-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ବିଶାଳ କଳସ ଶୋଭାଯାତ୍ରା ସହ ସିନ୍ଧେକେଲା ରେ ହନୁମାନ ଜୟନ୍ତୀ ପାଳିତ । ଭଜନସଂନ୍ଧ୍ୟା ସହିତ ପ୍ରବଚନ

16-Apr-2022



 ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସବଷ୍ଟେସନ ପଡା ସ୍ଥିତ ଶ୍ରୀ ହନୁମାନ ମହାପ୍ରଭୁଙ୍କ ମନ୍ଦିରରେ ମହାବିଷୁବ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ମହା ଆଡମ୍ବରରେ ପାଳିତ ହୋଇଯାଇଅଛି । ଏହି ଅବସରରେ ଗତ ବୁଧବାର ଶତାଧିକ ଲୋକ ଓ ଯୁବବର୍ଗ ଏକ ବିରାଟ ଶୋଭାଯାତ୍ରା ସହ ସିନ୍ଧେକେଲା ଅଞ୍ଚଳର ଇଷ୍ଟଦେବୀ ମାଁ ଦ୍ୱାରସେହ୍ନି ମନ୍ଦିର ନିକଟ ପବିତ୍ର ପୁଷ୍କରିଣୀ ବାଣୀବଘାର ରୁ କଳସ ଆଣି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ । ଗୁରୁବାର ପ୍ରାତଃ ସମୟରେ ପୂଜାର୍ଚ୍ଚନା , ପୂର୍ବାହ୍ନରେ ହୋମ କର୍ମ , ସନ୍ଧ୍ୟାରେ ମହା ଆଳତି ,

ରାତ୍ରୀରେ ହନୁମାନ ଚାଲିଶା ପାଠ ଓ ସର୍ବ ସାଧାରଣ ପ୍ରସାଦ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତପନ ଜୈନ କର୍ତ୍ତା ଦାୟିତ୍ବ ତୁଲାଇଥିବା ବେଳେ ପୂଜକ ଭାବରେ ସୁରୁ ରଥ  ଯୋଗଦେଇ ପୂଜା ଓ ହୋମ କର୍ମ ସମ୍ପାଦିତ କରିଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଭଜନ ସମାରୋହ ଓ ପ୍ରବଚନ ହୋଇଥିଲା । ଏଥିରେ ବ୍ୟାସ ପ୍ରବଚକ ଭାବରେ ତରଣୀ ସେନ ବେହେରା ମହାବୀର ଶ୍ରୀ ହନୁମାନ ଓ ପ୍ରଭୁ ଶ୍ରୀରାମ ଙ୍କ ଆଧାରିତ କଥାମୃତ ପାଠ କରିଥିବା ବେଳେ ମାୟାଧର ଖର୍ସେଲ, ହେମନ୍ତ ପୟାସିଂ , ପ୍ରଦ୍ୟୁମ୍ନ ବାଗ , ସୁଶିଲ ନାଗ, ଅମରପତି ବିଶି , ରମେଶ ସାହୁ ପ୍ରମୁଖ ସହଯୋଗ କରିଥିଲେ। ହନୁମାନ ମନ୍ଦିର ପୁଜା କମିଟି ସଭାପତି ସୁମନ୍ତ ରଣା , ସମ୍ପାଦକ ଗୋପୀନାଥ ସାହୁ , ଦୀପକ ସାହୁ , ସିଲୁ ସାହୁ , ଉଦିତ ନାରାୟଣ ପଣ୍ଡା , ଭୋଳା ସାହୁ , ଲୁଲୁ ରଣା , ନୀଳ ସିଂଦେଓ , ଶିବ ପ୍ରସାଦ ଥପା , ସମୀର ନାଏକ , ବୁଲୁ ରଣା , ଚନ୍ଦୁଲାଲ ଯାଦବ , ପିଣ୍ଟୁ ବେହେରା , ରାଧେ ଥପା , ଉମେଶ ସାହୁ , ବିଭୁ ଗହୀର , ନିର୍ମଳ ରଣା , ହୁରସି ଭାଟି , ଟୁନା ସାହୁ , ପିଣ୍ଟୁ ଜୈନ ପ୍ରମୁଖଙ୍କ ସହ ସବଷ୍ଟେସନ ପଡ଼ାବାସୀ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like