-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

ସିନ୍ଧେକେଲାରେ ହନୁମାନ ଜୟନ୍ତୀ ପାଇଁ କଳସଯାତ୍ରା , ବିଶାଳ ପଟୁଆର ରେ ବାହାରିଲେ ଯୁବବର୍ଗ , ପୁରା ଗାଁ କେଶରୀୟା ମୟ

14-Apr-2022



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ସବଷ୍ଟେସନ ପଡା ସ୍ଥିତ ହନୁମାନ ମନ୍ଦିର ପୂଜା କମିଟି ତରଫରୁ ମହାବିଷୁବ ପଣା ସଂକ୍ରାନ୍ତି ରେ ମହାପ୍ରଭୁ ଶ୍ରୀ ହନୁମାନ ଜୟନ୍ତୀ ପାଇଁ ବୁଧବାର ଅପରାହ୍ନ ରୁ କଳସଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସିନ୍ଧେକେଲାର ଇଷ୍ଟଦେବୀ ମାଁ

ଦ୍ବାରସେହ୍ନୀ ଦେବୀଙ୍କ ମନ୍ଦିର ନିକଟରେ ଥିବା ପବିତ୍ର ପୁଷ୍କରିଣୀ ବାଣୀଭଗାର ଠାରୁ ଏକ ବିରାଟ ପଟୁଆର ରେ ଯୁବବର୍ଗ  କଳସ ଆଣି ହନୁମାନ ମନ୍ଦିର ରେ ସ୍ଥାପନା କରିଥିଲେ। ଏହି ସମୟରେ ପୁରା ଗାଁ ଜୟ ହନୁମାନ, ଜୟ ଶ୍ରୀରାମ ଧ୍ବନୀ ରେ

ପ୍ରକମ୍ପିତ ହୋଇଉଠିବା ସହ ଗାଁ କେଶରୀୟା ମୟ ହୋଇ ଯାଇଥିଲା। କିଏ ହାତରେ ତରବାରି ଧରିଥିଲେ ତ କିଏ ଗଦା କିଏ ହାତରେ ପତାକା ଧରିଥିଲେ ତ କିଏ ହନୁମାନ ବେଶ। ବିଶେଷକରି କୁନିକୁନି ଛୁଆ ମାନଙ୍କ ହନୁମାନ ବେଶ ବେଶ ଚିତ୍ତାକର୍ଷକ ଥିଲା । ଏହି କାର୍ଯ୍ୟକ୍ରମ ରେ ଶ୍ରୀ ହନୁମାନ ମନ୍ଦିର ପୂଜା କମିଟୀର ସମସ୍ତ ସଦସ୍ଯ ଙ୍କ ସହ ଗ୍ରାମବାସୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like