ ଯୋଗୁଁ ତତଲାଗଡ଼ ରୂପେ ପରିଚିତ ଟିଟିଲାଗଡ଼  ପାଇଁ ମାଇଲ ଖୁଣ୍ଟ ପାଲଟିଥାନ୍ତା । ହେଲେ ବିଭାଗୀୟ ଅଧିକାରୀ, କର୍ମଚାରୀ ଙ୍କ ଦାୟିତ୍ୱ ହୀନତା ପାଇଁ ନିର୍ମାଣ ଧୀନ ପ୍ରକଳ୍ପ ସମ୍ପୂର୍ଣ୍ଣ ପୋତି ହୋଇ ନଷ୍ଟ ହୋଇଯାଇଛି । ବର୍ଷ, ବର୍ଷ ଧରି ରକ୍ଷଣାବେକ୍ଷଣା ଅଭାବ ଯୋଗୁଁ ନିର୍ମାଣ ଧୀନ କେନାଲ ସବୁ ପୋତି ହୋଇ ଯାଇଛି । ଯଦ୍ୱାରା ଚାଷ ପାଇଁ ଜଳ ସମସ୍ୟା ର ଅଭାଵ ହୋଇ ନ ଥାନ୍ତା । ସେହିପରି ଟିଟିଲାଗଡ଼ ହାଟପଦା ପଡା ରେ ଉକ୍ତ ପ୍ରକଳ୍ପର ମୂଖ୍ୟ ଗେଟ ଥିବା ବେଳେ ସ୍ଥାନୀୟ ଲୋକେ ଉକ୍ତ ଅଟକ ରହୁଥିବା ପାଣି ବ୍ୟବହାର କରୁଥିଲେ । ଯାହା ସମ୍ପୂର୍ଣ୍ଣ ପୋତି ହୋଇ ଯାଇଛି ।ଏହି ପୋତି ହୋଇଯାଇଥିବା ପ୍ରକଳ୍ପର ପୁନରୁଦ୍ଧାର କରିବା ନେଇ ସାଂସଦ ସଙ୍ଗୀ ତା ସିଂଦେଓ ପରିଦର୍ଶନ କରିଛନ୍ତି । ୧୫ ନମ୍ବର ୱାର୍ଡ କାଉନସିଲର ସୁନୀଲ ଆଚାର୍ଯ୍ୟ ଏ ନେଇ ସାଂସଦ ଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ପୁନରୁଦ୍ଧାର ବ୍ୟବସ୍ଥା କରିବା କୁ ଅନୁରୋଧ କରିଥିଲେ । ଏହି ପ୍ରକଳ୍ପ ର ପୁନରୁଦ୍ଧାର ଦିଗରେ କାର୍ଯ୍ୟାନୁଷ୍ଠାନ ଅତ୍ୟନ୍ତ ଜରୁରୀ ହୋଇ ପଡ଼ିଥିବା ନେଇ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like