-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||     

HOME   ଜିଲ୍ଲା

ଗ୍ରାମ ପଂଚାୟତସ୍ତରୀୟ ଆଶା, ଅଙ୍ଗନବାଡି ଓ ପାଚିକାଙ୍କ ବୈଠକ

13-Apr-2022



କଣ୍ଟାମାଳ : କଣ୍ଟାମାଲ ବ୍ଲକ ଅନ୍ତର୍ଗତ ଶିମିଳିପଦର ଗ୍ରାମ ପଂଚାୟତ ସ୍ଥିତ ଲୋକପଡା  ଠାରେ ଗ୍ରାମ ପଂଚାୟତ ସ୍ତରୀୟ ଆଶା, ଅଙ୍ଗନବାଡି ଓ ପାଚିକାଙ୍କ ଏକ ବୈଠକ ଅଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ଆଇକନିକ ସପ୍ତାହ ଅବସରରେ ଅନୁଷ୍ଠିତ ହୋଇ ଯାଇଛି l ଏହି ବୈଠକରେ ମୁଖ୍ୟ ଅତିଥି ଭାବେ  ଅତିରିକ୍ତ ଜ଼ିଲ୍ଲାପାଳ ବବିତାରାଣୀ  ଦଳବେହେରା, ସମ୍ମାନିତ ଅତିଥି ଭାବେ ଡି. ଆଇ. ପି. ଆର. ଓ, ବୌଦ୍ଧ ରିତାକାନ୍ତି ଵଳିୟାର ସିଂହ, ସି. ଡି. ପି. ଓ, ବୌଦ୍ଧ ଜ୍ୟୋତ୍ସ୍ନା ରାଣୀ ପାଢ଼ୀ, ସ୍ୱାସ୍ଥ୍ୟ କର୍ମୀ ସୁଜାତା ମେହେର ଯୋଗ ଦେଇ ସୁସ୍ଥ ଓ ନିରାମୟ  ଗ୍ରାମ ପଂଚାୟତ ଉପରେ ଆଶା ଓ ଅଙ୍ଗନବାଡିଙ୍କ ଭୂମିକା ଉପରେ  ନିଜ ନିଜ ବକ୍ତବ୍ୟ ରଖିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ପି. ଇ. ଓ. ନନ୍ଦ କିଶୋର ପଲିଆ, ସୁପରଭାଇଜର  ରଂଜିତା ସେଠୀ , ଶିମିଳିପଦର ଗ୍ରାମର ସମସ୍ତ ଆଶା, ଅଙ୍ଗନବାଡି କର୍ମୀ, ୱାର୍ଡ ମେମ୍ବର, ପାଚିକା, ଗଣ ମାଧ୍ୟମ ପ୍ରତିନିଧି, ସ୍ଥାନୀୟ ଜନସାଧାରଣ ଯୋଗ ଦେଇ ସହଯୋଗ କରିଥିଲେ l ଏହି ଅବସରରେ ମାଷ୍ଟର ଟ୍ରେନର, ଡି. ଡବ୍ଲୁ. ଏସ. ଏମ. ରଞ୍ଜନ କୁମାର ପାତ୍ର  କାର୍ଯ୍ୟକ୍ରମକୁ ସୁନ୍ଦର ଭାବରେ ପରିଚାଳନା କରିଥିଲେ l ସରପଞ୍ଚ, ଶିମିଳିପଦର  ସାର୍ଦୁଲ ନାଗଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଏବଂ ଏକ ସୁସ୍ଥ ଓ ନିରାମୟ  ଗ୍ରାମ ପଂଚାୟତ ଗଠନ ରେ ସମସ୍ତ ଆଶା, ଅଙ୍ଗନବାଡି, ପାଚିକା  ର ସହଯୋଗ କାମନା କରିବାସହ ସେମାନଙ୍କୁ ପ୍ରଶଂସା ପତ୍ର ବଣ୍ଟନ କରିଥିଲେ l ଏବଂ ସଭା ଶେଷରେ ଜି. ଆର. ଏସ. ମହେନ୍ଦ୍ର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ  ଅର୍ପଣ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026

You Might Also Like