-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||     

HOME   ଜିଲ୍ଲା

ପ୍ରବାସୀ ଓଡ଼ିଆଙ୍କ ସୁଖ ଦୁଃଖ ବୁଝିଲେ ସରପଞ୍ଚ

17-Apr-2022



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଧୁମାଭଟା ପଞ୍ଚାୟତ ର ନୂଆ ସରପଞ୍ଚ ଯୁବ ନେତା ବନମାଳୀ ନାଏକ ସବୁ ସମୟରେ ଲୋକ ଙ୍କ ସମସ୍ୟା ସମ୍ପର୍କରେ ଅବଗତ କରାଉଥିବା ରୁ ଅଞ୍ଚଳରେ ଘୋରି ଘୁରି ପ୍ରଶଂସା କରୁଥିବା ଜଣାପଡିଛି।ସେ ଯେଉଁ ଦିନ ଠାରୁ ସରପଞ୍ଚ ପଦବୀରେ ବସିଲେ ସେହି ଦିନଠାରୁ ନିଜ ଅଞ୍ଚଳର ଉନ୍ନତି ଦିଗରେ ଆଗେଇ ଆସିଛନ୍ତି। ବର୍ତ୍ତମାନ ଖରାଦିନ ହୋଇଥିବା ହେତୁ ଲୋକେ ରାସନ୍ ସାମଗ୍ରୀ ପାଇଁ ପଞ୍ଚାୟତ କୁ ଆସି ହଇରାଣ ନ ହୁଅନ୍ତୁ ବୋଲି ଗାଁ ଗାଁ କୁ ରାସନ୍ ସାମଗ୍ରୀ ପହଁଞ୍ଚାଇ ଥିବାବେଳେ ବାର୍ଦ୍ଧକ୍ୟ ଭତ୍ତା ମଧ୍ୟ ଘର ଘରକୁ ପହଞ୍ଚାଇଥିବା ଯୋଗୁଁ ଅଞ୍ଚଳର ଲୋକମାନେ ବେଶ୍ ଖୁସି ମନେ କରିଛନ୍ତି। ଗାଁ କଲ୍ୟାଣ ପାଇଁ ପ୍ରତ୍ୟେକ ସପ୍ତାହରେ ସଫାସୁତୁରା କରାଉଛନ୍ତି ଏବଂ ଖରା ଦାଉରୁ ରକ୍ଷା ପାଇବା ପାଇଁ ଅସ୍ଥାୟୀ ଚହଲା ନିର୍ମାଣ କରିଛନ୍ତି। ଦୀର୍ଘ ୧୦ ବର୍ଷ ହେବ ପଞ୍ଚାୟତ ବାସିନ୍ଦା ହରିଶ୍ଚନ୍ଦ୍ର ଯୋଜନା ରୁ ବଞ୍ଚିତ ରହୁଥିବା ବେଳେ ପୁଣି ସେହି ଯୋଜନା କୁ ନବ ନିର୍ବାଚିତ ସରପଞ୍ଚ କାର୍ଯ୍ୟକାରୀ କରିଛନ୍ତି। ଗାଁ ଗାଁ କୁ ପାଣିଛତ୍ର ଦେବା ସହ ନିଜ ଅଞ୍ଚଳ କୁ ଭିକ୍ଷୁକ ମୁକ୍ତ ଭାବେ ଘୋଷଣା କରାଇଛନ୍ତି। ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ପରିଭ୍ରମଣ କରି ସମସ୍ୟା ର

ସମାଧାନ କରିବାକୁ ପ୍ରତିଶୃତି ଦେଇଛନ୍ତି। କିନ୍ତୁ ବର୍ତ୍ତମାନ ଏକ ଆଶ୍ଚର୍ଯ୍ୟଜନକ ବିଷୟ ହେଉଛି କି ନିଜ ଜନ୍ମସ୍ଥାନ ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ଶ୍ରମିକ ମାନଙ୍କୁ ଭିଡିଓ କଲ୍ ମାଧ୍ୟମରେ ଯୋଗାଯୋଗ କରି ସୁଖଦୁଃଖ ବୁଝିଥିବା ରୁ ସାରା ଜିଲ୍ଲାରେ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଧୁମାଭଟା ପଞ୍ଚାୟତ ର ମୁଖ ରୁ ସବୁବେଳେ ଶୁଣିବାକୁ ମିଳୁଛି ଯେ ଏଭଳି ସରପଞ୍ଚ କୋଟିଏ ରେ ଗୋଟିଏ । ସରପଞ୍ଚ ଆସନ ଗ୍ରହଣ କରି ଏକ ମାସ ରେ ମଧ୍ଯରେ ବିକାଶ ଏତେ ଦୁର କୁ ଯାଇଛି ତାହେଲେ ଆଗାମି ଦିନରେ ଆଗକୁ ଆଉ କେତେ ଯେ ବିକାଶ ହେବ ତାହା ଆଶ୍ଚର୍ଯ୍ଯଜନକ ବିଷୟ ପାଲଟିଛି !


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026

You Might Also Like