-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ

16-Apr-2022



ସୁବର୍ଣ୍ଣପୁର/:ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ 16 ତାରିଖ  ରୁ ରବିଧାନ କ୍ରୟ  ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି l ଏଥି ନିମନ୍ତେ 58 ଗୋଟି ପ୍ୟାକ୍ସ ଓ 35 ଗୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମୁଦାୟ 93 ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ଯୋଗାଣ ନିଗମ ଧାନ କ୍ରୟ କରିବ l ରବି ଧାନ କ୍ରୟ  ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ, ମାତ୍ର ଏକର ପ୍ରତି କେତେ ପରିମାଣରେ ଧାନ କିଣାଯିବ ସେଥିପାଇଁ ରାଜ୍ୟ ସ୍ତରୀୟ କ୍ରୟ କମିଟି ନିଷ୍ପତ୍ତି ଗ୍ରହଣ କଲାପରେ ଜଣାପଡିବ l ଚଳିତ ବର୍ଷ ଧାନ କ୍ରୟ କେନ୍ଦ୍ର ଗୁଡିକରେ  ସପ୍ତାହର ପ୍ରତ୍ୟହ ଦିନ ସକାଳ 7 ଘଣ୍ଟା ରୁ ଅପରାହ୍ନ 12 ଘଣ୍ଟା ପର୍ଯ୍ୟନ୍ତ ଧାନ କ୍ରୟ କରାଯିବl ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି l ଚଳିତ ବର୍ଷ ରବି ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର 32946 ଜଣ ଚାଷୀ ପଞ୍ଜିକରଣ ହୋଇଥିବା ବେଳେ ଗତ ରବି ରେ 30022 ଜଣ ଚାଷୀ ପଂଜିକୃତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l ଗ୍ରୀଷ୍ମ ପ୍ରବାହ ଓ ପ୍ରାକ ମୌସୁମୀ କୁ ଦୃଷ୍ଟି ରେ ରଖି ସମସ୍ତ ଧାନ କ୍ରୟ ଗୁଡିକରେ କୌଣସି ପ୍ରକାର ଅସୁବିଧା କୁ ସମ୍ମୁଖୀନ ଓ ପ୍ରତିହତ କରିବା ନିମନ୍ତେ ପାନୀୟ ଜଳ, ବିଜୁଳି, ଟ୍ରପୋଲିନ ଓ ଚାଷୀ ଙ୍କ ପାଇଁ ଆଶ୍ରୟସ୍ଥଳ ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ରବି ଧାନ ବିକ୍ରୟ କୁ ସହଜ, ସୁବିଧା, ଓ ସ୍ଵଛତାର ସହ କରିପାରିବ ସେଥି ପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲପାଳ ତଥା ଅଧ୍ୟକ୍ଷା ବିଭାଗୀୟ ସମ୍ପୃକ୍ତ ଅଧିକାରୀ ବୃନ୍ଦ ନିଜ ନିଜ ବିଭାଗ ମଧ୍ୟରେ ଉତ୍ତମ ତଥା ଉପଯୁକ୍ତ ଯୋଗାଯୋଗ ପୂର୍ବକ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି  l ଗତ ବର୍ଷ ଧାନ କ୍ରୟ ସମୟରେ ଓ ପରେ ଉପୁଜିଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇ, ଚଳିତ ବର୍ଷ ତ୍ରୁଟିର ସମାଧାନ ଦିଗରେ ଜିଲ୍ଲା ପ୍ରଶାସନ ଗୁରୁତ୍ବଦେବl ସହ ଚଳିତ ବର୍ଷ ରବିଧାନ କ୍ରୟକୁ ସୁ ବ୍ୟବସ୍ଥିତ କରାଯିବ ବୋଲି ଜିଲ୍ଲାପାଳ ଶ୍ରୀମତୀ ନରୱଣେ ବୈଠକରେ ସୂଚନା ଦେଇଥିଲେ l ଏହି ଗୁରୁତ୍ୱପୂର୍ଣ ଜିଲ୍ଳା ସ୍ତରୀୟ  କ୍ରୟ କମିଟି ବୈଠକରେ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ଅବକାରୀ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ ଯୋଗଦାନ କରି ଜିଲ୍ଲାରେ ଚାଷ ଓ ଚାଷୀ ର ଗୁରୁତ୍ୱାରୋପ କରିବାସହ ଜିଲ୍ଲାରେ ରବିଧାନ କ୍ରୟ ପ୍ରକ୍ରିୟା କୁ ସୁବ୍ୟବସ୍ଥିତ ଓ ସୁଚାରୁରୂପେ ପରିଚାଳନା କରିବା ଉପରେ ପ୍ରଶାସନ ତଥା ସମ୍ପୃକ୍ତ ବିଭାଗ କୁ  ପରାମର୍ଶ ଦେଇଛନ୍ତି l ନୋଡାଲ ଅଧିକାରୀ ମାନେ ନିଜ ନିଜର କାର୍ଯ୍ୟରତ ସମ୍ପୃକ୍ତ ଅଞ୍ଚଳରେ ଥିବା ଧାନ କ୍ରୟ କେନ୍ଦ୍ର ଗୁଡିକୁ ପରିଦର୍ଶନ କରିବା ସହ ସୁ ପରିଚାଳନା ଉପରେ ବିଶେଷ ଗୁରୁତ୍ୱ ଦେବା ପାଇଁ ପରାମର୍ଶ କରିଛନ୍ତି l ଏହି ବୈଠକରେ ଜିଲ୍ଳା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା ଯୋଗଦାନ କରି ବିଭିନ୍ନ ଧାନ କ୍ରୟ କେନ୍ଦ୍ର ଗୁଡିକରେ ହେଉଥିବା ସମସ୍ୟା ଉପରେ ସୂଚନା ପ୍ରଦାନ କରି  ମିଲର୍ସ ଓ ଚାଷୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ପୂର୍ବକ ରବିଧାନ କ୍ରୟ କୁ ଶୃଙ୍ଖଳିତ କରିବା ନିମନ୍ତେ ଗୁରୁତ୍ୱାରୋପ କରିଛନ୍ତି l ଏହି ବୈଠକରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ,ପ୍ରକଳ୍ପ ନିର୍ଦେଶକ ଡି ଆର ଡି ଏ,ଶ୍ରୀ ଡୋଳାମଣି ପଟେଲ,ଉପଜିଲ୍ଲାପାଳ ସୋନପୁର ଶ୍ରୀ ନିହାର ରଞ୍ଜନ କଁହର, ବୀରମହାରାଜପୁର, ଉପଜିଲ୍ଲାପାଳ ଶ୍ରୀ ଅଶୋକ ଭୋଇ,ବଲାଙ୍ଗୀର ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ଶରତ ଶତପଥୀ,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଳା ଯୋଗାଣ ଅଧିକାରୀ,ସମ୍ପାଦକ ନିୟନ୍ତ୍ରିତ ବଜ଼ାର କମିଟି, ଜିଲ୍ଳା ସମବାୟ ଉପନିବନ୍ଧକ ସୁବର୍ଣ୍ଣପୁର, ଜିଲ୍ଲା ଚାଷୀ ସଂଗଠନ ର କର୍ମକର୍ତ୍ତା, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ଅଂଶ ଗ୍ରହଣ କରି ଆଲୋଚନାରେ ଭାଗ ନେଇଥିଲେ l ବୈଠକରେ ଶ୍ରୀ ସୁରେଶ ପାଣିଗ୍ରାହୀ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସ୍ୱାଗତ କରିବା ସହ ଅଧ୍ୟକ୍ଷ୍ୟl ଙ୍କ ଅନୁମତିରେ କାର୍ଯ୍ୟ ଖସଡ଼ା ପାଠ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like