-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମ ପୀଠ ବିକାଶ କାର୍ଯ୍ୟ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ, ସୁଆଣ୍ଡୋ କେବଳ ଏକ ପର୍ଯ୍ୟଟନ ସ୍ଥଳୀ ନୁହେଁ, ଜ୍ଞାନ ର କେନ୍ଦ୍ର ହେବ ଓ ଗୋପବନ୍ଧୁଙ୍କ ତ୍ୟାଗପୁତ ଜୀବନ ଓ ଆଦର୍ଶର ପ୍ରସାରରେ ସହାୟକ ହେବ/ ମୁଜିୟମ ସହ ଗୋପବନ୍ଧୁ ଙ୍କ ପନ୍ଦର ଫୁଟର ବ୍ରୋଂଜ଼ ମୂର୍ତ୍ତି ରହିବ

16-Apr-2022



ପୁରୀ :(ସମୀର ରଞ୍ଜନ ନାୟକ )ଉତ୍କଳମଣି  ପଣ୍ଡିତ ଗୋପବନ୍ଧୁ  ଓଡ଼ିଆ ଜାତିର ଗର୍ବ ଓ ଗୌରବ.ଓଡ଼ିଆ ଜାତି ପାଇଁ ତାଙ୍କ ତ୍ୟାଗ କୁ ଏ ଜାତି କେବେ ଭୁଲି  ପାରିବ ନାହିଁ. ତାଙ୍କ ଜନ୍ମସ୍ଥାନ ପ୍ରତି ଓଡ଼ିଆଙ୍କ ର ତୀର୍ଥ କ୍ଷେତ୍ର. ଗୋପବନ୍ଧୁ ଙ୍କ ଜନ୍ମପୀଠ  ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମକୁ  କେବଳ  ଏକ ପର୍ଯ୍ୟଟନ ସ୍ଥଳୀ  ନୁହେଁ ଏକ ଜ୍ଞାନ ର କେନ୍ଦ୍ର ଭାବରେ  ବିକଶିତ  କରିବା  ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ  ନିର୍ଦ୍ଧେଶ କ୍ରମେ କାମ  ଆରମ୍ଭ  ହୋଇଛି .ଉତ୍କଳମଣିଙ୍କ ତ୍ୟାଗ ପୁତ  ଜୀବନ ଓ ଆଦର୍ଶ  ର  ପ୍ରଚାର ପ୍ରସାର ରେ ମଧ୍ୟ  ସହାୟକ ହେବ.

ପୂର୍ବରୁ ମୁଖ୍ୟମନ୍ତ୍ରୀ ଗୋପବନ୍ଧୁ ଙ୍କ ଜନ୍ମପୀଠ ର ବିକାଶ ଯୋଜନାକୁ  ଅନୁମୋଦନ  କରିଛନ୍ତି.

ଗୋପବନ୍ଧୁଙ୍କ ଜନ୍ମପୀଠ ର ବିକାଶ  ସେ ଅଞ୍ଚଳ ର  ଜନସାଧାରଣ ଙ୍କ  ବହୁଦିନର  ଦାବି ଥିଲା.

 

ମୁଖ୍ୟମନ୍ତ୍ରୀ ଙ୍କ ସଚିବ  (5T) ଶ୍ରୀ ଭି. କାର୍ତ୍ତିକେୟ ପାଣ୍ଡିଆନ ଆଜି ସୁଆଣ୍ଡୋ ଯାଇ  ସେଠାରେ ଚାଲିଥିବା  ବିକାଶ କାମ  ବୁଲି ଦେଖିଥିଲେ . ପ୍ରଥମେ ଶ୍ରୀ ପାଣ୍ଡିଆନ ଗୋପବନ୍ଧୁଙ୍କ  ସଠି ଘର କୁ ଯାଇ  ଉତ୍କଳମଣିଙ୍କ ପ୍ରତି ଶ୍ରଦ୍ଧା ନିବେଦନ  କରିଥିଲେ.ଏବଂ ଗୋପବନ୍ଧୁଙ୍କ ଦାୟାଦ ମାନଙ୍କୁ ଭେଟି ସ୍ମୁତି ପୀଠ  ବିଷୟରେ ଆଲୋଚନା କରିଥିଲେ. ଉତ୍କଳମଣି ଙ୍କ ଜନ୍ମ ପୀଠର  ବିକାଶ ପାଇଁ ସରକାର ଙ୍କ ପଦକ୍ଷେପ ର ସେମାନେ ଉଚ୍ଚ ପ୍ରଶଂସା  କରିଥିଲେ.

