-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

ଅସହାୟଙ୍କୁ ନିଜର କରିବାର ପ୍ରୟାସ କଲେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ର କର୍ମକର୍ତ୍ତା

14-Apr-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗିର ସହରରେ ବହୁ ବେସାହାରା ଅସହାୟ ଲୋକ ଭୋକ ଉପାସରେ ରୋଗଗ୍ରସ୍ତ ହୋଇ ଏଣେତେଣେ ବୁଲୁଛନ୍ତି। ତାଙ୍କୁ ନିଜର କରି ମଣିଷପଣିଆ ଦେଖାଇ ମନୁଷ୍ୟର କର୍ତ୍ତବ୍ୟ ନିର୍ବାହ କରିବା ହେଉଛି ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଏକ ଲକ୍ଷ୍ୟ।

ଗତ କିଛିଦିନ ହେଲା ଜଣେ ଅସହାୟ ବ୍ୟକ୍ତି ବଲାଙ୍ଗିର ସହର ମଧ୍ୟରେ ବୁଲୁଥିଲେ। ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ଖବର ପାଇ ତାଙ୍କୁ ସାହାଯ୍ୟ ର ହାତ ବଢ଼ାଇ ଥିଲେ l ରତନ ବରିହା, ବୟସ ୩୫ ପାଖାପାଖି ହେବ। କୌଣସି କାରଣ ବଶତଃ କିଛିଦିନ ଆଗରୁ ସେ ଖାଲି ପାଦରେ ଚାଲି ଚାଲି ତାଙ୍କ ଗ୍ରାମ କୁଡ଼ାସିଂହାରୁ ବଲାଙ୍ଗିରକୁ ଚାଲି ଆସିଥିବାର ସେ କହିଲେ ଏବଂ ୪/୫ ଦିନ ହେଲା ସେ ଭୋକିଲା ଥିବାର ଜଣେଇଥିଲେ। ସଂଗେ ସଂଗେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ର କର୍ମକର୍ତ୍ତା ମାନେ  ପ୍ରଥମେ ତାଙ୍କ ପାଇଁ କିଛି ଖାଇବା ପିଇବା ବ୍ୟବସ୍ଥା କଲା ପରେ ତାଙ୍କୁ କିଛି ସଫା ବସ୍ତ୍ର ପିନ୍ଧେଇ ତୁରନ୍ତ ଭୀମ ଭୋଇ ହସ୍ପିଟାଲକୁ ନେଇ ଯାଇଥିଲେ ।ଏତେ ତୀକ୍ଷ୍ଣ ଖରାରେ ନ ଖାଇ ନ ପିଇ ଚାଲି ଚାଲି ସେ ଦୁର୍ବଳ

ହେଇଯାଇଥିବା ସଙ୍ଗେ ତାଙ୍କ ପାଦରେ ଫୋଟକା ପଡିଯାଇ ଥିବାର ଡାକ୍ତର ଜଣେଇଲେ। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସ୍ବେଚ୍ଛାସେବୀ ଆନୁଷ୍ଠାନର କର୍ମକର୍ତ୍ତା ମାନେ ତୁରନ୍ତ ତାଙ୍କୁ ଚିକିତ୍ସା କରେଇବା ସହିତ ହସ୍ପିଟାଲରେ ୨/୩ ଦିନ ରଖିବାର ବ୍ୟବସ୍ଥା କରୁଥିଲେ l ଆଗକୁ ମଧ୍ୟ ସେ ସୁସ୍ଥ ହେଲାପରେ କିପରି ବ୍ୟବସ୍ଥିତ ହେଇ ରହିପାରିବେ ସେ ନେଇ ସଂଗଠନ ର ସଭ୍ଯ ମାନେ ଆଶ୍ରୟ ଗୃହରେ ରହିବାର ବ୍ୟବସ୍ଥା କରିଥିଲେ । ଭୀମଭୋଇ ହସ୍ପିଟାଲର କର୍ମଚାରୀଙ୍କ ସହିତ ନବକିଶୋର ସାହୁ (ଡ଼ିଏସଏସଓ, ବଲାଙ୍ଗିର) ଙ୍କ ସମେତ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସନ୍ତୋଷ ପଟ୍ଟନାୟକ, ଅକ୍ଷୟ ପ୍ରଧାନ, ସୁମିତ ମିଶ୍ର ଓ ଗୋବିନ୍ଦ ଶତପଥୀ ଙ୍କ ସହିତ ଶେଲଟର ହୋମର ସଞ୍ଜୟ ପ୍ରଧାନ ଓ ସଞ୍ଜୟ ମାଛଖଣ୍ଡ ଉପସ୍ଥିତ ରହି ସେହି ଅସହାୟଙ୍କ ସମସ୍ତ ବ୍ୟବସ୍ଥା ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like