-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ଗଇଠିପୁର ଗ୍ରାମରେ ପଞ୍ଚମୁଖୀ ହନୁମାନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା

16-Apr-2022



ତିର୍ତ୍ତୋଲ -ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କନିମୁଳ ପଞ୍ଚାୟତ ଗଇଠିପୁର ଗ୍ରାମରେ ପଞ୍ଚମୁଖୀ ହନୁମାନ ଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ହୋଇଯାଇଛି.  ବଜରଙ୍ଗବାଲି ସାଂସ୍କୃତିକ ଯୁବ ପରିଷଦ ର ମୁଖ୍ୟ ରଞ୍ଜନ ଖୁଣ୍ଟିଆ ଙ୍କ ନେତୃତ୍ୱ ରେ
ବଜରଙ୍ଗବାଲି ସାଂସ୍କୃତିକ ଯୁବ ପରିଷଦ ଗଇଠିପୁର  ଆନୁକୂଲ୍ୟରେ  ପଞ୍ଚମୁଖୀ ହନୁମାନ ଙ୍କ ବିଗ୍ରହ ପ୍ରତିଷ୍ଠା କରାଯାଇଇଥିଲା. ରାମାୟଣୀ ପଣ୍ଡିତ ଅଭୟ ଦାଶ, ପୂଜକ ମଳୟ ପାଣି ଯୋଗଦେଇ ପୂଜାକାର୍ଯ୍ୟ ସମ୍ପାଦନ କରିଥିଲେ. ଏଥିରେ ୫ ଜଣ କର୍ତ୍ତା ରାଜକିଶୋର ସାହୁ, ଆଦିତ୍ୟ ନାରାୟଣ ଖୁଣ୍ଟିଆ, କୁମାର ବିଶ୍ୱଜିତ ଖୁଣ୍ଟିଆ, ପ୍ରଦୀପ୍ତ ସୁତାର, ବାଦଲ ସାହୁ ପ୍ରମୁଖ କର୍ତ୍ତା ଭାବେ ଦାୟିତ୍ୱ ତୁଲାଇଥିଲେ. ପ୍ରଥମେ ଏହି ଅବସରରେ ଘଣ୍ଟ ଘଣ୍ଟା ଓ କୀର୍ତନ ସହିତ ପାଇକା ନଦୀରୁ କଳସ ଶୋଭାଯାତ୍ରା କରାଯିବା ପରେ ମନ୍ଦିର ନିକଟରେ ପହଂଚି କଳସ ସ୍ଥାପନ, ପୂର୍ବ ମୂର୍ତ୍ତି ବିସର୍ଜନ, ନୂତନ ବିଗ୍ରହ ପ୍ରତିଷ୍ଠା, ହୋମ ଯଜ୍ଞ, ଘୃତ ଯଜ୍ଞ, ଅନ୍ନ ଯଜ୍ଞ ଆଦି ବିବିଧ ମାଙ୍ଗଳିକ କାର୍ଯ୍ୟକ୍ରମ ସହିତ ୧୦୮ ହନୁମାନ ଚାଳିଶା ପାଠ କରାଯାଇଥିଲା. ଏଥିରେ ବାୟା ଅବଧୂତ ସରକାରୀ ଉଚ୍ଚ ବିଦ୍ୟାଳୟ ର ଅବସର ପ୍ରାପ୍ତ ବରିଷ୍ଠ କିରାଣି ରଞ୍ଜନ କୁମାର ସାହୁ ଙ୍କ ତତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏହି କାର୍ଯ୍ୟକ୍ରମ କୁ 

 ବଜରଙ୍ଗବାଲି ସାଂସ୍କୃତିକ ଯୁବ ପରିଷଦ ଅବିନାଶ ସାହୁ, ଅନୁରାଗ ସାହୁ, ସନ୍ଦୀପ ସୁତାର, ଭବାନୀ ଶଙ୍କର ଖୁଣ୍ଟିଆ, ସ୍ମୃତି ରଞ୍ଜନ ସାହୁ, ବିଭୁତି ଭୂଷଣ ଦାଶ, ମାନସ ନାୟକ, ମନ ମୋହନ ସାହୁ, ପ୍ରଦୀପ୍ତ ସୁତାର, ରାଜକିଶୋର ସାହୁ, ପ୍ରସନ ସାହୁ, ମାନସ ରଞ୍ଜନ ମଲ୍ଲିକ, ଆଦିତ୍ୟ ଖୁଣ୍ଟିଆ, ଅଭିଷେକ ସାହୁ, ଉଦୟ ନାଥ ଖୁଣ୍ଟିଆ, ଆଲୋକ ଖୁଣ୍ଟିଆ ସମେତ ସମସ୍ତ ସଦସ୍ୟ ପରିଚାଳନା କରିଥିଲେ l

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like