-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||     

HOME   ଅପରାଧ

ପତ୍ନୀକୁ ପିଟି ପିଟି ହତ୍ୟା  ସଇତାନ୍ ସ୍ୱାମୀ ୫ଦିନ ପରେ ମାଟି ତଳୁ ଶବ ଉଦ୍ଧାର , ପତ୍ନୀ ହତ୍ୟାକାରୀ ସ୍ୱାମୀ ଗିରଫ

17-Apr-2022



ନାକଟିଦେଉଳ(କନ୍ଦର୍ପ ବେହେରା)-ଟିକିଏ ଝଗଡାରୁ ନିଜ ପତ୍ନୀକୁ ପିଟି ପିଟି ହତ୍ୟା ପରେ ଶେଷରେ ଗାତ ଖୋଳି ଶବକୁ ନିକଟସ୍ଥ ଜଙ୍ଗଲରେ ପୋତିଦେବା ଏବଂ ଝାଡା ବାନ୍ତିରେ ମରିଥିବା କହି ନିରବ ରହିବା ଭଳି ଲୋମହର୍ଷଣକାରୀ ଘଟଣା ଘଟିଛି କିସିଣ୍ଡା ଥାନା ଅଂଚଳରେ । ହତ୍ୟାକାରୀ ସ୍ୱାମୀକୁ ମଧ୍ୟ ପୋଲିସ୍ ଗିରଫ କରିଥିବା ସୂଚନା ମିଳିଛି ।
  ପୋଲିସ୍ ସୂତ୍ରରୁ ପ୍ରକାଶ ଯେ , ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ କିସିଣ୍ଡା ଥାନା ଗୋଗୁଆ ପଂଚାୟତ ମଙ୍ଗଳପୁର ଗ୍ରାମର ମାଧବ ଶବର (୪୧)ନିଜ ପତ୍ନୀ ପ୍ରମିଳା ଶବର(୩୬)ଙ୍କ ସହ ଗତ ତା ୧୦ /୪ ରେ ସାମାନ୍ୟ କଥାରେ ବଚସା ହୋଇଥିଲା । ପତ୍ନୀ ବିମଳା ଶବରକୁ ଅଚାନକ ଏକ ଠେଙ୍ଗା ସାହାଯ୍ୟରେ ମାଡପିଟ୍ କରିଥିଲା । ଘଟଣା ସ୍ଥଳରେ ପତ୍ନୀର ମୃତ୍ୟୁ ହୋଇଥିବା ବେଳେ ସେ ଝାଡାରେ ମରିଥିବା ଗ୍ରାମାବସୀଙ୍କୁ କହିଥିଲା । ତାପରଦିନ ୧୧/୪ ରେ ହତ୍ୟାକାରୀ ମାଧବ ମଙ୍ଗଳପୁର ନିକଟସ୍ଥ ପତରା ଜଙ୍ଗଲକୁ ଯାଇ ଗାତ ଖୋଳି ଶବଟିକୁ ପୋତି ଦେଇଥିଲା । ପ୍ରତିଦିନ ପରି ସେମିତି ସେ ନିଜ କାମରେ ଲାଗିପଡିଥିଲା । ଗ୍ରାମବାସୀ ମାଧବର ଚାଲିଚଳନ ତଥା କାର୍ଯ୍ୟକଳାପରେ ସନ୍ଦେହ କଲେ । ମଙ୍ଗଳପୁର ଗ୍ରାମବାସୀ ଗତ ତା ୧୪/୪ ରେ କିସିଣ୍ଡା ଥାନାରେ ଲିଖିତ ଅଭିଯୋଗ କଲାପରେ  କିସିଣ୍ଡା ପୋଲିସ୍ ଘଟଣା ସ୍ଥଳକୁ ଯାଇ ତଦନ୍ତ କରି ଫେରିଆସିଥିଲା । ଗତ ତା ୧୫/୪ ରେ କିସିଣ୍ଡା ପୋଲିସ୍ ଟିମ୍ ଏବଂ ସମ୍ବଲପୁରରୁ ସାଇନ୍‌ଟି fiକ୍ ଟିମ୍ ଆସି ଶବ ପୋତିଥିବା ଜଙ୍ଗଲକୁ ଯାଇ ତଦନ୍ତ କରିବା ସହ ଅଭିଯୁକ୍ତକୁ ପଚାରିଥିଲେ । ସେ ପୋଲିସ୍ ଆଗରେ ସତ କଥା କହିଥିଲା । ଯା ଫଳରେ ପୋଲିସ୍ ତଦନ୍ତ କରିବାରେ ସ‘ଳ ହୋଇଥିଲା । ଗତ ୧୪/୪ ରୁ ତାକୁ ଅଟକ ରଖିଥିବା ବେଳେ ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି କିସିଣ୍ଡା ପୋଲିସ୍ ପ୍ରକାଶ କରିଛି । ଅଭିଯୁକ୍ତ ମାଧବ ଓ ମୃତ ପତ୍ନୀ ମିଶି ଜଙ୍ଗଲରୁ ଶିଆରୀ ପତ୍ର , ଶିଆରୀ ରଶି , ତଥା ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ପରିବାର ପ୍ରତିପୋଷଣ କରୁଥିଲା । ଆଦିବାସୀ ସଂପ୍ରଦାୟର ହୋଇଥିବାରୁ ସବୁ ସମୟରେ ସେମାନେ ପତିପତ୍ନୀ ନିଶା ସେବନ କରିଥାନ୍ତି । ନିଶାରେ ମସ୍ ଗୁଲ ନିଶାଗ୍ରସ୍ତ ହୋଇ ଏପରି କାଣ୍ଡ କରିଥିବା ଅନୁମାନ କରାଯାଉଛି । 
 କିସିଣ୍ଡା ଥାନା କେସ୍ ନଂ ୩୨/୧୫/୪ ସେକ୍ସନ୍ ୩୦୩/୩୦୨/୨୦୧ ରେ ମାମଲା ରୁଜୁ କରିଛି । କିସିଣ୍ଡା ଥାନାଧିକାରୀ ପ୍ରଶାନ୍ତ କୁମାର ସାମଲଙ୍କ ନିର୍ଦ୍ଦେଶକ୍ରମେ ଏଏସ୍ ଆଇ କଷ୍ଟୁ ଚରଣ ବେହେରା ତଥା ଅନ୍ୟ ଅଧିକାରୀମାନେ ଘଟଣା ସ୍ଥଳକୁ ଯାଇ  ତଦନ୍ତ କରିଥିଲେ । ଡାକ୍ତର ଚିନ୍ମୟ କର ବ୍ୟବଚ୍ଛେଦ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026

You Might Also Like