-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ବିଚ୍ କନେକ୍ଟ କାର୍ଯ୍ୟକ୍ରମ ଆସନ୍ତାକାଲି ଶୁଭାରମ୍ଭ ବେଳାଭୂମି ସଫେଇ ଅଭିଯାନ ସହ ସଚେତନତା ମୂଳକ କାର୍ଯ୍ୟକ୍ରମ ସାମିଲ

16-Apr-2022



ପୁରୀ--(ସମୀର ରଞ୍ଜନ ନାୟକ )ଆସନ୍ତାକାଲି Beach Connect (ସଂଯୋଗ:ସ୍ବର୍ଣ୍ଣାଭ ବେଳାଭୂମି) କାର୍ଯ୍ୟକ୍ରମ ଆସନ୍ତାକାଲି ଶୁଭାରମ୍ଭ ହେବ । ପ୍ରତି ରବିବାର ବ୍ୟବଧାନରେ ସକାଳ ସାଢେ ୫ ଘଟିକାରୁ ସାଢେ ୮ ଘଟିକା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଯାରି ରହିବ । ସକାଳ ସାଢେ ୫ରୁ ସାଢେ ୬  ଘଟିକା ପର୍ଯ୍ୟନ୍ତ ଏକ ଘଣ୍ଟା ଧରି ଦିଗବାରେଣିରୁ ସ୍ବର୍ଗଦ୍ବାର ପର୍ଯ୍ୟନ୍ତ ବେଳାଭୂମି ସଫେଇ କରାଯିବ । ଏଥିସହ ଯୋଗ, ବିଚ ଭଲିବଲ, ମଲଖମ୍ଭ, ସ୍ବାସ୍ଥ୍ୟ ପରୀକ୍ଷା, କୁଇଜ ପ୍ରତିଯୋଗିତା, ୱାଟର ସ୍ପୋର୍ଟସ, ପିଲାମାନଙ୍କ ପାଇଁ ଫନ ଗେମ୍, ଟଗ୍ ଅଫ୍ ୱାର (ଦୌଡି ଭିଡା), ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ସେଲଫି ପଏଣ୍ଟ ସହ ଦସ୍ତଖତ

ଅଭିଯାନର ମଧ୍ୟ ଆୟୋଜନ କରାଯାଇଛି । ଏ ସଂପର୍କରେ ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସମୁଦ୍ରକୂଳ ବ୍ୟବସାୟୀ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ  ପୌରସଂସ୍ଥା ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ସରକାରୀ ଅଧିକାରୀ, କର୍ମଚାରୀ, ପର୍ଯ୍ୟଟକ, ହୋଟେଲ ବ୍ୟବସାୟୀ, ବୁଦ୍ଧିଜିବୀ, ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ସ୍ବେଚ୍ଛାସେବୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ସାମିଲ ରହିବେ ବୋଲି ଶ୍ରୀ ସ୍ବାଇଁ ସୂଚନା ଦେଇଛନ୍ତି । 
ଏହି ଅବସରରେ ଆହ୍ବାନ କରାଯାଇଥିବା ଫଟୋ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯିବ ।
ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କ୍ରୀଡାଧିକାରୀ ଶ୍ରୀ ଚନ୍ଦନ କୁମାର ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା, ପରାମର୍ଶଦାତା ଶ୍ରୀ ଜ୍ୟୋତିପ୍ରକାଶ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like