-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||     

HOME   ଜିଲ୍ଲା

୪୨ ଡିଗ୍ରୀ ତାରିରେ ବିକ୍ଷୋଭ ପ୍ରଦର୍ଶନ ୧୨ ଦଫା ଦାବି ପତ୍ର ପ୍ରଦାନ କଲେ ବିକ୍ଷୋଭ କାରୀ ତହସିଲଦାରଙ୍କୁ

18-Apr-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ରାଜ୍ୟରେ ଧନୀ ଲୋକ ମାନେ ହିଁ ଉନ୍ନତି କରୁଥିବା ବେଳେ ଗରିବ ଲୋକ ସେହି ଗରିବ ହୋଇ ରହିଛନ୍ତି ସରକାର ଗରିବଙ୍କ ପ୍ରତି ଅବହେଳିତ ହୋଇ ରହିଛନ୍ତି ଯାହା ଫଳରେ ଗରିବଙ୍କ ଅବସ୍ଥା ଶୋଚନୀୟ ହୋଇପଡ଼ିଛି । ଏଭଳି ତାରତମ୍ୟକୁ ସିପିଆଇ ବିରୋଧ କରେ ବୋଲି ଆଜି କଣ୍ଟାବାଞ୍ଜି ତହସିଲଦାର କାର୍ଯ୍ୟାଳୟ ଘେରାଉ ଅବସରରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଜିଲ୍ଲା ସହସମ୍ପାଦକ ଗୋପାଳ ଭୋଇ କହିଛନ୍ତି । 

   ପ୍ରବଳ ତାତି ହେତୁ ହେଉଥିବା ବେଳେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଅତି ବୃଦ୍ଧବୃଦ୍ଧା ମାନେ ଯୋଗ ଦେଇଥିଲେ ତେଣୁକରି ରାଲି କରାଗଲା ନାହିଁ, ସମସ୍ତେ ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଓ ୧୨ ଦଫା ଦାବି ପୂରଣ କରିବା ପାଇଁ ଅନୁରୋଧ କରିବା ସହ ଏକ ଦାବି ପତ୍ର ପ୍ରଦାନ କରିଥିଲେ ଅତିରିକ୍ତ ତହସିଲଦାରଙ୍କୁ ଯୋଗେଶ୍ଵର ଧାରୁଆଙ୍କୁ । 
    ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଓ ଭାରତୀୟ କ୍ଷେତ ମଜଦୁର ୟୁନିଅନ ପକ୍ଷରୁ ଏହି ସମସ୍ୟାର ସମାଧାନ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା, ପ୍ରଥମ ଦାବି ସମସ୍ତ ଆଦିବାସୀ ଦଳିତ ମାନଙ୍କୁ ଦଖଲ ଜମିର ପଟ୍ଟା ପ୍ରଦାନ କରିବା ପାଇଁ, ୨ ରେ ବାଦ ପଡିଥିବା ଗରିବ ଲୋକଙ୍କୁ ରାସନ କାର୍ଡ ଯୋଗାଇ ଦେବା ପାଇଁ, ୩  ରେ ପ୍ରଧାନମନ୍ତ୍ରୀ ଆବଶ ଯୋଜନାରେ ୩ ଲକ୍ଷ ଟଙ୍କା ମଞ୍ଜୁର କରି ସମସ୍ତ ଗରିବ ଲୋକଙ୍କୁ ଘର ଯୋଗାଇ ଦେବା ପାଇଁ, ୪ ରେ ସମସ୍ତ ଆଦିବାସୀ, ଦଳିତ, ମୁଳିଆ, ଚାଷୀ ମାନଙ୍କୁ ୫୫ ବର୍ଷରୁ ୩ ହଜାର ଟଙ୍କା ପେନସନ ଦେବା ପାଇଁ, ୫ ରେ ମୂଲିଆ ମାନଙ୍କୁ ୨୦୦ ଦିନର କାମ ଯୋଗାଇ ଦେଇ ୬ ସହ ଟଙ୍କା ମଞ୍ଜୁରୀ ଧାର୍ଯ୍ୟ ପାଇଁ, ୬ ରେ ଆଦିବାସୀ, ଦଳିତ ଓ କ୍ଷେତ ମଜଦୁର ମାନଙ୍କ ଉପରେ ହେଉଥିବା ସାମାଜିକ ନିର୍ଯାତନା ବନ୍ଦ କରିବା ପାଇଁ, ୭ ରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ଦାମ ବୃଦ୍ଧିକୁ ରୋକିବା ପାଇଁ ଓ କଣ୍ଟ୍ରୋଲ ଦୋକାନ ଜରିଆରେ ସମାଗ୍ରୀ ଯୋଗାଇ ଦେବା ପାଇଁ, ୮ ରେ ସମସ୍ତ କୃଷି କରଜ ଛାଡ ପାଇଁ, ୯ ରେ ଧାନ କୁଇଣ୍ଟାଲ ପିଛା ୩ ହଜାର ଟଙ୍କା ଧାର୍ଯ୍ୟ କରିବା ପାଇଁ, ୧୦ ରେ ଜଳସେଚନ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ, ୧୧ ରେ କ୍ଷେତ ମଜଦୁର ମାନଙ୍କ ପାଇଁ କେନ୍ଦ୍ରୀୟ ଆଇନ ପ୍ରଣୟନ କରିବାକୁ, ୧୨ ରେ ବି. ପି. ଏଲ. କାର୍ଡ ସମସ୍ତଙ୍କୁ ପ୍ରଦାନ କରିବାକୁ ଦାବି

ପତ୍ରରେ ଉଲ୍ଲେଖ କରାଯାଇଛି ।  ଅର୍ଣ୍ଣପୂର୍ଣ୍ଣ ପୁଟେଲ, ପୁଷ୍ପା ନାଗ, ମମତା ପଟ୍ଟନାୟକ, ସତୀ ବନଛୋର, ଅମ୍ବିକା ପଣ୍ଡା, ଗୋବର୍ଦ୍ଧନ ଅଦା, ଦେବାରଚନ୍ଦ୍ର ହଂସ, ସୁଧୀର ପଣ୍ଡା, ପାଣ୍ଡବ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ଦୀର୍ଘ ବର୍ଷ ଧରି ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଜିଲ୍ଲା ସହସମ୍ପାଦକ ଶ୍ରୀ ଗୋପାଳ ଭୋଇ ଗରିବଙ୍କ ହକ ପ୍ରଦାନ ପାଇଁ ଲଢେଇ ଜାରି ରଖିଛନ୍ତି, କିନ୍ତୁ ବିଭାଗୀୟ କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ କରିବାରେ ଅବହେଳା କରୁଥିବା ଯୋଗୁଁ ଏପର୍ଯ୍ୟନ୍ତ ସମସ୍ୟା ସମସ୍ୟା ହୋଇ ରହି ଯାଇଛି ବୋଲି ବିକ୍ଷୋଭ ପ୍ରଦର୍ଶନ କାରୀମାନେ ଅଭିଯୋଗ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026

You Might Also Like