-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ରାଜନୀତି

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଲେ ମମତା ବାନାର୍ଜୀ, କହିଲେ- ନେତାଜୀଙ୍କ ଜୟନ୍ତୀଙ୍କୁ ଜାତୀୟ ଛୁଟି ଭାବେ ଘୋଷଣା କରାଯାଉ!!

18-Nov-2020



ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନେତାଜୀ ସୁଭାଷ ଚନ୍ଦ୍ର ବୋସଙ୍କ ଜୟନ୍ତୀ ଜାନୁଆରୀ ୨୩ ତାରିଖକୁ ଜାତୀୟ ଛୁଟି ଭାବେ ଘୋଷଣା କରିବାକୁ ଦାବି କରିଛନ୍ତି। ଏହି ସମ୍ବନ୍ଧରେ ବାନାର୍ଜୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ମଧ୍ୟ ଲେଖିଛନ୍ତି। ଚିଠିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି ଯେ, ନେତାଜୀଙ୍କ ସହିତ କଣ ଘଟିଥିଲା, ଏହାର ସନ୍ଧାନ  ଲଗାଇବାକୁ ପ୍ରଧାନମନ୍ତ୍ରୀ ନିର୍ଣ୍ଣାୟକ ପଦକ୍ଷେପ ଉଠାନ୍ତୁ ଓ ସମସ୍ତ ତଥ୍ୟ ସାର୍ବଜନୀନ କରନ୍ତୁ ବୋଲି ମମତା କହିଛନ୍ତି!! ମମତା ବାନାର୍ଜୀ ଲେଖିଛନ୍ତି, ଆପଣ ବେଶ୍ ଭଲ ଭାବେ ଜାଣିଛନ୍ତି ଯେ, ନେତାଜୀ ସୁଭାଷ ବୋସଙ୍କ ୧୨୫ତମ ଜୟନ୍ତୀ ୨୦୨୨ ମେ ୨୩ରେ ପାଳନ କରାଯିବ। ପଶ୍ଚିମବଙ୍ଗର ମହାନତମ ପୁତ୍ର ମଧ୍ୟରୁ ଜଣେ ନେତାଜୀ ଦେଶର ହିରୋ, ଜାତୀୟ ନେତା ଓ ବ୍ରିଟିଶ ଶାସନ ବିରୋଧରେ ସ୍ଵାଧୀନତା ସଂଗ୍ରାମର ଏକ ଆଦର୍ଶ ପୁରୁଷ ଥିଲେ। ସେ ଅନେକ ପିଢି ଧରି ଲୋକଙ୍କ ଆଦର୍ଶ ହୋଇ ରହିବେ। ତାଙ୍କର ଅଦ୍ୟମ ନେତୃତ୍ଵରେ ଇଣ୍ଡିଆନ ନ୍ୟାସନାଲ ଆର୍ମିର ହଜାର ସଂଖ୍ୟକ ବୀର ଯବାନ ମାତୃଭୂମୀ ପାଇଁ ଉଚ୍ଚତମ ବଳିଦାନ ଦେଇଛନ୍ତି!!ମମତା ଲେଖିଛନ୍ତି, ପ୍ରତି ବର୍ଷ ସମଗ୍ର ଦେଶରେ ନେତାଜୀଙ୍କ ଜନ୍ମ ଦିନକୁ ମହାନ ଗରିମା ଓ ଶ୍ରଦ୍ଧାର ସହ ପାଳନ କରାଯାଉଛି। ଆପଣ ମନେ ପକାନ୍ତୁ ଯେ, ଆମେ ଦୀର୍ଘ ସମୟ ଧରି କେନ୍ଦ୍ର ସରକାରଙ୍କଠାରେ ଦାବି କରି ଆସୁଛୁ ଯେ, ନେତାଜୀଙ୍କ ଜନ୍ମ ଦିନକୁ ରାଷ୍ଟ୍ରୀୟ ଅବକାଶ ଭାବେ ଘୋଷଣା କରାଯାଉ। କିନ୍ତୁ ଏହା ଉପରେ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ତେଣୁ ନିଜର ମହାନ ନେତା ଓ ଦେଶର ହିରୋଙ୍କୁ ସମ୍ମାନ ଦେବା ପାଇଁ ଆମେ ଜାନୁଆରୀ ୨୩କୁ ଜାତୀୟ ଛୁଟି ଘୋଷଣା କରିବାକୁ ନିଜର ଦାବିକୁ ପୁଣି ଥରେ ଦୋହରାଉଛୁ!!ବାନାର୍ଜୀ ଲେଖିଛନ୍ତି ଯେ, ଆପଣ ନେତାଜୀଙ୍କ ରହସ୍ୟମୟ ଭାବେ ଗାଏବ ହେବା ଘଟଣା ବିଷୟରେ ବେଶ୍ ଭଲ ଭାବେ ଅବଗତ ଥିବେ। ବିଶେଷ କରି ପଶ୍ଚିମବଙ୍ଗ ଲୋକଙ୍କର ଅଧିକାର ରହିଛି ଯେ, ସେମାନେ ଏହି ମାମଲାର ସତ୍ୟାସତ୍ୟ ଜାଣନ୍ତୁ। ପଶ୍ଚିମବଙ୍ଗ ସରକାର ନେତାଜୀଙ୍କ ସଂପର୍କିତ ଅନେକ ଫାଇଲକୁ ପୂର୍ବରୁ ମଧ୍ୟ ସାର୍ବଜନୀନ କରି ସାରିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like