-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||     

HOME   ଜିଲ୍ଲା

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବିନିକା ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଦାବୀପତ୍ର ପ୍ରଦାନ

19-Apr-2022



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗତକାଲି ବିନିକା ବ୍ଳକ ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଶଶାଙ୍କ ଶେଖର ପଣ୍ଡାଙ୍କ ସଭାପତିତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ କାର୍ଯ୍ୟରତ ଶିକ୍ଷକ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା l ବୈଠକରେ ଉପସ୍ଥିତ ରାଜ୍ୟ ସଂଘର ଉପ ସଭାପତି ନରେନ୍ଦ୍ର ନାୟକ,ସଙ୍ଘର ଉପଦେଷ୍ଟା ଅନନ୍ତ ପଣ୍ଡା, ବରିଷ୍ଠ ଶିକ୍ଷକ ତ୍ରିଲୋଚନ ହୋତା,ସମ୍ପାଦକ ଶିବନାରାୟଣ ରଣା,ରାଜେନ୍ଦ୍ର ବଡ଼ମାଳୀ, ପ୍ରକାଶ ବିଶି, ଅନ୍ତର୍ଯ୍ୟାମୀ ଧର, ବିବେକାନନ୍ଦ ନାୟକ ପ୍ରମୁଖ ଅଂଶଗ୍ରହଣ କରି ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯାଳୟର ମନମୁଖୀ କାର୍ଯ୍ୟ ଉପରେ କ୍ଷୋଭ ପ୍ରକାଶ କରିଥିଲେ  l ସେହିପରି ବୈଠକରେ ପୁରୁଣା ପେନସନ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇ ଆଗାମୀ ଦିନରେ ରାଷ୍ଟ୍ରୀୟ ଆବାହକ ବିଜୟ ବନ୍ଧୁ ଓ ରାଜ୍ୟ ଆବାହକ ବିଜୟ ମଲ୍ଲଙ୍କ ନେତୃତ୍ୱରେ ହେବାକୁ ଥିବା ଆନ୍ଦୋଳନରେ ସଂଘ ଯୋଗଦେବ ବୋଲି ନିଷ୍ପତ୍ତି ନିଆଯାଇଛି l ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସହ ସମ୍ପାଦକ ରାଜେନ୍ଦ୍ର ବଡ଼ମାଳୀ ଧନ୍ୟବାଦ ଅର୍ପଣ କରିଥିଲେ l ଏଥିରେ ନୂତନ ଭାବେ ନିୟମିତ ହୋଇଥିବା ଶିକ୍ଷକ ମାନଙ୍କୁ ସ୍ୱାଗତ କରାଯାଇଥିଲା ଏବଂ ଆଗାମୀ ଦିନରେ ବ୍ଲକ ତଥା ଜିଲ୍ଲାରେ ଶିକ୍ଷା ଓ ଶିକ୍ଷାୟତନର ଉନ୍ନତି ପାଇଁ ସମସ୍ତ ଶିକ୍ଷକ ଦାୟିତ୍ୱ ନିର୍ବାହ କରିବାକୁ ମତ ପ୍ରକାଶ ପାଇଥିଲା l ଶିକ୍ଷକ ମାନଙ୍କ MACP ହୋଇ ପାରୁନାହିଁ, ଜିଲ୍ଲାର ଅନ୍ୟ ବ୍ଲକ ମାନଙ୍କରେ ଠିକ ସମୟରେ ଦରମା ତଥା ବିଭିନ୍ନ ଏରିଅର ଦିଆଯାଉଥିବା ବେଳେ ବିନିକା ବ୍ଲକ ସବୁବେଳେ ବିଳମ୍ବ ହେଉଛି l ଠିକ ସମୟରେ ଶିକ୍ଷକ ମାନଙ୍କ ବେତନ ବୃଦ୍ଧି (increment) ହେଉ ନାହିଁ,ଉକ୍ତ ବେତନ ବୃଦ୍ଧିର ଏରିଅର ବର୍ଷବର୍ଷ ଧରି ପଡିରହୁଛି,ସେବା ପୁସ୍ତିକା (service book) ଗୁଡିକ ରେ ସଠିକ ସମୟରେ ତଥ୍ୟ ସବୁ ଲିପିବଦ୍ଧ ହେଉନାହିଁ କି ସରକାରଙ୍କ ନିର୍ଦେଶାନୁସାରେ ଅନଲାଇନ ଅପଡେସନ ହେଉନାହିଁ l ଏସବୁ ସମସ୍ୟାର ଶୀଘ୍ର ସମାଧାନ ନ ହେଲେ ଆଗାମୀ ଦିନରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରି ଦୁର୍ବାର ଆନ୍ଦୋଳନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି ଏବଂ ଏ ସଂକ୍ରାନ୍ତରେ ଗତକାଲି ଗୋଷ୍ଠୀ ଶିକ୍ଷାଧିକାରୀ ଶଶିଭୂଷଣ ସେଠୀଙ୍କୁ

ଏକ ଦାବିପତ୍ର ଦିଆଯାଇଛି l ସେହିପରି ବୈଠକରେ ପୁରୁଣା ପେନସନ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇ ଆଗାମୀ ଦିନରେ ରାଷ୍ଟ୍ରୀୟ ଆବାହକ ବିଜୟ ବନ୍ଧୁ ଓ ରାଜ୍ୟ ଆବାହକ ବିଜୟ ମଲ୍ଲଙ୍କ ନେତୃତ୍ୱରେ ହେବାକୁ ଥିବା ଆନ୍ଦୋଳନରେ ସଙ୍ଘ ଯୋଗଦେବ ବୋଲି ନିଷ୍ପତ୍ତି ନିଆଯାଇଛି l ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସହ ସମ୍ପାଦକ ରାଜେନ୍ଦ୍ର ବଡ଼ମାଳୀ ଧନ୍ୟବାଦ ଅର୍ପଣ କରିଥିଲେ l ଏଥିରେ ନୂତନ ଭାବେ ନିୟମିତ ହୋଇଥିବା ଶିକ୍ଷକ ମାନଙ୍କୁ ସ୍ୱାଗତ କରାଯାଇଥିଲା ଏବଂ ଆଗାମୀ ଦିନରେ ବ୍ଲକ ତଥା ଜିଲ୍ଲାରେ ଶିକ୍ଷା ଓ ଶିକ୍ଷାୟତନର ଉନ୍ନତି ପାଇଁ ସମସ୍ତ ଶିକ୍ଷକ ଦାୟିତ୍ୱ ନିର୍ବାହ କରିବାକୁ ମତ ପ୍ରକାଶ ପାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026

You Might Also Like