-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||     

HOME   ଜିଲ୍ଲା

ନୂଆ ୱେବ ସିରିଜ୍ "ଟାଉଟର ପ୍ରୋ"

15-Apr-2022



ଭୁବନେଶ୍ୱର(ଅମୃତ ନନ୍ଦଙ୍କ ରିପୋର୍ଟ) : ଅପ୍ରେଲ ୧୫ ଠାରୁ  କଞ୍ଚାଲଙ୍କା ଓଟିଟି ପ୍ଲାଟଫର୍ମ ରେ  ଷ୍ଟ୍ରିମିଙ୍ଗ ହେଉଛି ନୂଆ ୱେବ ସିରିଜ୍ "ଟାଉଟର ପ୍ରୋ"। ପମ୍‌ପମ୍ ସିରିଜର ଏହା ହେଉଛି ପ୍ରଥମ ଏପିସୋଡ । କମେଡି କିଙ୍ଗ ପପୁ ପମ୍ ପମ୍ ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି । ପୂର୍ବରୁ ପପୁଙ୍କ ଅଭିନୀତ "ହ୍ୟାଲୋ ରାବଣ"କୁ କଞ୍ଚାଲଙ୍କା ପ୍ଲାଟଫର୍ମରେ ଜବରଦସ୍ତ ରେସପନ୍ସ ମିଳିଥିଲା । ତେବେ ପମ୍‌ପମ୍ ସିରିଜର ନୂଆ ନୂଆ ଏପିସୋଡ ମାସକୁ ଥରେ ଦର୍ଶକ ଦେଖିବାକୁ ପାଇବେ ବୋଲି ଜଣାପଡିଛି ।

ସମାଜରେ ଘଟୁଥିବା କିଛି ନିଛକ ସତକଥାକୁ ନେଇ "ଟାଉଟର ପ୍ରୋ" ନିର୍ମାଣ କରାଯାଇଛି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପାଇଥିବା ଆବାସ ଚୋରିରୁ ଆରମ୍ଭ ହୋଇଛି କାହାଣୀ । ଅବନୀ ଷଢ଼ଙ୍ଗୀ ନାମକ ଜଣେ ବ୍ୟକ୍ତି ଏନେଇ ଥାନାରେ ଏଫଆଇଆର ଦେଉଛନ୍ତି ଓ ପୁଲିସ ତଦନ୍ତ କରିବାକୁ ଅଭିଯୋଗକାରୀ ଗୁହାରୀ କରିଛନ୍ତି । ଆବାସ ଯୋଜନାରେ ମିଳିଥିବା ଘରଟି ତିଆରି ସରିଥିବା ଅଭିଯୋଗକାରୀ ପ୍ରମାଣିତ କରିବା ପରେ ସମ୍ପୃକ୍ତ ସ୍ଥାନରୁ ଘରଟି ଚୋରୀ ହୋଇଯାଇଥିବା ଥାନାରେ ଅଭିଯୋଗ ହୋଇଛି । ତେବେ ପୁଲିସ ତଦନ୍ତ ବେଳେ କଣ ସବୁ ପ୍ରମାଣ ପାଉଛି ଓ ଏହି ମାମଲାର ବିଚାର କିଭଳି ହେଉଛି ତାକୁ ନେଇ କାହାଣୀ ଟି ଆଗକୁ ବଢ଼ିଛି । 

ଏହି ୱେବ ସିରିଜ୍ ଅପ୍ରେଲ ୧୫ଠାରୁ ଷ୍ଟ୍ରିମିଂ ଆରମ୍ଭ ହୋଇଥିବା ବେଳେ ଏଥିରେ ପପୁ ପମପମଙ୍କ ସହ ଅରବିନ୍ଦ ଷଢ଼ଙ୍ଗୀ, ଜୀବନ ପଣ୍ଡା ଓ ଟୁକୁନା ଷ୍ଟାଇଲିସ୍ ପ୍ରମୁଖ ନଜର ଆସିଛନ୍ତି । ପପୁ ପମପମ କ୍ରିଏସନ୍ସ ବ୍ୟାନରରେ ନିର୍ମିିତ ଟାଉଟର ପ୍ରୋରେ ରମେଶ ରାଉତ ନିର୍ଦ୍ଦେଶନା ଦେଇଥିବା ବେଳେ ପ୍ରଯୋଜନା ଭାର ସମ୍ଭାଳିଛନ୍ତି ସଂଗୀତା ଶତପଥୀ । କାହାଣୀ ନିଜେ ପପୁ ଲେଖିଥିବା ବେଳେ ଚିତ୍ରନାଟ୍ୟ ମଧ୍ୟ ଦେଖିଛନ୍ତି । ରୁପସାଗର ଏହାର ଡାଇଲଗ୍ ଦେବା ସହ ଭାଗ୍ୟଧର ପାଣି କଞ୍ଚାଲଙ୍କା କ୍ରିଏଟିଭ୍ ହେଡ ଅଛନ୍ତି । ଏହି ୱେବସିରିଜରେ ଦର୍ଶକେ ଭରପୁର କମେଡି ପାଇବେ ବୋଲି କଞ୍ଚାଲଙ୍କା ଓଟିଟି ପ୍ଲାଟଫର୍ମ ଆଶା ପ୍ରକଟ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026

You Might Also Like

           
  ଜିଲ୍ଲା  

ଖବର ଆଜିର