-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||     

HOME   ଜିଲ୍ଲା

କଥା ରଖିଲେ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି,ଗାଁ ଗାଁ ରେ ବଣ୍ଟନ ହେଲା ଖାଉଟି ସାମଗ୍ରୀ

16-Apr-2022



ବିନିକା(ହିମାଂଶୁ ଶେଖର ପୁଟେଲ) ନିଜ ଗ୍ରାମ ଠାରୁ ପ୍ରାୟ ୪/୫ କିମି ଦୂର ପଞ୍ଚାୟତ କାର୍ଯ୍ୟାଳୟକୁ ଖାଉଟି ସାମଗ୍ରୀ ନେଇ ଯାଉଥିଲେ ହିତାଧିକାରୀ ।ନିର୍ବାଚନରେ କଥା ଦେଇଥିଲେ ବିଜୟୀ ହେବାପରେ ଗାଁ ଗାଁ ରେ ଖାଉଟି ସାମଗ୍ରୀ ବଣ୍ଟନ ହେବ ।ସେହି ପ୍ରତିଶ୍ରୁତି ଆଜି ପାଳନ କରିଛନ୍ତି ବିନିକା ବ୍ଳକ ଚରଦା ପଞ୍ଚାୟତରେ ବିଜୟୀ ସରପଞ୍ଚ,ସମିତି ସଭ୍ୟ ଓ ସମସ୍ତ ୱାର୍ଡ ମେମ୍ବର । ଫଳରେ ପଞ୍ଚାୟତ ଅଧିନସ୍ଥ ବିଭିନ୍ନ ଗ୍ରାମରେ ଥିବା ହିତାଧିକାରୀ ମାନଙ୍କ ମଧ୍ୟରେ ନାହିଁ ନ ଥିବା ଖୁସିର ଲହରୀ ଖେଳିଯାଇଛି ।ସୂଚନା ଯୋଗ୍ୟ ଯେ ବିନିକା ବ୍ଳକ ଅନ୍ତର୍ଗତ ଚରଦା କପିଳେଶ୍ୱର ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ ବୃନ୍ଦା ବତି ନାୟକ,ସମିତି ସଭ୍ୟା ନଳିନୀ ସାହୁ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଚଳିତ ମାସ ଠାରୁ ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ନୂଆଁ ଡଙ୍ଗାରେ ବଣ୍ଟନ ହେବାକୁ ଯାଉଥିବା ଖାଉଟି ସାମଗ୍ରୀ ବଣ୍ଟନ ମେଳା କୁ ଫିତା କାଟି ଉଦ୍ଘାଟନ କରିବା ପରେ ଦାୟିତ୍ୱରେ ଥିବା ଯୋଗାଣ

ସହାୟକଙ୍କ ମାଧ୍ୟମରେ ପ୍ରଥମେ ଚରଦାର ହିତାଧିକାରୀ ମାନଙ୍କୁ ଖାଉଟି ସାମଗ୍ରୀ ଚାଉଳ,ଗହମ ଓ କିରୋସିନି ବଣ୍ଟନ ହୋଇଥିଲା ।ପରେ ପରେ ଫୁଲମୁଠି ଗ୍ରାମର ଉପର ପଡ଼ା ମଣ୍ଡପ ଠାରେ ଖାଉଟି ସାମଗ୍ରୀ ପରିବହନ ଗାଡ଼ିକୁ ଉଭୟ ସରପଞ୍ଚ ଓ ସମିତି ସଭ୍ୟା ପତାକା ଦେଖାଇ ଶୁଭାରମ୍ଭ କରିବା ପରେ ସମର୍ଥକଙ୍କ ଗହଣରେ ଗ୍ରାମର ଇଷ୍ଟଦେବୀ ମାଁ ମାହେଶ୍ୱରୀ ମନ୍ଦିରକୁ ଆସି ଦର୍ଶନ କରିଥିଲେ ।ସ୍ଥାନୀୟ ପୂଜା ମଣ୍ଡପ ଠାରେ   ଗ୍ରାମର ବରିଷ୍ଠ ସଚେତନ ନାଗରିକ ପ୍ରମୋଦ କୁମାର ଦାଶ ତାଙ୍କ ବକ୍ତବ୍ୟରେ ନିର୍ବାଚିତ ପ୍ରତିନିଧି ମାନେ ଦେଇଥିବା କଥା ରଖିଥିବାରୁ ହିତାଧିକାରୀ ଉପକୃତ ହୋଇଛନ୍ତି ଠିକ ସେହିପରି ଆଗାମୀ ଦିନରେ ପଞ୍ଚାୟତ ଅଧିନସ୍ଥ ସମସ୍ତ ଗ୍ରାମର ବିକାଶ ପାଇଁ ମଧ୍ୟ ଗୁରୁତ୍ତ୍ଵ ଦେବେ ବୋଲି ଉପସ୍ଥିତ ଗ୍ରାମବାସୀଙ୍କୁ କହିଥିଲେ । ଏହି ଅବସରରେ ପଞ୍ଚାୟତର ୱାର୍ଡ ପ୍ରତିନିଧି ଆନନ୍ଦ ହୋତା, ଶଙ୍କର ପଣ୍ଡା,ହରିବନ୍ଧୁ ରଣା,ସଭ୍ୟା କମଳିନୀ ମହାକୁର,ସଂଗଠକ ଭୀମସେନ ସାହୁ,ଧୀବର ବରିହା,ଶେଖର ଶର୍ମା,ଧର୍ମେନ୍ଦ୍ର ଥନାପତି,ବାବୁଲାଲ ସାହୁ,ନୀଳାମ୍ବର ସାହୁ,ରଞ୍ଜନ ନାଏକ,ମହେଶ୍ୱର ପ୍ରଧାନ,ସୁବାସ ମହାକୁରଙ୍କ ସମେତ ବହୁ ସ୍ବେଚ୍ଛାସେବୀ ଯୁବକ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026

You Might Also Like