-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ରେଢ଼ାଖୋଲରେ ଅନ୍ତରାଷ୍ଟ୍ରୀୟ ଗଣ୍ଡୱାନା ମହାଧିବେଶନର ଦ୍ଵିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

17-Apr-2022



ରେଢାଖୋଲ: (ଅନିଲ କୁମାର ପୃଷ୍ଟି ): ସମ୍ବଲପୁର ଜିଲ୍ଲାର ରେଢାଖୋଲ ଶାଳବଣ ଦେହୁରୀ ସାହିଠାରେ ସମ୍ବଲପୁର ଜିଲ୍ଲା କାର୍ଯ୍ୟକାରିଣୀ ଏବଂ ଅନ୍ତରାଷ୍ଟ୍ରୀୟ ଗଣ୍ଡୱାନା ମହାଧିବେଶନର ଦ୍ଵିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।ଉକ୍ତ ସଭାରେ ସନ୍ତୋଷ ଭୋଇ ସଭାପତିତ୍ବ କରିଥିଲେ ଏବଂ ମୂଖ୍ୟ ଅତିଥି ରାଜ୍ୟ ମହା ସଚିବ ପ୍ୟାରିମୋହନ ନାଏକ ସମ୍ମାନିତ ଅତିଥି ଶ୍ୟାମସୁନ୍ଦର ଭୋଇ, ଲୋଚନ ଧରୁଆ,ସଦାଶିବ ନାୟକ ମହେନ୍ଦ୍ର ମାଝି ବୀଣାପାଣି ନାୟକ ମହିଳା ସଭାନେତ୍ରି, ଭାଗିରଥି ସିଂଙ୍ଗ ବରଗଡ଼ ସଦଭାପତି, ଲବଣୀ ଧର ନାଏକ, ପ୍ରଫୁଲ୍ଲ କୁମୁରା, ମଧୁସୂଦନ ନାଏକ, ଜିଏସ୍‌ ୟୂ ପରାମର୍ଶଦାତା ରୋହିତ ଭୋଇ, ନାକଟିଦେଉଳ ବ୍ଳକ୍ ସଚିବ ଜଗନ୍ନାଥ ଦେହୁରି ପ୍ରମୁଖ ଯୋଗଦେଇଥିଲେ। ସଭା ଶେଷରେ ପୁରନ୍ଦର ପଟ୍ଟା ରୋଜା ଖୋଲ ସଭାପତି ଧନ୍ୟବାଦ ଅର୍ପଣ କରିଥିଲେ। ଅଖିଳ ଭାରତୀୟ ଗଣ୍ଡୱାନା ଗଣ୍ଡ ମହାସଭା ଓଡିଶା ପ୍ରଦେଶ ରେଢ଼ାଖୋଲ ବ୍ଳକ କମିଟି ଆନୁକୁଲ୍ୟରେ ପ୍ରାଦେଶିକ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଆଗାମୀ ଡ଼ିସେମ୍ବରରେ  ହେବାକୁ ଥିବା ୫ ଦିନିଆ ଅନ୍ତରାଷ୍ଟ୍ରିୟ ଗଣ୍ଡୱାନା ମହାଧିବେଶନ୍ ସଫଳ ରୂପାୟନ ଉପରେ ଚର୍ଚ୍ଚା ହୋଇଥିଲା ବେଳେ ଗୋଣ୍ଡି ସଂସ୍କୃତି ଉପରେ ଖ୍ୟାତି ଅର୍ଜନ କରିଥିବା ବିଭିନ୍ନ ଦେଶର ବ୍ୟକ୍ତିବିଶେଷ ମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଇତି ମଧ୍ୟ ରେ ପ୍ରାଦେଶିକ ସ୍ତରରେ ଏକ ବଡ଼ ଦେଓ ପଞ୍ଜିକା ପ୍ରକାଶ ପାଇବ ପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଚାଲୁଥିବା ବେଳେ ରାଜ୍ୟ ଠାରୁ ଗୁଡ଼ି, ପଲ୍ଲି ,ପୁଞ୍ଜ , ସ୍ତରରେ କାର୍ଯ୍ୟକାରି କମିଟିର ତାଲିକା ଛପା ହେବା ଅପେକ୍ଷାରେ ଅଛି। ଏହି ପଞ୍ଜିକାର ମୂଖ୍ୟ ଭାବରେ ଗଣ୍ଡମାନଙ୍କର ପୁରାତନ ସଂସ୍କୃତି ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସାମାଜିକ ବିଧିବିଧାନ ,ପୂଜା ପଦ୍ଧତି, ଶିକ୍ଷା ଦିକ୍ଷା ଆର୍ଥିକ ସ୍ଥିତି ଅନ୍ତର୍ଭୁକ୍ତ ହେବ। ସେଥିପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଠାରେ ଦାବି ଜଣାଉଛୁ ଯେ ଆଦିବାସୀମାନଙ୍କ ସୁରକ୍ଷା କବଚ ପେସା ଆଇନ୍‌କୁ ଶିଘ୍ର ଲାଗୁ କରାଯାଉ।ଏମାନଙ୍କ ସମ୍ବିଧାନିକ ସୁରକ୍ଷା ପାଇଁ ରାଜ୍ୟ ଅନୁସୁଚିତ ଜନଜାତି କମିଶନ ଶୀଘ୍ର ଗଠନ ହେଉ। ଓଡ଼ିଶାର ରାଜଧାନୀ ଭୁବନେଶ୍ବର ଠାରୁ ଦିଲ୍ଲି ପର୍ଯ୍ୟନ୍ତ ପ୍ରତିଦିନ ଗଣ୍ଡୱାନ ଏକ୍ସପ୍ରେସ ଟ୍ରେନ୍‌ ଚଳାଇବା ପାଇଁ ଦାବି କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like