-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

କନ୍ଧମାଳରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ସୁବାସ ସରକାର: ବିଭିନ୍ନ ଉନ୍ନୟନ୍ନ ମୂଳକ କାର୍ଯ୍ୟ ସଂପର୍କରେ ଆଲୋଚନା

17-Apr-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ.ସୁବାସ ସରକାର, ଦିନିକିଆ କନ୍ଧମାଳ ଗସ୍ତରେ ଆସିଛନ୍ତି । କେନ୍ଦ୍ରମନ୍ତ୍ରୀ ସରକାର ପଶ୍ଚିମବଙ୍ଗ ରୁ ଟ୍ରେନ ଯୋଗେ ଭୁବନେଶ୍ୱର ଆସି ସେଠାରୁ କାର ଯୋଗେ ସିଧାସଳଖ କନ୍ଧମାଳ ଜିଲା ଗସ୍ତରେ ଆସି ଦିନ ଦଶଟା ସମୟରେ ସର୍କିଟ ହାଉସ ଠାରେ ପହଞ୍ଚିଥିଲେ । ସେଠାରେ ବିଜେପି ଓ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛସ୍ଵୀତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ବିଜେପି ପକ୍ଷରୁ ବିଜେପି ନେତା ଭଗବାନ ମହାନ୍ତି, ଅଜିତ ପଟ୍ଟନାୟକ, ପୌରାଧ୍ଯକ୍ଷା ସ୍ମିତା ମହାନ୍ତି, କାଉନସିଲର  ରମେଶ ମହାନ୍ତି, ନଗର ସଭାପତି ସୁଶାନ୍ତ ମହାନ୍ତି ପ୍ରମୁଖ ଫୁଲ ତୋଡ଼ା ଦେଇ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁ, ଙ୍କ ସମେତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ସ୍ଵାଗତ ଜଣାଇଥିଲେ l ପରେ ଜିଲ୍ଲା ପ୍ରଶାସନର ସମ୍ମିଳନୀ କକ୍ଷ ଠାରେ ବରିଷ୍ଠ  ଅଧିକାରୀ ମାନଙ୍କ ସହ ଜିଲ୍ଲାରେ  ଚାଲିଥିବା ବିଭିନ୍ନ ଉନ୍ନୟନ୍ନ ମୂଳକ ଯୋଜନା ସଂପର୍କୀତ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like