-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ରେ ରାମନବମୀ ଉପଲକ୍ଷେ ଷୋହଳ ପ୍ରହରୀ ନାମଯଜ୍ଞ

14-Apr-2022



ସିନ୍ଧେକେଲା (ଅନିଲ କୁମାର ତ୍ରିପାଠୀ) ଶ୍ରୀ ରାମନବମୀ ଅବସରରେ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ମାଉସୀ ମନ୍ଦିର ପଡ଼ାରେ କରୋନା କଟକଣା ଯୋଗୁଁ ଦୁଇ ବର୍ଷ ବ୍ୟବଧାନ ପରେ ଚଳିତ ବର୍ଷ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଅଛି । ଚାରିଦିନ ଧରି ଚାଲିଥିବା କାର୍ଯ୍ୟକ୍ରମ ରେ ଗତ ଶନିବାର ଅଧିବାସ ଦିବସରେ

କଲସଯାତ୍ରା ଆୟୋଜିତ ହୋଇଥିବା ବେଳେ ସ୍ଥାନୀୟ ଦ୍ୱାରସେହ୍ନି ମନ୍ଦିର ନିକଟ ପବିତ୍ର ପୁଷ୍କରିଣୀ ବାଣୀଭଗାର ରୁ କଳସ ଆଣି ପଡ଼ାବାସୀ ପ୍ରହରୀ ମଣ୍ଡପରେ ସ୍ଥାପନ କରିଥିଲେ । ରବିବାର ଓ ସୋମବାର ଦୁଇଦିନ ସକାଳୁ ନାମାରମ୍ଭ ହୋଇଥିଲା । କମିଟି ର ବରିଷ୍ଠ ସଦସ୍ୟ ଗଣ୍ଠିଧନ ସିଂଦେଓ , ଆଦିକନ୍ଦ ଖମାରି , ଧୀରେନ୍ଦ୍ର ପଣ୍ଡା ପ୍ରମୁଖ କର୍ତ୍ତା ଦାୟିତ୍ୱ ତୁଲାଇଥିବା ବେଳେ ବରିଷ୍ଠ ପଣ୍ଡିତ କାର୍ତ୍ତିକେଶ୍ୱର ତ୍ରିପାଠୀ ପୂଜକ ଓ ଯୁବ ପଣ୍ଡିତ ରଂଜନ ଷଡଙ୍ଗୀ ଜପକ ଭାବେ ଯୋଗଦେଇ ମନ୍ତ୍ରପାଠ ସହ ପୂଜା କାର୍ଯ୍ୟ ସମ୍ପାଦିତ କରିଥିଲେ । ମଙ୍ଗଳବାର ସକାଳେ ପୂର୍ଣ୍ଣାହୁତି , ଦଧିହାଣ୍ଡିଭଞ୍ଜନ ହୋଇଥିବା ବେଳେ ସନ୍ଧ୍ୟାରେ ବିଶେଷ ଆକର୍ଷଣ ସଂକୀର୍ତ୍ତନ ବୈଠକି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଦୁଇଟି ସଂକୀର୍ତ୍ତନ ଦଳ ବରଗଡ଼ ଜିଲ୍ଲା ପିପିଲିପାଲି ଗ୍ରାମର ଗାୟକ ଦେବକୀ ସାହୁ  ବାୟକ ଶ୍ରୀ ନିରୋଜ ଓ ତାଙ୍କ ସାଥି ଏବଂ ଗାୟକ ଚନ୍ଦନ ମହାର , ବାୟକ ବିଶ୍ଵାମିତ୍ର ପାଣ୍ଡେ ଓ ସାଥି ମଧ୍ୟରେ ପ୍ରତିଯୋଗିତା ହୋଇଥିବା ବେଳେ ଦେବକୀ ଓ ସାଥି ପ୍ରଥମ ସ୍ଥାନ ଅଧିକାର କରିଥିଲେ । ଏମାନଙ୍କୁ କମିଟି ପକ୍ଷରୁ ସମ୍ମାନିତ କରିବା ସହ ପୁରସ୍କୃତ କରାଯାଇଥିଲା । ଉକ୍ତ ପ୍ରହରି ରେ ସିନ୍ଧେକେଲା ମାଉସୀ ମନ୍ଦିର ପଡା ସଂକୀର୍ତ୍ତନ ଦଳ ସହ ମୋଟ ୧୨ ଟି ଦଳ ଭାଗ ନେଇଥିଲେ । ହରେକୃଷ୍ଣ ହରେରାମ ଜପିବାରେ କଳାହାଣ୍ଡି ଜିଲ୍ଲା ତୁର୍ଚି ଗ୍ରାମର ସଞ୍ଜୟ ସାହୁ ଓ ତାଙ୍କ ସାଥି ପ୍ରଥମ ସ୍ଥାନ ହାସଲ କରିଥିଲେ । କମିଟି ସଭାପତି ପୂର୍ବତନ ସମିତି ସଭ୍ୟ ବିଶ୍ବମ୍ବର ସାହୁ ଙ୍କ ନେତୃତ୍ୱରେ

ଆୟୋଜିତ ପ୍ରହରିରେ ଉପ ସଭାପତି ନିରଞ୍ଜନ ସାହୁ , ସମ୍ପାଦକ ବିଘ୍ନରାଜ ବେହେରା , କୋଷାଧ୍ୟକ୍ଷ ନରେନ୍ଦ୍ର ସାହୁ , ଆଶିଷ ବେହେରାଙ୍କ ସହ ଅନ୍ୟାନ୍ୟ ସଦସ୍ୟ ଦିଲୀପ ପାଣ୍ଡିଆ , ମନୋଜ ଅଗ୍ରୱାଲ , ସରୋଜ ଜୈନ , ବିଜୟ ସାହୁ , ବିଜେ ପାଣ୍ଡିଆ , ନୟନ ବେହେରା , ବରିଷ୍ଠ ବିଜେଡି ନେତା ଉମାକାନ୍ତ ସାହୁ , ତରୁଣ ସାହୁ , ନିତାଇ ସାହୁ , କନ୍ଦର୍ପ ସାହୁ , ସରୋଜ ସିଂଦେଓ , ଅନୁ ଥନାପତି , ସୁଦର ଥନାପତି , ବଣ୍ଟି ନେଗି , ବିରେନ୍ଦ୍ର ସାହୁ ଓ ବଜରଙ୍ଗ ଦଳର ସଦସ୍ୟମାନେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026

You Might Also Like