-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||     

HOME   ଜିଲ୍ଲା

ମାଁ ବିନ୍ଧ୍ୟବାସିନୀ ଯାତ୍ରା ଅନୁଷ୍ଠିତ

16-Apr-2022



ବରଗଡ଼:-ବରଗଡ ଜିଲ୍ଲା ଭେଡେନ ବ୍ଲକ  ସଂକ୍ରିଡା ପଞ୍ଚାୟତ ର ଅଧିଷ୍ଠାତ୍ରୀ ଦେବୀ ମାଁ ବିନ୍ଧ୍ୟବାସିନୀ ଚୈତ୍ର ପୂର୍ଣ୍ଣମୀ ଦିନ ପ୍ରତି ବର୍ଷ ଭଳି ଏବର୍ଷ ମଧ୍ୟ ବିନ୍ଧ୍ୟବାସିନୀ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗତ ଦୁଇ ବର୍ଷ କରୋନା ମହାମାରୀ ଯୋଗୁଁ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିଲା। ଏବର୍ଷ କଟକଣା କୋହଳ ଥିବାରୁ ଶ୍ରଦ୍ଧାଳୁ, ଭକ୍ତ ମାନକଂ ପାଇଁ ସାଧାରଣ କଂ ଦର୍ଶନ ଉନ୍ମୁକ୍ତ ହୋଇ ଥିଲା। ଫଳରେ ହାଜର ହଜାର ସଂଖ୍ୟାରେ ଭକ୍ତ ମାନେ ଦର୍ଶନ କରିବା ପାଇଁ ସୁଯୋଗ ପାଇଥିଲେ। ଆଜି ରାତ୍ରି ୨ଟା ରୁ ଡାଲବ ପଞ୍ଚାୟତ ର ବାନିପାଲି ରୁ ମାଁ ବିନ୍ଧ୍ୟବାସିନୀ କଂ ଛତର ଆସି ସଂକ୍ରିଡା ତିନିମୁଡି ଛକରେ ବେହେରା ପରିବାର ବରଣ କରିଥିଲେ। ପରେ ଝାକଂର ଉଦ୍ଧବ ଧରେଇ ଓ ମାଧବ ଧରେଇ ମାଁ ବିନ୍ଧ୍ୟବାସିନୀ ଦେବୀ ପୀଠକୁ ନେଇଥିଲେ। ସେଠାରେ ମୁଖ୍ୟ ପୁରୋହିତ  ଦୁଃଖୀ ଶ୍ଯାମ ମିଶ୍ର, ଉଦିତ ବେହେରା, ଶଙ୍କର ବେହେରା, ଧ୍ରୁବରାଜ ପୁରୋହିତ ଶୁଶିଲ ପାଢୀ ପ୍ରମୁଖ ଚଣ୍ଡିପାଠ ଓ ହେମ ହୋଇ ପୂଜା କାର୍ଯ୍ୟ ହୋଇଥିଲା। ଏଥିରେ ମାଁ ବିନ୍ଧ୍ୟବାସିନୀ ଟ୍ରଷ୍ଟ ସଭାପତି ସତ୍ୟଜିତ ପୁରୋହିତ, ଉଦିତ ବେହେରା, ଉଦୟ ପୁରୋହିତ, ଅରବିନ୍ଦ ସୁଆର, ଜ୍ଞାନ ପୁରୋହିତ, ଦେବେନ୍ଦ୍ର ପୁରୋହିତ, ପ୍ରକାଶ ପୁରୋହିତ, କାହ୍ନୁ ଭୋସାଗର, ନରେନ୍ ପଞ୍ଚବିହାର ସଂକ୍ରିଡା ପୂର୍ବତନ ସରପଂଚ ଶୁସାନ୍ତ କୁମାର ସାହୁ ବର୍ତ୍ତମାନ ସରପଞ୍ଚ ଜୟନ୍ତୀ ସେଠ, ସମିତି ସଭ୍ୟ ଚାଷୀଗିରି ନଈ ଓ ସଂକ୍ରିଡା ଗ୍ରାମର ବହୁ ସ୍ୱେଚ୍ଛାସେବୀ ଅଂଶଗ୍ରହଣ କରି ପ୍ରତକ୍ଷ୍ଯ ତତ୍ପାବଧାନ ରେ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ଭେଡେନ ତହସିଲଦାର ଅନୀଲ କୁମାର ହୋତା, ଭେଡେନ ଥାନା ର ଆଇଆଇସି ସଂଗିତା ମହାପାତ୍ର କଂ ସମେତ ଭେଡେନ ପୋଲିସ ପକ୍ଷରୁ ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଥିଲା
। ଏହା ସହିତ ବରଗଡ ଉପଜିଲ୍ଲାପାଳ, ବରଗଡ ପୋଲିସ ବିଭାଗ ର ଏସ  ଡି ପି ଓ ମଧ୍ଯ ଆସି ଥିଲେ ଓ ଶାନ୍ତି ଶୃଙ୍ଖଳାର ନିରୀକ୍ଷଣ କରି ଥିଲେ। ଏହା ସହିତ କୋଶଲ ସେନା ପକ୍ଷରୁ ଅବିନାଶ ବିଶି କଂ ତତ୍ବାବଧାନରେ ସରବତ ଓ ଥଣ୍ଡା ପାନୀୟ

ଜଳର ବ୍ୟବସ୍ଥା କରାଯାଇଥିଲା ଓ ଝରାପାଲି ଲାୟନ୍ସ କ୍ଲବ, ଥୁଆପାଲି ପକ୍ଷରୁ ଅନ୍ନ ପ୍ରସାଦ, ସରବତ ଓ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯାଇଥିଲା। ଜନସାଧାରଣ ଙ୍କ ସୁବିଧା ନିମନ୍ତେ ବହୁ ଦୋକାନ ବଜାର ବସିଥିଲା।ଜନସାଧାରଣ ଙ୍କ ନିମନ୍ତେ ସାଇକଲ, ମୋଟର ସାଇକେଲ, ଚାରିଚକିଆ ଯାନ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଥିଲା, ହଜାର ହଜାର ସଂଖ୍ୟାରେ ଭକ୍ତ ଆସି ମାଁ ବିନ୍ଧ୍ୟବାସିନୀ ଦେବୀ ଦର୍ଶନ କରି ଖୁସି ବ୍ୟକ୍ତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026

You Might Also Like