-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତି ଓ ଝାମୁଯାତ୍ରା ଅନୁଷ୍ଟିତ

15-Apr-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ର ବିଭିନ୍ନ ସ୍ଥାନରେ ଗୁରୁବାର ହନୁମାନ ଜୟନ୍ତି ପାଳିତ ହୋଇଯାଇଛି।ଏହି ଅବସରରେ ରିଂଜା ଜାନୀପଡା ସ୍ଥିତ ହନୁମାନ ମନ୍ଦିର ଠାରେ ମନ୍ଦିର ପ୍ରତିଷ୍ଠାତା ରାଉତରାୟ ସାହୁ ଙ୍କ ନେତୃତ୍ୱରେ ଗ୍ରାମବାସୀ ଙ୍କ ସହଯୋଗ ରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମହା ଆଡମ୍ବରରେ ହନୁମାନ ଙ୍କ ପୂଜାର୍ଚ୍ଚନା ସହିତ ପଣା ର ବ୍ୟବସ୍ଥା କରଯାଇଥିଲା ।ଏଥିରେ ଶହ ଶହ ଭକ୍ତ ପ୍ରଭୁ ହନୁମାନ ଙ୍କ ଦର୍ଶନ କରିବା ସହ ପଣା ଗ୍ରହଣ କରିଥିଲେ।ପୁଜା କର୍ତ୍ତା ଭାବେ କାଶୀନାଥ ସାହୁ ରହିଥିଲେ।ଠିକ୍ ସେହିପରି ବ୍ଲକ ର ରିଷିଡା, ଝାରମୁଣ୍ଡା,ବାଗବୁରେଇ ଛକ, କର୍ଲାମୁଣ୍ଡା ତାରିଣୀ ପୀଠ,କୁସୁରଲା, ତେରେସିଙ୍ଗା,ପ୍ରଭୁତି ସ୍ଥାନ ମାନଙ୍କରେ ହନୁମାନ ଜୟନ୍ତି ସହ ତାରିଣୀ ପୂଜା ଅନୁଷ୍ଟିତ ହୋଇଯାଇଛି। ଅନ୍ୟ ପଟେ  ବ୍ଲକ୍ ର ରିଷିଡା ସ୍ଥିତ ମା ତାରିଣୀ ଶୈବ ଶକ୍ତି ପୀଠ  ଠାରେ ଗତ ପାଞ୍ଚ ଦିନ ବ୍ୟାପି ଆୟୋଜିତଧରି ହୋଇଥିବା  ମାଁ ତାରିଣୀ ଚୈତ୍ର ଝାମୁଯାତ୍ରା କାର୍ଯ୍ୟକ୍ରମ ମଧ୍ୟ ପୂର୍ଣ୍ଣାହୁତି ସହ ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅନେକ ଶ୍ରଦ୍ଧାଳୁ ପାଞ୍ଚ ଦିନ ବ୍ୟାପୀ ଅଖଣ୍ଡ ମନୋସ୍କାମନା ଦୀପ ପ୍ରଜ୍ବଳନ କରିଥିବା ବେଳେ ପ୍ରତ୍ୟହ ସାମୂହିକ   କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା  । ଏଥିରେ  ମାଁ ତାରିଣୀ  ଶୈବ ଶକ୍ତି ପୀଠ ପୁଜା କମିଟି ତତ୍ତ୍ଵାବଧାନରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ହୁଦାନନ୍ଦ ମଲ୍ଲିକ ମଣ୍ଟୁ ରଣା ,ନନ୍ଦକିଶୋର ରଣା   ସୁମନ୍ତଭୋଇ, କୁଞ୍ଜରଣା ସୁଶାନ୍ତ ମଲ୍ଲିକ,ନିଲକମଳ ପୁଟେଳ କୈଳାସ କୁମୁରା,  ଚୁନୁ ପଟ୍ଟନାୟକ, ତପନ ରଣା  ଶିବୁ ରଣା ଏବଂ  ବରିଷ୍ଠ ନରତ୍ତୋମ ସେଲମା , ଭଜଶ୍ଯାମ ସାହୁ ସୁଶାନ୍ତ ମଲ୍ଲିକ, ରମେଶ ବାରିକ୍, ଶାନ୍ତିଶୃଙ୍ଖଳା ଦାଇତ୍ୱ ନେଇଥିବାବେଳେ  ପୂଜକ ବୃହସ୍ପତୀରଣା, ରଂଜନ ରଣା, ଶେଷ ରଣା, ମହେନ୍ଦ୍ର ପ୍ରଧାନୀ, ପିତାମ୍ବର ରଣା ,ସୁଯ୍ଯମଣି ରଣା  ପ୍ରମୁଖ ଶାନ୍ତିଶୃଙ୍ଖଳା ର ସହ ଯାତ୍ରା ସମାପନ କରିଥିଲେ । ଏହି ଯାତ୍ରା ରେ ହଜାର ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like