 
ରାଜ୍ୟସରକାରଙ୍କ ପକ୍ଷରୁ ଏହାର ପୁନଃରୁଦ୍ଧାର କାର୍ଯ୍ୟ ହାତକୁ ନିଆଯିବା ସହ ଦ୍ରୁତ ଗତିରେ ନିର୍ମାଣ କାର୍ଯ୍ୟ ଜାରି ରହିଛି.|

 ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମକୁ ଉନ୍ନତ ରାସ୍ତା, ପରିକ୍ରମା ରାସ୍ତା, ପାର୍କ, ମ୍ୟୁଜିଅମ ର ନିର୍ମାଣ କାର୍ଯ୍ୟକୁ ଆଜି 5ଟି ସଚିବ  ବୁଲି ଦେଖିଥିବା ବେଳେ ଦୁଇ ରୁ ତିନିମାସ ମଧ୍ୟରେ  ନିର୍ମାଣ କାର୍ଯ୍ୟ ଶେଷ କରିବାକୁ  ଜିଲ୍ଲାପାଳ ଙ୍କୁ ନିର୍ଦେଶ  ଦେଇଥିଲେ 

 |ସୁଆଣ୍ଡୋରେ ନିର୍ମାଣ ହେଉଥିବା ପାର୍କିଙ୍ଗ ପ୍ଲେସ, ରିସେପସନ ସେଣ୍ଟର ତଥା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ଶ୍ରୀ ପାଣ୍ଡିଆନ ବୁଲି ଦେଖିବା ସହ ଗୋପବନ୍ଧୁଙ୍କ  ସ୍ମୃତି ବହନ  କରୁଥିବା  ବିଭିନ୍ନ ସାମଗ୍ରୀକୁ ନେଇ ମ୍ୟୁଜିଅମ ଏବଂ ପୋଖରୀ ଆଦିରେ ଚାଲିଥିବା  ବିକାଶ କାମ ଅନୁଧ୍ୟାନ କରିଛନ୍ତି | ବିଶେଷ କରି ସୁଆଣ୍ଡୋରେ ଗୋପବନ୍ଧୁଙ୍କ  ପନ୍ଦର  ଫୁଟ ଉଚ୍ଚ ର ଏକ ବ୍ରୋଞ୍ଚ ପ୍ରତିମୂର୍ତ୍ତି ସ୍ଥାପନ ନେଇ   ସେ ଗ୍ରାମବାସୀଙ୍କ ସହ  ଆଲୋଚନା  କରିଥିଲେ.

ପ୍ରାୟ ୨୪କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଉଥିବା ଏହି ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ଏବଂ ସୁଚାରୁ ରୂପେ ଶେଷ କରିବା ନେଇ ଲକ୍ଷ୍ୟ ରଖାଯାଇଛି ଓ ଏ ଦିଗରେ ଗ୍ରାମବାସୀଙ୍କ ସହଯୋଗ  ମଧ୍ୟ କାମନା  କରାଯାଇଥିଲା.

| ତେବେ ଦୀର୍ଘ ୫୦ବର୍ଷ ପରେ ସୁଆଣ୍ଡୋ ଗ୍ରାମର ଏଭଳି ଉନ୍ନତି କରଣ କାର୍ଯ୍ୟ କରାଯାଉଥିବା ନେଇ ସୁଆଣ୍ଡୋ ବାସୀ ବେଶ ଗୌରାବାନ୍ୱିତ ମନେ କରିଥିବା ବେଳେ ସରକାରଙ୍କ ଏଭଳି ପ୍ରଚେଷ୍ଟାକୁ ସାଧୁବାଦ ଜଣାଇଛନ୍ତି.
ଏହି ଗସ୍ତ  ଅବସରରେ  ପୁରୀ ଜିଲ୍ଲାପାଳ ଓ ବରିଷ୍ଠ  ଅଧିକାରୀ ମାନେ ଉପସ୍ଥିତ ଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like