-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ପୋଲିସ ଓ ପରିବହନ ବିଭାଗ ତରଫରୁ ରାତ୍ରି କାଳୀନ ସ୍ୱତନ୍ତ୍ର ଯାଞ୍ଚ -

17-Apr-2022



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠି)
ଓଡିଶା ସରକାରଙ୍କ ପରିବହନ କମିଶନର ଙ୍କ ନିର୍ଦେଶାନୁଯାୟୀ ତା ୧୬/୦୪/୨୨ରାତ୍ରି ରେ  ସୁବର୍ଣ୍ଣପୁର ଜିଲ୍ଲାରେ ମଦ୍ୟପାନ କରି ଗାଡି ଚଳାଇବା ଉପରେ ପୋଲିସ ଅଧିକାରୀଙ୍କ ସହ ପରିବହନ ବିଭାଗ କର୍ମଚାରୀଙ୍କ ସ୍ୱତନ୍ତ୍ର  ମିଳିତ ଯାଞ୍ଚ କରାଯାଇଥିଲା l ଏହି ସ୍ୱତନ୍ତ୍ର ଯାଞ୍ଚ ସମୟରେ ସମୁଦାୟ ୨୦ ଟି ମାମଲା ଚିହ୍ନଟ କରାଯାଇଥିଲା, ୫ ଟି ଗାଡି ଚାଳନା ପ୍ରମାଣ ପତ୍ର ସ୍ଥଗିତ ରଖାଯାଇଥିଲା, ୨୦ ଟି ବିଭିନ୍ନ ଗାଡି କୁ ଅଟକ ରଖାଯାଇଥିବା ବେଳେ,୧୭  ଜଣ ଡ୍ରାଇଭର ଙ୍କୁ ଗିରଫ କରାଯାଇଥିବା ଜିଲ୍ଲା ପରିବହନ ଅଧିକାରୀ ରବୀନ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି l ଜିଲ୍ଲପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଙ୍କ ନିର୍ଦେଶ କ୍ରମେ ଏହି ରାତ୍ରି କାଳୀନ ସ୍ୱତନ୍ତ୍ର ଯାଞ୍ଚ କାର୍ଯ୍ୟକ୍ରମ ଆର ଟି ଓ ଏବଂ ଏସ ଡି ପି ଓ ଙ୍କ  ପ୍ରତ୍ୟକ୍ଷ ତତ୍ୱାବଧାନରେ ରେ ପରିବହନ ବିଭାଗ କର୍ମଚାରୀ ଓ ପୋଲିସ ବିଭାଗର ଅଧିକାରୀଙ୍କ ଦ୍ୱାରା ଜିଲ୍ଲାରେ ଏକକାଳୀନ ଜିଲ୍ଲା ସଦର ମହକୁମା ସହ ବିଭିନ୍ନ ବ୍ଲକ ଅଞ୍ଚଳରେ ଅନୁଷ୍ଠିତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like