-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||     

HOME   ଜିଲ୍ଲା

ବିନିକାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

19-Apr-2022



ବିନିକା(ହିମାଂଶୁ ଶେଖର ପୁଟେଳ) କୋଭିଡ କଟକଣା ହେତୁ ଦୀର୍ଘ ଦିନରୁ ସ୍ଥଗିତ ରହିଥିବା ଯୁଗ୍ମ ଅଭିଯୋଗ ଶୁଣାଣି ପୁନର୍ବାର ଆରମ୍ଭ ହୋଇଛି l ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୨0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୧୩ ଗୋଟି,ସାମୁହିକ ଦରଖାସ୍ତ 06 ଗୋଟି ରହିଥିବା ବେଳେ,0୧ ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୨୨0 ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ୧୩୮ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୮୩ ଟି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଦୀର୍ଘ ଦିନରୁ ସ୍ଥଗିତ ଥିବା ଏହି ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ଯୋଗଦାନ ଉତ୍ସାହଜନକ ରହିଥିବା ଦେଖିବାକୁ ମିଳିଛି l ବିନିକା ବିଡିଓ ବ୍ୟାସଦେବ ବେହେରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପିଡି. ଡି.ଆର.ଡି.ଏ ଡୋଳାମଣି ପଟେଲ,ଉପ ଜିଲ୍ଲାପାଳ ନିହାର ରଞ୍ଜନ କଁହର,ଜିଲ୍ଳା ସ୍ତରୀୟ ଅଧିକାରୀ,ତହସିଲଦାର,ବ୍ଲକ ସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026

You Might Also Like