-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣଶ୍ରୀ-ସୋନପୁରର ଉତ୍କୃଷ୍ଟ କଳାକାରିଗରୀର ପ୍ରତିବିମ୍ବ

13-Apr-2022



 :ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣ ସହର ସୋନପୁର ଭାରତର ଦ୍ଵିତୀୟ ବାରଣାସୀ ନାମରେ ବିଖ୍ୟାତ l ବର୍ତ୍ତମାନ ଏହାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, କଳା, ହସ୍ତ ଶିଳ୍ପକୁ ଉତ୍ପାଦକ ସଂସ୍ଥା ସୁବର୍ଣ୍ଣଶ୍ରୀ ମାଧ୍ୟମରେ  ପ୍ରତିଫଳିତ କରୁଛି l ଦେବୀ ମାଁ ସୁରେଶ୍ୱରୀ ଓ ବାବା ସୁବର୍ଣ୍ଣମେରୁ ଙ୍କ ଆଶୀର୍ବାଦ ପ୍ରାପ୍ତ ସୁବର୍ଣ୍ଣପୁର ଭୂଖଣ୍ଡ ଏହାର ହସ୍ତତନ୍ତ ବସ୍ତ୍ର, ଟେରାକୋଟା, କଂସା ପିତଳ କଳାକୃତି, ବାଉଁଶ, ଧାନ ହସ୍ତଶୀଳ୍ପ ଏବଂ ସନ୍ଥ କବି ଭୀମଭୋଇଙ୍କ ମହିମା ଧର୍ମ ପାଇଁ ବିଖ୍ୟାତ l

ସୁବର୍ଣ୍ଣପୁରର ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ନିର୍ଦେଶକ ମଣ୍ଡଳୀ ହିସାବରେ ସୁବର୍ଣ୍ଣଶ୍ରୀ ବର୍ତ୍ତମାନ ସିଧାସଳଖ କୁଶଳୀ ବୁଣାକାର ଓ ଗ୍ରାମୀଣ କାରିଗର ମାନଙ୍କ ଉତ୍ପାଦିତ ଦ୍ରବ୍ୟ କ୍ରୟ କରି ତାହାର ଆଉଟଲେଟ ମାଧ୍ୟମରେ ପ୍ରଦର୍ଶନ ପୂର୍ବକ ଗ୍ରାହକ ମାନଙ୍କୁ ସୁଲଭ ମୂଲ୍ୟରେ ଯୋଗାଇବାର ଲକ୍ଷ୍ୟ ରଖିଛି l ଏହି ମହତ ଊଦ୍ଦେଶ୍ୟ ନେଇ ଆଜି ତା ୧୩ /0୪/୨୨ ଦିନ ସୋନପୁର ବ୍ଲକ ଛକ ଠାରେ ସୁବର୍ଣ୍ଣଶ୍ରୀ ର ବିପଣନ କେନ୍ଦ୍ର କୁ ଓଡ଼ିଶାର ମାନ୍ୟବର ମନ୍ତ୍ରୀ ଅର୍ଥ ଓ ଅବକାରୀ ବିଭାଗ, ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ, ମାନ୍ୟବର ମନ୍ତ୍ରୀ ଯୋଜନା ଓ ସମନ୍ୱୟ, ବାଣିଜ୍ୟ ଓ ପରିବହନ ବିଭାଗ, ଶ୍ରୀଯୁକ୍ତ ପଦ୍ମନାଭ ବେହେରା, ମାନ୍ୟବର ମନ୍ତ୍ରୀ ହସ୍ତତନ୍ତ, ବୟନ ଓ କାରିଗରୀ ବିଭାଗ, ଶ୍ରୀମତୀ ପଦ୍ମିନୀ ଦିଆନ, ହସ୍ତତନ୍ତ,ବୟନ ଓ କାରିଗରୀ ବିଭାଗ ଆୟୁକ୍ତ ତଥା ସଚିବ ଶ୍ରୀମତୀ ଶୁଭା ଶର୍ମା, ଭା. ପ୍ର. ସେ., ଜିଲ୍ଲାପାଳ ସୁବର୍ଣ୍ଣପୁର, ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ, ଭା.ପ୍ର. ସେ. ପ୍ରମୁଖ ଉଦଘାଟନ କରିଛନ୍ତି l 

ସୁବର୍ଣ୍ଣପୁର ର ଏହି ଗୌରବମୟ କଳା ଓ ହସ୍ତ ଶିଳ୍ପର ଉତ୍ତରାଧିକାରୀ ହିସାବରେ ସୁବର୍ଣ୍ଣଶ୍ରୀ ଏହାର ଉତ୍ତମ ମାନର ଉତ୍ପାଦ ଗୁଡିକ ପାଇଁ କଷଟି ପଥରରେ ପରୀକ୍ଷିତ l ଏହା ଜିଲ୍ଲାର ମହିଳା ମାନଙ୍କର କାରିଗରୀ ଗୋଷ୍ଠୀ ଙ୍କୁ ନେଇ ଗଠିତ ଯେଉଁଠାରେ ବମକାଇ, ବାନ୍ଧ ଶାଢ଼ୀ, ଟେରାକୋଟା ସାମଗ୍ରୀ ଇତ୍ୟାଦି ଓଡ଼ିଶାର ବିଖ୍ୟାତ ହସ୍ତଶିଳ୍ପକୁ ରୁଦ୍ଧିମନ୍ତ କରିବା ସହ ଯୁଗପଯୋଗୀ କରି ବର୍ତ୍ତମାନର ଗ୍ରାହକ ମାନଙ୍କୁ ଯୋଗାଇ ଦେଉଛି l ଓରମାସ ଏବଂ ମିଶନଶକ୍ତି ରୁ ଆର୍ଥିକ ଅନୁଦାନ ଓ ଅନ୍ୟାନ୍ୟ ସହାୟତା ପ୍ରାପ୍ତ ହୋଇ ସୁବର୍ଣ୍ଣଶ୍ରୀ ଏହି ସବୁ ଉତ୍ପାଦର ଗୁଣବତ୍ତା ନିୟନ୍ତ୍ରଣ ସହ କ୍ରୟ, ପେକେଜିଙ୍ଗ, ବିପଣନ କ୍ଷେତ୍ରରେ ଏକ ନୂତନ ଦିଶା ପ୍ରଦାନର ଲକ୍ଷ୍ୟ ରଖିଛି lଏହି ଆତ୍ମ ନିର୍ଭରଶୀଳ ମହିଳା ମାନଙ୍କର ବିକାଶ ପର୍ବରେ ନିଜକୁ ସାମିଲ କରିବା ଏବଂ ଏଠାକାର ଉଚ୍ଚ ମାନର ଉତ୍ପାଦଗୁଡିକ ନିଜର ତଥା ପରିବାରର ବ୍ୟବହାର ନିମନ୍ତେ କ୍ରୟ କରି ଏମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ତରଫରୁ ଜନସାଧାରଣ ଙ୍କୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like