-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||     

HOME   ଜିଲ୍ଲା

ନୂଆ ବର୍ଷ ରେ ନୂଆ ରୂପରେ ଜୀ ସାର୍ଥକର ଦାଦାଗିରି

16-Apr-2022



ଭୁବନେଶ୍ୱର (ଅମୃତ ନନ୍ଦ) ଓଡିଆ ନୂଆବର୍ଷରେ ନୂଆ ଚମକ ସହ  ଜୀ ସାର୍ଥକର ‘ଦାଦାଗିରି’ । ଏହି ଲୋକପ୍ରିୟ ରିୟଲିଟି ସୋରେ ପୁଣି ହେବ ପ୍ରତିଭାର ବିଜୟ । ଏହି କାର୍ଯ୍ୟକ୍ରମର ଟାଇଟଲ ରହିଛି  ‘ପ୍ରତିଭାର ଦାଦାଗିରି’।
 ତେବେ ଏହି ସୋ’ରେ ଏବେ ନଜର ଆସିବେ ଓଲିଉଡ ମେଗାଷ୍ଟାର ସିଦ୍ଧାନ୍ତ ମହାପାତ୍ର । ଓଡିଆ ଟେଲିଭିଜନରେ ପ୍ରଥମ ଥର ପାଇଁ ସିଦ୍ଧାନ୍ତ ମହାପାତ୍ର ରିୟଲିଟି ସୋ’କୁ ହୋଷ୍ଟ କରିବେ । ଯାହାକୁ ନେଇ ପୁରା ଓଡିଶାବାସୀ ଏହି କାର୍ଯ୍ୟକ୍ରମକୁ ଚାହିଁ ବସିଛନ୍ତି ।
ମନୋରଞ୍ଜନ ସାଙ୍ଗକୁ ସୂଚନାଧର୍ମୀ ହେବ ‘ପ୍ରତିଭାର ଦାଦାଗିରି’ । ଏହି ରିୟଲିଟି ସୋ’ରେ ଓଡିଶାର କୋଣ ଅନୁକୋଣରୁ ପ୍ରତିଭା ଚୟନ କରିବେ ଓଲିଉଡ ମେଗାଷ୍ଟାର ସିଦ୍ଧାନ୍ତ ମହାପାତ୍ର । ନିଜ ଅନ୍ଦାଜରେ ପ୍ରତିଯୋଗୀମାନଙ୍କ ସହ ମଜାମସ୍ତି କରିବେ ମୁନାଭାଇ । ମେଗା ରିୟଲିଟି ସୋ ‘ଦାଦାଗିରି ’ ଘରେ ଘରେ ସବୁବର୍ଗର ଲୋକଙ୍କୁ ମନୋରଞ୍ଜନ କରିଆସିଛି । ଏହି ରିୟଲିଟି ସୋ’ ସିଦ୍ଧାନ୍ତଙ୍କ ଚମକରେ ଆହୁରି ଅଧିକ ଚମକିବ ବୋଲି ଚ୍ୟାନେଲ ପକ୍ଷରୁ ଜୀସାର୍ଥକର ଚ୍ୟାନେଲ ମୁଖ୍ୟ ଶ୍ରୀ ପ୍ରତିକ ସିଲ୍ ମତ ଦେଇଛନ୍ତି। ଓଲିଉଡ ମେଗାଷ୍ଟାର ସିଦ୍ଧାନ୍ତ ଅଭିନୟ, କ୍ରୀଡା, ରାଜନୀତି ସବୁଥିରେ ନିଜର ସ୍ୱତନ୍ତ୍ର ଛାପ ଛାଡିଛନ୍ତି । ତେଣୁ ‘ପ୍ରତିଭାର ଦାଦାଗିରି’ରେ ସିଦ୍ଧାନ୍ତଙ୍କ ହୋଷ୍ଟ ହି କାର୍ଯ୍ୟକ୍ରମରେ ଚାର ଚାନ୍ଦ ଲଗାଇବ ବୋଲି କୁହାଯାଇପାରେ । 
ନବେ ଦଶକରୁ ନେଇ ଆଜି ଯାଏଁ ନିଜ ଅଭିନୟର ଯାଦୁରେ ଓଡିଶାବାସୀଙ୍କ ହୃଦୟ ଜିତି ଆସିଛନ୍ତି ସିଦ୍ଧାନ୍ତ ମହାପାତ୍ର । ପ୍ରାୟ ୧୮୦ରୁ ଅଧିକ ଓଡିଆ ସିନେମା ସହ ତାମିଲ ଓ ବଙ୍ଗାଳୀ ସିନେମାରେ ଅଭିନୟ କରି ସମସ୍ତଙ୍କର ଖାସ ପସନ୍ଦ ହୋଇପାରିଛନ୍ତି ମୁନାଭାଇ । ଆଜ ବି ଯୁବବର୍ଗଙ୍କ ପ୍ରଥମ ପସନ୍ଦ ସିଦ୍ଧାନ୍ତ ମହାପାତ୍ର । ଏବେ ବି ସିଦ୍ଧାନ୍ତଙ୍କ ଅଭିନୀତ ପ୍ରତିଟି ସିନେମା ଦର୍ଶକେ ଦେଖିବାକୁ ପାଗଳ ହୋଇଯାଆନ୍ତି । ସିରିୟଲରେ ମଧ୍ୟ ଅଭିନୟ କରି ଓଡିଆ ଦର୍ଶକଙ୍କ ମନ କିଣିଛନ୍ତି ମୁନାଭାଇ । ସାତ ସାତ ଥର ଓଡିଶା ଫିଲ୍ମ ଫେୟାର ଆୱାର୍ଡ ଜିତିବାରେ ସିଦ୍ଧାନ୍ତ ହେଉଛନ୍ତି ଏକମାତ୍ର ଓଲିଉଡ ଅଭିନେତା । ନାୟକରୁ ଖଳନାୟକ ପ୍ରତିଟି ଅଭିନୟ ତାଙ୍କର ମନଛୁଆଁ ହୋଇଛି । ତେଣୁ ତାଙ୍କ ପ୍ରଶଂସକମାନେ ‘ପ୍ରତିଭାର ଦାଦାଗିରି’ରେ ନିଜ ପ୍ରିୟର ଅଭିନେତା ସିଦ୍ଧାନ୍ତଙ୍କୁ ଏବେ ଦେଖିବାକୁ ପାଇବେ । ଯାହାକୁ ନେଇ ସବୁଠି ଖୁସିର ଲହରୀ ଖେଳିଯାଇଛି । ଏହି ସୋ’ଟି ଜୀ ସାର୍ଥକରେ ପ୍ରତ୍ୟେକ ଶନିବାର ଓ ରବିବାର ରାତି ୯ଟା ୩୦ରେ ପ୍ରସାରିତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like