-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ପ୍ରାକୃତିକ ତୈଳ ର ସଂରକ୍ଷଣ ଆଗାମୀ ସମୟର ସ୍ବାଧୀନତା

17-Apr-2022



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ) : ବିଶ୍ବର ତାପମାତ୍ରା ବୃଦ୍ଧି ସହ ଜୀବନ ଦୁର୍ବିସହ ହୋଇ ପଡିଥିବା ବେଳେ ଆମ ପୃଥିବୀରସଂଚିତ ପ୍ରାକୃତିକ ସଂପଦ ର ଅବିଚାରିତ ବ୍ୟବହାର ଆଗାମୀ କୁ ଅନ୍ଧକାରମୟ କରିଦେବାର ସଙ୍କେତ ଦେଲାଣି । ବିଶେଷ କରି ପ୍ରାକୃତିକ ତୈଳ, ଗ୍ୟାସ ଅସରନ୍ତି ନୁହେ। ତେଣୁ ଏହାର ଉପଯୁକ୍ତ ଖର୍ଚ ସହ ଆମକୁ ପ୍ରାକୃତିକ ସଂପଦ ର ସଂରକ୍ଷଣ ଦିଗରେ ମଧ୍ୟ କାମ କରିବା ଦରକାର । କେତେକ ସାଧାରଣ ଅଭ୍ୟାସ ଆମର ଜୀବନରେ ବହୁ ପରିବର୍ତ୍ତନ ଆଣିବା ସହ ତେଲ ଓ ଗ୍ୟାସ ସଂରକ୍ଷଣ ପାଇ ପଦକ୍ଷେପ ନେବ । ଏହାକୁ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ସ୍ବାଧୀନତା ର ଅମୃତ ମହୋତ୍ସବ ଅବସରରେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ର ଫ୍ଲାଗସିପରେ ବିସିପିଏଲ, ଆଇଓସିଏଲ, ଏଚ ପି ଏଲ ତଥା ଗେଲ ଇଣ୍ଡିଆ ର ମିଳିତ ଉଦ୍ୟମ ରେ ପେଟ୍ରୋଲିୟମ ସଂରକ୍ଷଣ ଅନୁସନ୍ଦାନ ସଂଘ ତରଫରୁ 

ଓଡିଶା ର ୧୩ଟି ଜିଲ୍ଲାରେ ଗତ ଏପ୍ରିଲ ୧୧ତାରିଖରୁ ସକ୍ଷମ ୨୦୨୨ ଅନ୍ତର୍ଗତ ସାଇକ୍ଲୋଥନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏହି କ୍ରମରେ ଆଜି ବଲାଙ୍ଗୀର ରେ କୋଶଳ କଳାମଣ୍ଡଳ ପଡିଆରେ ଆୟୋଜିତ ହୋଇଥିଲା ସାଇକ୍ଲୋଥନ ।
କାର୍ଯ୍ୟକ୍ରମରେ ବଲାଙ୍ଗୀର ସହରର ବିଭିନ୍ନ ଛକ ଦେଇ ପୃଥ୍ବୀରାଜ ହାଇସ୍କୁଲ, ପତିତପାବନ ଏକାଡେମୀ, ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ସାଇକଲ ଶୋଭାଯାତ୍ରା ରେ ଯାଇ ସହର ପରିକ୍ରମା କରି ଆଗାମୀ ପାଇଁ ତେଲ ବଂଚେଇବା ପାଇଁ ଆହ୍ବାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଆଇ ଓ ସି ଏଲ ର ସମ୍ବଲପୁର ଆଞ୍ଚଳିକ ପରିଚାଳକ ସନ୍ଦୀପ ସାହୁ ମୁଖ୍ୟ ଅତିଥି, ଭାବରେ ଯୋଗଦାନ ସାଇକ୍ଲୋଥନ ର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ କାର୍ଯ୍ୟକ୍ରମ ର ମହତ୍ତ୍ଵ ବୁଝାଇଥିଲେ ଏହା ସହିତ ପତାକା ଦେଖାଇ ସାଇକଲ ରେଲିକୁ ଶୁଭାରମ୍ଭ କରିଥିଲେ । ସାଇକ୍ଲୋଥନ ଆୟୋଜନ ରେ ଛାତ୍ରଛାତ୍ରୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ ପୃଥ୍ବୀରାଜ ହାଇସ୍କୁଲ ର ଶିକ୍ଷକ ବିକାଶ ରଞ୍ଜନ ସାହୁ , ପ୍ରଶାନ୍ତ ରଞ୍ଜନ ସାହୁ, ପତିତପାବନ ଏକାଡେମୀ ର ସତ୍ୟଜିତ ବୁଡେକ, ମୁକେଶ ବନଛୋର , ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ର କୃଷ୍ଣଚନ୍ଦ୍ର ବାଗ ଓ ସଙ୍ଘମିତ୍ରା ମିଶ୍ର । ଉଜ୍ବଳା ଯୋଜନା ର ଏସ ଡି ପି ଓ ମମତାଞ୍ଜଳି ମିଶ୍ର, ସପନ ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ । ସୁଧାକର ବେହେରା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like