-+91-9937148622 |
prerana_bgr@rediffmail.com |
Wednesday 6th May 2026 |
R.N.I. Regd No. ODIODI/2010/46693
Breaking News
19-Nov-2020
କୁଚିଣ୍ଡା, (ପ୍ରେରଣା ଖବର) : ବ୍ୟାଙ୍କ ଗାଡ଼ିରୁ ୩୫ ଲକ୍ଷ ୪୧ ହଜାର ଟଙ୍କା ଲୁଟ୍ ଘଟଣା; ଜଣେ ନାବାଳକ ସମେତ ୯ ଜଣଙ୍କୁ ଗିରଫ କଲା କୁଚିଣ୍ଡା ପୋଲିସ୍, ଗତ ୯ ତାରିଖରେ ଲଇମୁରା ୟୁନିୟନ ବ୍ୟାଙ୍କରୁ ଟଙ୍କା ନେଇ ଯାଉଥିଲା ଗାଡ଼ି, ରାସ୍ତାରେ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ!!