-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ରାଜ୍ୟ

ଡଃ ପ୍ରକାଶଙ୍କୁ ଓଡିଆ ସଂସ୍କୃତି ପୁରୁଷ ସମ୍ମାନ ପ୍ରଦାନ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରା ବଞ୍ଚିରହିଲେ ଜାତିର ଉନ୍ନତି ସମ୍ଭବ -         ଡଃ ପ୍ରକାଶ

16-Apr-2022



ଭୁବନେଶ୍ୱର ତା ୧୬.୦୪ : ଦୀର୍ଘ  ତିନି ଦଶନ୍ଧିରୁ ଉର୍ଦ୍ଧ୍ୱକାଳ ଧରି  ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାର ଉନ୍ନତି ଓ ପ୍ରଚାର ପ୍ରସାର କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ଓଡିଆ ନବବର୍ଷପାଳନ ଅବସରରେ ରାଜ୍ୟର ଅଗ୍ରଣୀ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ନୀଳାଦ୍ରୀ ବିହାର ଯୁବ ଓ ସାସ୍କୃତିକ ସଂଘର ସଭାପତି ଡଃ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀଙ୍କୁ “ଓଡିଆ ସଂସ୍କୃତି ପୁରୁଷ” ସମ୍ମାନରେ ସମ୍ମାନିତ କରାଯାଇଛି । ଏହି ଉପଲକ୍ଷେ ଓଡିଶା ନାଗରିକ ମହାମଞ୍ଚ ତଥା ଓଡିଆ ସଂସ୍କୃତି ଓ ପରମ୍ପରାର ଜାଗ୍ରତ ପ୍ରହରୀ ନମାମି ମନ୍ଦାକିନୀ ଅନୁଷ୍ଠାନ ତରଫରୁ ରବିନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ହଟ୍ଟନାଥ ମଙ୍ଗରାଜ, ପୁର୍ବତନ ମନ୍ତ୍ରୀ ଡଃ ଦାମଦୋର ରାଉତ, ଶ୍ରୀ ବିଜୟ ମହାପାତ୍ର, ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ସାରସ୍ୱତ ସାଧକ ଜିତେଦ୍ର ନାରାୟଣ ଦାସ, ଲୋକସଭା ଆୟୋଗ ସଦସ୍ୟ ସାହିତ୍ୟିକ ନିରଞ୍ଜନ ସାହୁ, ପ୍ରଫେସର କୈଳାଶ ଚନ୍ଦ୍ର ଟିକାୟତ୍‌, ବରିଷ୍ଠ ପ୍ରଜ୍ଞାଚାର୍ଯ୍ୟ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ବିଶିଷ୍ଟ ସ୍ତମ୍ଭକାର ତଥା ଶିଶୁ ସାହିତ୍ୟିକ ଦାସ ବେନୁହୁର ପ୍ରମୁଖଙ୍କ ସଦୟ ଉପସ୍ଥିତିରେ ଡଃ ପ୍ରକାଶଙ୍କୁ ଉପୋଢୌକନ, ସ୍ମୃତିଫଳକ, ମାନପତ୍ର ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ପ୍ରକାଶ ଥାଉକି, ଯୁବଗୋଷ୍ଠୀଙ୍କୁ ଏକାଠି କରିବା ତଥା ସେମାନଙ୍କୁ କୁସଙ୍ଗ ଓ ଅନ୍ୟାନ୍ୟ ଅହିତକର ସାମାଜିକ କାର୍ଯ୍ୟକଳାପରୁ ଦୂରେଇ ରଖି ଗଠନ ମୂଳକ କାର୍ଯ୍ୟକ୍ରମରେ ନିୟୋଜିତ କରିବା ଲକ୍ଷ୍ୟରେ ୧୯୯୪ ମସିହାରେ ଏହି ଅନୁଷ୍ଠାନ ପ୍ରତିଷ୍ଠା କରି ସାସ୍କୃତିକ ଜାଗରଣ ଓ ସେବାକାର୍ଯ୍ୟ କରିବା ସହ ରାଜ୍ୟର ବିଭିନ୍ନ ପ୍ରାନ୍ତରେ  ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ଗଠନ ତଥା କାର୍ଯ୍ୟକ୍ରମକୁ ଉତ୍ସାହ ପ୍ରଦାନ କରି ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାର ଉନ୍ନତି କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଦେଇ ଅସୁଛନ୍ତି । ଦୀର୍ଘ ୨୭ ବର୍ଷରୁ ଉର୍ଦ୍ଧ୍ୱକାଳ ଧରି ନିରବଚ୍ଛିନ୍ନ ଭାବେ ଦୁଇଟି ଅହୋରାତ୍ର ସାମାଜିକ ନାଟକ ପରିବେଷଣ କରି ଏକ ନିଆରା ପରମ୍ପରା ସୃଷ୍ଟି କରିପାରିଛନ୍ତି । ଡଃ ପ୍ରକାଶ ଡି.ଏ.ଭି ଅନୁଷ୍ଠାନ ସହ ମଧ୍ୟ ସେହି ସମୟରୁ ଜଡିତ ରହି ଡି.ଏ.ଭି ଚନ୍ଦ୍ରଶେଖରପୁର ଠାରେ ୨୩ ବର୍ଷ କାର୍ଯ୍ୟକରି ସମ୍ପ୍ରତି ଡି.ଏ.ଭି କଳିଙ୍ଗ ନଗରଠାରେ ବରିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି । ସମ୍ବର୍ଦ୍ଧନାର ଉତ୍ତରରେ ଡଃ ପ୍ରକାଶ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରା ବଞ୍ଚିରହିଲେ ଜାତିର ଉନ୍ନତିରେ ସହାୟକ ହୋଇପାରିବ ବୋଲି ମତବ୍ୟକ୍ତ କରିବା ସହ ଏହାର ଶ୍ରେୟ ଅନୁଷ୍ଠାନର ସମସ୍ତ ସଦସ୍ୟଙ୍କୁ ପ୍ରଦାନ କରିବା ସହ ଏତେ ଦୀର୍ଘ ସମୟ ଧରି ସାଙ୍ଗରେ ରହିଥିବାରୁ ଧନ୍ୟବାଦ ଦେଇଥିଲେ । ଏହିପରି କାର୍ଯ୍ୟକ୍ରମ ଆଗକୁ ମଧ୍ୟ ଚାଲୁରହିବ ବୋଲି ମତବ୍ୟକ୍ତ କରିବା ସହ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଡଃ ପ୍ରକାଶ ତଥା ଅନୁଷ୍ଠାନର ଏହି ସଫଳତା ଓ କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ବୁଦ୍ଧିଜୀବି ମହଲରେ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like