-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

ଅଜଣା ଯୁବକ ଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ

15-Apr-2022



ବଲାଙ୍ଗୀର/କଣ୍ଟାବାଞ୍ଜି:(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଳ ଷ୍ଟେସନ ନିକଟରେ ଥିବା ବିଦ୍ୟୁତ କାର୍ଯ୍ୟାଳୟ ପାଖ ଏକ ପରିତ୍ୟକ୍ତ ନାଳରୁ ଜଣେ ଅଚିହ୍ନା ଯୁବକର ମୃତଦେହ ପଡ଼ିଥିବା ପୋଲିସ ନିକଟରୁ ସୂଚନା ମିଳିଛି ।  ପାରିପାର୍ଶ୍ବିକ ସ୍ଥିତି କ୍ରମେ ମୃତ ଯୁବକଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଶାଗୁଆନ ଗଛ ଜଙ୍ଗଲ ଥିବା ଯୋଗୁ ଏଠାକୁ ଲୋକେ ଶୌଚ ପାଇଁ ଆସିଥାନ୍ତି ।କୌଣସି ଲୋକ ଶୌଚ ପାଇଁ ଆସିଥିବା ବେଳେ ନାଳରେ ଶବ ପଡ଼ିଥିବା ଦେଖିବାକୁ ପାଇଥିଲେ । 

ପୁଲିସକୁ ଖବର ଦେବା ପରେ କଣ୍ଟାବାଞ୍ଜି ଥାନା ପୋଲିସ, ତଥା , ରେଳବାଇ ଜିଆରପି ଓ ଆରପିଏଫ ପୋଲିସ  ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଶବଟି ପଚିଯାଇଥିବା ବେଳେ ତାର ମୁଣ୍ଡ ପାଖରେ ଦୁଇଟି ବାଲି ବସ୍ତା ପଡ଼ିଥିବାର ଦେଖିବାକୁ ମିଳିଛି। ଯୁବକ ଜଣକ ଉଲଗ୍ନ ଅବସ୍ଥାରେ ଥିବା ଦେଖାଯାଇଛି।
କିଛି ସମୟ ପରେ ବଲାଙ୍ଗୀର ସାଇଣ୍ଟିଫିକ ଦଳ ପହଞ୍ଚି ଏହାର ତଦନ୍ତ କରିବେ ବୋଲି ଥାନା ଅଧିକାରୀ ସତ୍ୟଜିତ କାଣ୍ଡଲକେଲ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର