-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

୫ଟି ସଚିବଙ୍କୁ ଭେଟି ବିନିକା ଅଞ୍ଚଳର ପ୍ରମୁଖ ସମସ୍ୟା ଉପସ୍ଥାପନ କଲେ ବିନିକା ଏନଏସି ଅଧ୍ୟକ୍ଷ ଓ ଉପାଧକ୍ଷା

17-Apr-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ ଓ ଉପାଧକ୍ଷା ତପସ୍ୱିନୀ ମେହେର ଗତକାଲି ଭୁବନେଶ୍ୱର ସ୍ଥିତ ନବୀନ ନିବାସ ଠାରେ ୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଭେଟି ବିନିକା ଅଞ୍ଚଳର ବିକାଶ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଉପରେ ଆଲୋଚନା କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ ବିନିକା ସହର ଦେଇ ପ୍ରବାହିତ ଚିରସ୍ରୋତା ମହାନଦୀ କୂଳରେ ଦୀର୍ଘ ବର୍ଷ ହେଲା ଅଧୁରା ହୋଇ ପଡିରହିଥିବା ରିଂ ରୋଡ଼ କାର୍ଯ୍ୟ ସମ୍ପୂର୍ଣ୍ଣକରଣ,ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ବାସୀଙ୍କ ପାଇଁ ମେଗା ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ,ପର୍ଯ୍ୟଟନ ସ୍ଥଳୀ ପାପକ୍ଷୟ ଘାଟ ପରିସରରେ ଆଧୁନିକ ଧରଣର ପାର୍କ ନିର୍ମାଣ,ମୁକ୍ତିତୀର୍ଥ ପାପକ୍ଷୟ(ମହାନଦୀରେ) ଘାଟରେ ବୋଟିଂ ବ୍ୟବସ୍ଥା,ମନ୍ଦିର ଗୁଡ଼ିକର ଅତ୍ୟାଧୁନିକ କରଣ, ଇକୋ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା, ପାନ୍ଥନିବାସର ପୁନରୁଦ୍ଧାର,ସେହିପରି ୧୨୩୦ ଖ୍ରୀଷ୍ଟାବ୍ଦରେ ନିର୍ମିତ ଯାହାକି ଓଡ଼ିଶାର ଶ୍ରୀକ୍ଷେତ୍ର ପୁରୀ ଜଗନ୍ନାଥ ମନ୍ଦିର ପ୍ରଥମ ହୋଇଥିବା ବେଳେ ବିନିକା ଗଡ଼ଭିତର ସ୍ଥିତ ଜଗନ୍ନାଥ ମନ୍ଦିର ଦ୍ଵିତୀୟ ବୋଲି କିମ୍ବଦନ୍ତୀ କୁହେ ।କିନ୍ତୁ ଦୁଃଖର ବିଷୟ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ମନ୍ଦିର ଦେବୋତ୍ତର ବିଭାଗ ଅଧିନରେ ନାହିଁ ତେଣୁ ଏହାର ସୁରକ୍ଷା କରାଯାଉ, ବିନିକା ଅଞ୍ଚଳରେ ସବ ତ୍ରେଜେରୀ ଅଫିସ ଖୋଲାଯାଉ,ବିନିକା ଅଞ୍ଚଳ ବାସୀଙ୍କ ଦୀର୍ଘ ବର୍ଷର ଦାବି ସରକାରଙ୍କ ଠାରେ ବିଚାରାଧୀନ ଥିବା ବିନିକାକୁ ତୁରନ୍ତ ଉପଖଣ୍ଡ ମାନ୍ୟତା ଘୋଷଣା କରାଯାଉ ଆଦି ଦାବି ଉପସ୍ଥାପନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like