-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||     

HOME   ଜିଲ୍ଲା

ଗଣ୍ଡାବଜା ପତ୍ରିକା ପକ୍ଷରୁ ଆମ୍ବେଦକର ଜୟନ୍ତୀ,  ଦେଶର ଗଣତନ୍ତ୍ର ଓ ସମ୍ବିଧାନର ରକ୍ଷା ପାଇଁ ବିପ୍ଳବ ଆବଶ୍ୟକ ହେଲାଣି - ନରସିଂହ

15-Apr-2022



ବଲାଙ୍ଗିର, (ପ୍ରେରଣା ଖବର) - ଭରତୀୟ ସମ୍ବିଧାନ ହେଉଛି ଦେଶବାସୀଙ୍କ ପାଇଁ ବାବା ସାହେବ ଶ୍ରେଷ୍ଠ ଅବଦାନ । କିନ୍ତୁ ଦେଶରେ କ୍ଷିପ୍ର ଗତିରେ ବଢୁଥିବା ଧନୀ ଗରିବର ତାରତମ୍ୟ ଗଣତନ୍ତ୍ର ପ୍ରତି ଘାତକ ସାବିତ ହେଉଛି । ଏହାକୁ ନେଇ ମାନ୍ୟବର ସୁପ୍ରିମ କୋର୍ଟ ମଧ୍ୟ ଟିପ୍ପଣୀ ଦେଇଛନ୍ତି ଯେ, ବର୍ତ୍ତମାନ ଦେଶର ବିଭିନ୍ନ ରାଜ୍ୟରେ ଲୋକଙ୍କ ମଧ୍ୟରେ ଅର୍ଥନୈତିକ ବିଷମତା ବଢୁଥିବାରୁ ଦେଶରେ ଚରମପନ୍ଥୀ କାର୍ଯ୍ୟକଳାପ ବଢିବାରେ ଲାଗିଛି । ଏହା ଉପରେ ସରକାରମାନେ ଯଥାଶୀଘ୍ର ଗଭୀର ଚିନ୍ତା କରିବାର ଅବଶ୍ୟକତା ରହିଛି । କାରଣ ଧନୀ ଗରିବର ତାରତମ୍ୟ ବଢିଲେ ଏହା ଆମର ସମ୍ବିଧାନ ଓ ଗଣତନ୍ତ୍ର ପ୍ରତି ବିପଦ ସୃଷ୍ଟି କରିବ । ତେଣୁ ବର୍ତ୍ତମାନ ପରିସ୍ଥିତିରେ କେବଳ ସଭାସମିତି କିମ୍ବା ମହାମନିଷୀଙ୍କ ଗୁଣଗାନ ଦେଶର ସମ୍ବିଧାନ ଓ ଗଣତନ୍ତ୍ରକୁ ସୁରକ୍ଷା ଦେଇ ପାରିବ ନାହିଁ । ସମ୍ବିଧାନ ଓ ଗଣତନ୍ତ୍ରର ସୁରକ୍ଷା ପାଇଁ ଆବଶ୍ୟକ ହେଲେ ଜନସାଧାରଣଙ୍କୁ ବିପ୍ଳବର ପନ୍ଥା ଆପଣାଇବା ପାଇଁ ପ୍ରସ୍ତୁତ ରହିବା ଦରକାର ବୋଲି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଗଣ୍ଡାବଜା ପତ୍ରିକା ପକ୍ଷରୁ ଆୟୋଜିତ ଅମ୍ବେଦକର ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟରେ କହିଛନ୍ତି । 
 

    ସ୍ଥାନୀୟ ସାମ୍ବାଦିକ ଭବନରେ ଗଣ୍ଡାବଜା ପତ୍ରିକାର ସମ୍ପାଦକ ତ୍ରିଲୋଚନ ନନ୍ଦଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ବାବା ସାହେବଙ୍କ ପ୍ରତିମୁର୍ତ୍ତିରେ ଅତିଥିମାନେ ପୁଷ୍ପମାଲ୍ୟ ପ୍ରଦାନ କରିବା ସହ ଆମ୍ବେଦକରଙ୍କ ସଂଘର୍ଷ ଓ ଦେଶ ଜାତି ପ୍ରତି ଅବଦାନ ଉପରେ ଆଲୋଚନାଚକ୍ର ଆରମ୍ଭ ହୋଇଥିଲା । ବାବା ସାହେବ ବହୁ ପ୍ରତିକୁଳ ପରିସ୍ଥିତିରେ ନିଜକୁ ବିଶ୍ୱସ୍ତରିୟ ବ୍ୟକ୍ତିତ୍ୱ ରେ ପରିଣତ କରି ମାନବ ସମାଜର ମୁକ୍ତି ପାଇଁ ଅମୁଲ୍ୟ ମନ୍ତ୍ର ଦେଇ ଯାଇଛନ୍ତି । ଯାହା ଆଜି ସାରା ବିଶ୍ୱକୁ ରାହ ଦେଖା ଯାଉଛି ବୋଲି ସଭାର ମୁଖ୍ୟବକ୍ତା  ଅବସରପ୍ରାପ୍ତ ପ୍ରାଧ୍ୟାପକ ରବି ପାଣ୍ଡିଆ ବକ୍ତବ୍ୟ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି  ଜିଲ୍ଲା ପରିଷଦ ସଭ୍ୟ ଶିବଦତ୍ତ ମିଶ୍ର, ପଶ୍ଚିମ ଓଡିଶା ମହିଳା ସଂଗଠନ ସଭାପତି ସବିତା ନନ୍ଦ, ସାମାଜିକ କର୍ମି ସୁଷମା ବଏ ଦଳିତ ଆଦିବାସୀ ଓ ମହିଳା ଅଧିକାର ସୁରକ୍ଷିତ କରିବାରେ ବାବା ସାହେବଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ । ସେହିପରି    ଯୁବ ଆଇନଜୀବି ତଥା ଆମ୍ବେଦକରବାଦୀ ଦିନେଶ ନାଗ ଦଳିତ, ଆଦିବାସୀ ତଥା ପଛୁଆ ବର୍ଗ ଏବେବି କିପରି ଦେଶରେ ଦଳନର ଶିକାର ହେଉଛନ୍ତି ଏବଂ ବିଗତ ସାତ ବର୍ଷରେ ଏହା ଆହୁରି ବିକଟାଳ ରୁପ ଗ୍ରହଣ କରିଛି, ସେ ଉପରେ ସବିଶେଷ ତଥ୍ୟ ପ୍ରଦାନ କରିବା ସହ ଦେଶରେ ଏକ ସୁସ୍ଥ ସମାଜ ଗଠନ ପାଇଁ  ଏକ ଜାତିବିହୀନ ସମାଜର ଆବଶ୍ୟକତା ରହିଛି ବୋଲି କହିଥିଲେ । ଶେଷରେ ସଭାର ସଂଯୋଜକ ତରଣୀ ସେନ ଦୀପ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026

You Might Also Like