-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଦଳିତ ମିଳିତ ମଂଚ ତରଫରୁ ବାବା ସାହେବ ଆମ୍ବେଦକର ଜୟନ୍ତି ପାଳିତ

15-Apr-2022



ବଲାଙ୍ଗିର,ଜିଲ୍ଲା ଦଳିତ ମିଳିତ ମଂଚ ବଲାଙ୍ଗିର ତରଫରୁ ବାବା ସାହେବ ଆମ୍ବେଦକରଙ୍କ ୧୩୧ ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ସକାଳ ଘ.୮ ଟା ସମୟରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ଠାରୁ ଏକ ଭବ୍ୟ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ କଲେଜ ଛକ ଠାରେ ସମାପ୍ତ ହୋଇଥିଲା । ଶୋଭାଯାତ୍ରା ସମୟରେ କଚେରୀ ଛକ ଠାରେ ଥିବା ବାବା  ସାହେବଙ୍କ ପ୍ରତିମୃର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।

ପରେ କଲେଜ ଛକ ଠାରେ ଥିବା କଲ୍ୟାଣ ମଣ୍ଡପ ଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ବାସୁଦେବ ମୁଗ୍ରୀଙ୍କ ସଭାପତିତ୍ୱରେ ତଥା କୁନା ବାଗଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ନଟରାଜ ନାଗ, ଭୀମସେନ ବାଗ, ସବିତା ନନ୍ଦ, ଲଳିତା ଦୀପ, ଦ୍ରୋଣ କୁମ୍ଭାର ଓ ଅମିନ୍ଦ୍ର ମେହେର ପ୍ରମୁଖ ଯୋଗ ଦେଇଥିବା ବେଳେ ଅର୍ଜୁନ ମୁଗ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ ଅତିଥିମାନେ ବାବା ସାହେବଙ୍କ ସଂଘର୍ଷମୟ ଜୀବନ ଗାଥା

ଉଦ୍‌ଥାପନ କରିବା ସହିତ ଶିକ୍ଷିତ ହେବା, ସଂଘର୍ଷ କରିବା ଓ ସଂଗଠିତ ହେବା ପାଇଁ ଆହ୍ୱାନ ଜଣାଇଥିଲେ ।  ସାଂପ୍ରତିକ ସମୟରେ ସଂବିଧାନର ସୁରକ୍ଷା ପାଇଁ ଉଦ୍ୟମ ପ୍ରତି ବ୍ୟକ୍ତିର କର୍ତ୍ତବ୍ୟ ହେବା ଉଚିତ ବୋଲି ଅତିଥିମାନେ ମତ ରଖିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ଏସ୍‌ସି/ଏସ୍‌ଟି ବ୍ୟାଙ୍କ କର୍ମଚାରୀ ସଂଘ ବଲାଙ୍ଗିର ର ବିଶେଷ ଭୂମିକା ରହିଥିଲା । ସଂଘ ତରଫରୁ ଖରାକୁ ଦୃଷ୍ଟି ରେ ରଖି ବିଭିନ୍ନ ପ୍ରକାର ଥଣ୍ଡା ପାନୀୟ ଜଳ ସଂଘ ତରଫରୁ ବଣ୍ଟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର