-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

କଂଟାବାଞ୍ଜି ସହରରେ ବିଭିନ୍ନ ସଂଗଠନ ପକ୍ଷରୁ ଆମ୍ବେଦକରଙ୍କ ୧୩୧ତମ ଜନ୍ମ ଜୟନ୍ତୀ ପାଳନ

15-Apr-2022



କଂଟାବାଞ୍ଜି(ଆନନ୍ଦ ମୋଟେ) : ୧୪ ଅପ୍ରେଲ ସାରା ବିଶ୍ୱ ଭୀମ ରାଓ ରାମଜୀ ଆମ୍ବେଦକରଙ୍କ ୧୩୧ତମ ଜନ୍ମ ଜୟନ୍ତି ପାଳନ କରିଛି । କଂଟବାଞ୍ଜି ସହରରେ ମଧ୍ୟ ବିଭିନ୍ନ ସଂଗଠନ ପକ୍ଷରୁ ଏହି ଦିବସ ପାଳନ କରାଯାଇଛି । ତୁରେକେଲା ବ୍ଲକ ବେହେରେନସିଲେଟ ଗାଁ ଯୁବ ଆମ୍ବେଦକର ସଂଘ ପକ୍ଷରୁ ଗାଁରେ ଏହି ଦବଳ ପାଳନ କରଯାଇଛି । ସଂଘ ସଦସ୍ୟ ମାନେ ଏକତ୍ରିତ ହୋଇ ବାବା ସାହେବ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଅମର ରହେ ର ନାରା ଦେଇ ଗାଁ ପରିକ୍ରମା କରିଥିଲେ । ସଂଘ ସଭାପତି ରୋହନ କୁମାର ମହତ, ସଦସ୍ୟ ମୋହନ ସୁନା, ଭିଷ୍ମ ଜାଲ, ରାଜେଶ ମହାନନ୍ଦ, ସତ୍ୟ ମହାନନ୍ଦ, ସୁମନ ମହତ, ଦୁର୍ଗେ ତାଣ୍ଡି, ମିଳନ ସୁନା, ରାହୁଲ ମହତ, ଜଗନ୍ନାଥ ନାଗ, କାହ୍ନା ସୁନା, ଅଭି ଜାଲ, ଉଜଲ ସୁନା, ଦେବାର ତାଣ୍ଡି, ନିଲାମ୍ବର ସୁନା ସହ ଅନ୍ୟ ସଦସ୍ୟ ସାମିଲ ଥିଲେ । ସେହିପରି କଂଟାବାଞ୍ଜି ପ୍ରେସ କ୍‌ଲବ ପକ୍ଷରୁ ମଧ୍ୟ ଏହି ଦିବସ ପାଳନ କରାଯାଇଥିଲା  ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜା, କାର୍ଯ୍ୟକାରି ସଭାପତି ସୁରଦାସ ବାଗ, ପରାମର୍ଶଦାତା ଆଶିଷ ଖଇତାନ, ଆନନ୍ଦ ମୋଟେ, କାର୍ଯ୍ୟକାରି ସଦସ୍ୟ ଯୁଗଲ କିଶୋର ଶବର, ରୋହନ ମହତ ସହ ଅନ୍ୟ ସଦସ୍ୟ ଏନଏସି କାର୍ଯ୍ୟାଳୟ ପାଖରେ ଥିବା ଆମ୍ବେଦକର ମୃର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଜୟ ଭୀମ ନାରା ଲଗାଇଥିଲେ । କଂଟାବାଞ୍ଜି ଆମ୍ବେଦକାର ଜନ୍ମ ଜୟନ୍ତି ମହୋତ୍ସବ କମିଟି ପକ୍ଷରୁ ମଧ୍ୟ ଏହି ଦିବସ ପାଳନ କରାଯାଇଥିଲା । କମିଟି ସଦସ୍ୟ କଂଟାବାଞ୍ଜି ଡାକ୍ତରଖାନା ପହଂଚି ସେଠାରେ ରୋଗୀ ମାନଙ୍କୁ ଫଳ ବଂଟନ କରିଥିବା ବେଳେ କିଛି ସଦସ୍ୟ ରକ୍ତ ଭଣ୍ଡାରରେ ସ୍ୱେଚ୍ଚାକୃତ ଭାବେ ରକ୍ତଦାନ କରିଥିଲେ । ଜଗମୋହାନ ତାଣ୍ଡି, ଅମର ବାଗ,  ବବୃବାହାନ ନାଗ, ମାଧବ ବଏ, ରଶ୍ମି ରଂଜନ ନାଗ, ସଦାନନ୍ଦ ବାଗ, ବିଶାଲ ମଜଖଣ୍ଡ, ଅଭି ତାଣ୍ଡି, ପିତାମ୍ବର ବାଗ, ଦେବଦତ୍ତ ମଜଖଣ୍ଡ, ଜଗ ନାଗ, ଗୋବିନ୍ଦା ବିଭାର, ଗୋବିନ୍ଦ ତାଣ୍ଡି, ପ୍ରଶନ୍ନ ମହାନନ୍ଦ, ରାମପ୍ରସାଦ ବାଗ, ଜେନାରାମ ମାହାର, ଭୁଲେନ୍ଦ୍ର ମହତ, ନରହରି ଜାଲ, ଅରୁଣ ଛୁରା , ଯୋଗ ବାଗ, ସହ ଅନ୍ୟ ସଦସ୍ୟ ବାବା ସାହେବଙ୍କ ପ୍ରତିମୃର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ସଂନ୍ଧ୍ୟା ସମୟରେ ଶତାଧିକ ଯୁବକ ମହିଲା  ଏକ ଶୋଭାଯାତ୍ରା ସହର ମୁଖ୍ୟ ରାସ୍ତା ଦେଇ ନୁଆପଡା ସ୍ଥିତ ମଂଗଳ ଭବନ ପହଂଚି ସେଠାରେ ଏକ ସଭାର ଆୟୋଜନ କରାଯାଇଥିଲା । ସଭାରେ ବାବା ସାହେବଙ୍କ ଜୀବନି ଉପରେ ବକ୍ତା ମାନେ ଆଲୋପକପାତ କରିଥିଲେ । ଜିନ୍ଦାବାଦ ସଂଗଠନ ପକ୍ଷରୁ ଏହି ଦିବସ ପାଳନ କରାଯାଇଥିଲା । ସଂଗଠନର ସଦସ୍ୟ ମାନେ ସ୍ଥାନିୟ ଗୋରୁ ବଜାରରୁ ଏକ ଶୋଭାଯାତ୍ରା ସହର ମୁଖ୍ୟ ରାସ୍ତା ଦେଇ ଆମ୍ବେଦକର ଛକ ପହଂଚିଥିଲେ । ସେଠାରେ ବାବା ସାହେବଙ୍କ ପ୍ରତିମୃତିରେ ପୁଷ୍ପମାଲ୍ୟ ଅର୍ପଣ କରି ଏହି ଦିବସ ପାଳନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର